Latest Odisha News

BREAKING NEWS

Browsing Category

ସହର

City

ତିନୋଟି ଅନୁବାଦ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ସାରସ୍ୱତ ସଂଗଠନ ଓଡ଼ିଆ ସାହିତ୍ୟ ଅନୁବାଦ ପରିଷଦ ତରଫରୁ ବିଭିନ୍ନ ଭାଷାରେ ଅନୁଦିତ ୩ଟି ପୁସ୍ତକ ଲୋକାର୍ପିତ ହୋଇଯାଇଛି। ଭୁବନେଶ୍ୱର ,ଓରିଏଣ୍ଟାଲ ଏକାଡେମୀ ଅଫ ଆର୍ଟସ ଆଣ୍ଡ ଲେଟର୍ସ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଥାଶିଳ୍ପୀ ଶାନ୍ତନୁ କୁମାର…

ଝରାଫୁଲ ଡେଥ୍ ମିଷ୍ଟ୍ରି: ହତ୍ୟା ନା ଅସୁସ୍ଥତାରୁ ମୃତ୍ୟୁ ? ପୋଷ୍ଟମର୍ଟମ ରିପୋର୍ଟ ଖୋଲିବ ରହସ୍ୟ

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାକୁ ଚାରି ଦିନ ହେଲାଣି । ଏହି ଘଟଣାରେ ଝରାଫୁଲଙ୍କ ବୟଫ୍ରେଣ୍ଡ ରାକେଶ ସ୍ୱାଇଁକୁ ପୋଲିସ ଗିରଫ କରିଛି । ଏବେ ପୋଷ୍ଟମର୍ଟର ରିପୋର୍ଟ ଖୋଲିବ ଡେଥ୍ ସସପେନ୍ସ ଉପରୁ ପରଦା । ଝରାଫୁଲଙ୍କ ସହ ଯାହା ଘଟିଲା ତାହା ଅଚାନକ ଥିଲା ନା ସବୁ କିଛି…

ଭକ୍ତ କବି ମଧୁସୂଦନ ରାଓଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ପାଖରେ ତାଙ୍କ ପ୍ରତିମୂର୍ତ୍ତି ନିକଟରେ ପାଳିତ ହୋଇ ଯାଇଛି। ଉତ୍କଳ ଯାଦବ ମହାସଭା ସାଂସ୍କୃତିକ ସେଲ ସଂଯୋଜକ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରବୀର…

 କଥାକାର ଅଖିଳ ମୋହନଙ୍କ ଚର୍ଚ୍ଚିତ କ୍ଷୁଦ୍ରଗଳ୍ପ ‘ମତ୍ସ୍ୟଗନ୍ଧା’ର କଥନ ଓ ଦୃଶ୍ୟାୟନ ଜାନୁଆରି ୩୧ରେ

ଭୁବନେଶ୍ୱର: ଅଖିଳ ମୋହନ ଫାଉଣ୍ଡେସନ୍‌ ପକ୍ଷରୁ ‘ଅଖିଳାୟନ’ କାର୍ଯକ୍ରମ ଜରିଆରେ ଆଧୁନିକ ଓଡିଆ ସାହିତ୍ୟର ଅନ୍ୟତମ ସଫଳ ବିନ୍ଧାଣୀ ଅଖିଳ ମୋହନ ପଟ୍ଟନାୟକଙ୍କ ଅନନ୍ୟ କ୍ଷୁଦ୍ରଗଳ୍ପଗୁଡ଼ିକୁ କଥନ ଓ ଦୃଶ୍ୟାୟନ ମାଧ୍ୟମରେ ପ୍ରସାରିତ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏହି…

୬ରୁ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାରଙ୍କ ବଡ ଘୋଷଣା । ଫେବୃଆରୀ ୬ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟର ପଢ଼ୁଥିବା ଅଣ୍ଡର ଗ୍ରାଜୁଏଟ୍‌ ଓ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀ କଲେଜ ଯାଇ ଶ୍ରେଣୀ ଗୃହରେ ପଢ଼ିବାକୁ ଅନୁମତି ମିଳିଛି । ଦୀର୍ଘ ୧୧ ମାସ ପରେ କଲେଜ…

