Latest Odisha News

BREAKING NEWS

Browsing Category

ସହର

City

ନିର୍ବାଚନ ପ୍ରକ୍ରିୟା ହେବ ଆହୁରି ମଜବୁତ; ରାଜନୈତିକ ଦଳକୁ ପରାମର୍ଶ ମାଗିଲେ ଇସିଆଇ

ଭୁବନେଶ୍ୱର: ରାଜନୈତିକ ଦଳକୁ ପରାମର୍ଶ ମାଗିଲେ ଭାରତୀୟ ନିର୍ବାଚନ କମିଶନ । ସମସ୍ତ ଜାତୀୟ ଏବଂ ରାଜ୍ୟସ୍ତରୀୟ ରାଜନୈତିକ ଦଳଠାରୁ ଏପ୍ରିଲ ୩୦ ସୁଦ୍ଧା ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଇଆରଓ), ଜିଲ୍ଲା ନିର୍ବାଚନ ଅଧିକାରୀ (ଡିଇଓ) କିମ୍ବା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସ୍ତରରେ ସମାଧାନ…

ଗୃହରୁ ସସପେଣ୍ଡ ହେଲେ ତାରା ବାହିନୀପତି

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ…

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ ସମସ୍ତ…

ରାଜ୍ୟରେ ବର୍ତ୍ତମାନ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଏଣିକି ୧୦୦ କୋଟି ଟଙ୍କା ପର୍ଯ୍ୟନ୍ତ ମଞ୍ଜୁରୀ ପ୍ରଦାନ କରିପାରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ କ୍ଷମତାରେ ବୃଦ୍ଧି । ଏଣିକି ୧୦୦ କୋଟି ଟଙ୍କା ପର୍ଯ୍ୟନ୍ତ ମଞ୍ଜୁରୀ କରିପାରିବେ । ଆର୍ଥିକ କ୍ଷମତା ନିୟମ ୧୯୭୮ ଅନୁସାରେ ସଂଶୋଧନର ଏକ ଅଂଶ ଭାବରେ ଏହି ପରିବର୍ତ୍ତନ କରାଯାଇଛି । ଯାହା ଅନୁଯାୟୀ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବେ ସାମଗ୍ରୀ, ପରାମର୍ଶ ଏବଂ…

ଏମ୍ସ ନିକଟରେ ବୁଲୁଛି ଦନ୍ତା, ହାତୀକୁ ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ

ଭୁବନେଶ୍ୱର: ରାଜଧାନୀରେ ହାତୀ ଉତ୍ପାତ। ଭୁବନେଶ୍ୱର ଏମ୍ସ ନିକଟ କାଜୁ ଜଙ୍ଗଲକୁ ପଳାଇ ଆସିଛି ଏକ ହାତୀ। ଏହାପରେ ସ୍ଥାନୀୟ ଲୋକଙ୍କ ଭିତରେ ଡର ବଢ଼ିଛି। ଏବେ ହାତୀକୁ ଘଉଡ଼ାଇ ପାଇଁ ବନ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି। ଖୋର୍ଦ୍ଧା ଅଞ୍ଚଳରୁ ଏହି ଦନ୍ତା ହାତୀ ପଳାଇ ଆସିଥିବା ଜଣା ପଡ଼ିଛି।…

‘ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ମାଗନ୍ତୁ’

ଭୁବନେଶ୍ବର: ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ପ୍ରାର୍ଥନା କରନ୍ତୁ । ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ ସରିବା ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ । ସେ କହିଛନ୍ତି ବିରୋଧୀଭାବେ କିପରି କାର୍ଯ୍ୟ କରାଯାଏ ତାହା ଶିଖି…

ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ୨୨ଟି ମାମଲା

ଭୁବନେଶ୍ୱର: ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ରହିଛି ୨୨ଟି ଅପରାଧିକ ମାମଲା । ଏଥିସହ ୩୯ଟି ଫୌଜଦାରୀ ମାମଲା ମଧ୍ୟ ରୁଜୁ ହୋଇଛି । ସେହିପରି ବର୍ତ୍ତମାନ ଓ ପୂର୍ବତନ ବିଧାୟକଙ୍କ ନାଁରେ ରହିଛି ମୋଟ ୧୧୫ଟି ମାମଲା । ଏଥିସହ ବିଧାୟକଙ୍କ ନାଁରେ ୪୧୮ଟି ଫୌଜଦାରୀ ମାମଲା ରୁଜୁ…

୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ, ୧୧୩୧ ଜଣଙ୍କ ନାମରେ ଚାଲିଛି ବିଚାର

ଭୁବନେଶ୍ୱର: ସୋମବାର ଚାଲିଥିବା ବିଧାନସଭା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ବିଧାୟକ ଅଗସ୍ତି ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ୫ ବର୍ଷରେ ଗିରଫ ହୋଇଛନ୍ତି ୮୨୭ ସରକାରୀ କର୍ମଚାରୀ । ସେହିପରି ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି…

କଲବଲ କରିବ ତାତି; ୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର: ଆଉ ତାତିରୁ ମିଳିବନି ନିସ୍ତାର । ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ସହ କିଛି ଜିଲ୍ଲାରେ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିବା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଆଇଏମଡି । ଫଳରେ…