ଆମେ ଗାନ୍ଧିଜୀଙ୍କ ପୂଣ୍ୟତିଥି ପାଳନ କରିବୁ, କଂଗ୍ରେସକୁ ଅଟକାଇଲେ ଆନ୍ଦୋଳନ ହେବ: ବାହିନୀପତି 

ବ୍ରହ୍ମପୁର : ଆସନ୍ତାକାଲି ବ୍ରହ୍ମପୁର ଠାରେ କଂଗ୍ରେସ ଦଳ ପକ୍ଷରୁ ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳନ କରାଯିବ । ଖଲିକୋଟ କଲେଜ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମ ହେବ । କାର୍ଯ୍ୟକ୍ରମରେ ଆସିବାକୁ ଥିବା କଂଗ୍ରେସ କର୍ମୀଙ୍କୁ ରାସ୍ତାରେ ଅଟକାଗଲେ ରାଜ୍ୟ ସାରା…

ତ୍ରୟୋମାସିକ ପତ୍ରିକା ବୋଉର ବନ୍ଧୁ ମିଳନ

ଭୁବନେଶ୍ୱର : ଭୁବନେଶ୍ବର ୟୁନିଟ ୯ ସ୍ଥିତ ଜନକଲ୍ୟାଣ ଭବନରେ ତ୍ରୟୋମାସିକ ପତ୍ରିକା "ବୋଉ"ର ବନ୍ଧୁମିଳନ ଓ "ରାଷ୍ଟ୍ରର ପ୍ରଗତିରେ ମାତୃଶକ୍ତିର ଭୂମିକା" ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବନମାଳୀ ସାମନ୍ତରାୟ, ସଂଜୟ କୁମାର ଚୌଧୁରୀ, ସମିତା ମହାରଣା,…

ଓଡ଼ିଶା ପାଇଁ JSPLର ଭିଜନ୍ -୨୦୩୦, ଅନୁଗୁଳରେ ପ୍ରତିଷ୍ଠା ହେବ ବିଶ୍ବର ସର୍ବବୃହତ୍ତ ଇସ୍ପାତ କାରଖାନା 

ଅନୁଗୁଳ : ଅନୁଗୁଳରେ ବିଶ୍ବର ସର୍ବବୃହତ୍ତ ଇସ୍ପାତ କାରଖାନା ପ୍ରତିଷ୍ଠା କରିବ JSPL ।  ଏନେଇ ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ ପାୱାର୍ ଲିଃର ଅଧ୍ୟକ୍ଷ ନବୀନ ଜିନ୍ଦଲ କମ୍ପାନୀର ଭିଜନ୍ ୨୦୩୦ ଉପସ୍ଥାପନ କରିଛନ୍ତି ।  ଓଡ଼ିଶାକୁ ୧୦୦ ନିୟୁତ ଟନ୍ ଇସ୍ପାତ ନିର୍ମାଣ ହବ୍ ଭାବରେ ପ୍ରତିଷ୍ଠା କରିବା…

ପୂର୍ବତନ ରାଜସ୍ୱ ନିରୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପୁରୀ: ଭିଜିଲାନ୍ସ ଜାଲରେ ପୂର୍ବତନ ରାଜସ୍ୱ ନିରୀକ୍ଷକ(RI) । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ତହସିଲର ପୂର୍ବତନ ଆରଆଇ ବସନ୍ତ ମହାନ୍ତିଙ୍କ ଘରେ ଚଢାଉ । ପୁରୀ ଅଫିସ୍ ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍ । ପୁରୀ ଫ୍ରେଣ୍ଡସ୍ କ୍ଲବ ଗଳିରେ ଥିବା ୨ଟି…

ଚାରବାଟିଆ ଏଆରସିରେ ଅଗ୍ନିକାଣ୍ଡ

କଟକ: ଚୌଦ୍ୱାର ଚାରବାଟିଆ ଏଆରସିରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁଙ୍କୁ ଆୟତ୍ତ କରିବାକୁ ଘଟଣାସ୍ଥଳରେ କଟକ ଓ ଚୌଦ୍ୱାରର ୫ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି । କିନ୍ତୁ କେଉଁ ପରିସ୍ଥିତିରେ ଏହି ନିଆଁ ଲାଗିଲା ତାହା ଜଣାପଡିପାରିନାହିଁ । ପ୍ରାୟ ୪ ଘଣ୍ଟା ଧରି ଏଠାରେ ନିଆଁ ଲାଗି…