Latest Odisha News

BREAKING NEWS

Browsing Category

ସହର

City

ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଜ୍ୟପାଳ

ଭୁବନେଶ୍ୱର: ଆଜି ସର୍ବସାଧାରଣଙ୍କ ପାଇଁ ଖୋଲିଛି ଜଗା ଦୁଆର । ୯ ମାସ ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ୧୨ଟା ୧୫ରେ ପୁରୀ ସର୍କିଟ ହାଉସରେ ପହଞ୍ଚିବେ । ୧୨ଟା ୪୦ରେ ସିଂହଦ୍ୱାର ନିକଟରେ ପହଞ୍ଚିବେ…

ଆସନ୍ତାକାଲି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ, କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ପୁରୀ : ଶ୍ରୀମନ୍ଦିରରେ ଆସନ୍ତାକାଲିଠାରୁ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ । ଏ ନେଇ ଆଜି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ଦର୍ଶନ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ । ଶ୍ରଦ୍ଧାଳୁମାନେ ନିଜ ଅଂଚଳରୁ କୋଭିଡ ରିପୋର୍ଟ ଆଣିବେ ।…

୧୦ ତଳକୁ ଖସିଲା ଭୁବନେଶ୍ୱରରେ ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୬୫୬ରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି।…

ଦେଶରେ ଅଗ୍ରଣୀ ରିସର୍ଚ୍ଚ ହବ୍ ଭାବରେ ଉଭା ହେଉଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ଦେଶରେ ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ରିସର୍ଚ୍ଚ ହବ୍ (ଅନୁସନ୍ଧାନ କ୍ଷେତ୍ରରେ ପେଣ୍ଠସ୍ଥଳ) ଭାବରେ ଉଭା ହେଉଛି ଓଡ଼ିଶା । ଆଇଆଇଏମ୍ ସମ୍ୱଲପୁରର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି,…

IIM ସମ୍ୱଲପୁର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର:  IIM ସମ୍ବଲପୁରର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରାଯିବ । ଆଉ କିଛି ସମୟ ପରେ (ସକାଳ ୧୦ଟା) ଭର୍ଚୁଆଲରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,…

୨୫୦ ତଳକୁ ଖସିଲା ଭୁବନେଶ୍ୱରରେ କରୋନା ଆକ୍ଟିଭ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୬୩୪ରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ…

ନାଇଟ୍ କର୍ଫ୍ୟୁ ବେଳେ ଟୁଇନ୍ ସିଟିରେ ୧୪୪ ଧାରା, ରାତି ୯ଟା ସୁଦ୍ଧା ଦୋକାନ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଜାରି ହୋଇଛି ନାଇଟ୍ କର୍ଫ୍ୟୁ । ଆଜି ରାତି ୧୦ଟାରୁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ । ଭୁବନେଶ୍ୱର ଓ କଟକରେ ଜାରି କରାଯିବ ୧୪୪ ଧାରା । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡ଼ଙ୍ଗୀ । ସୁରକ୍ଷା ଦୃଷ୍ଟିରୁ ଟୁଇନ୍…

ଆରମ୍ଭ ହେଲା ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର: ଆଜିଠାରୁ ରାଜଧାନୀର ଆରଟିଓ -୧ରେ ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପରିବହନ ଅଧିକାରୀ ଙ୍କ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଲର୍ଣ୍ଣିଂ ଲାଇସେନ୍ସ ଥିବା ଗାଡି ଚାଳକ ନୂଆ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିବେ ।…

ଭିଜିଲାନ୍ସ ଜାଲରେ ଏନଏମଆର କର୍ମଚାରୀ

ବ୍ରହ୍ମପୁର : ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ କାର୍ଯ୍ୟରତ ଏନଏମଆର କର୍ମଚାରୀ ପ୍ରଶାନ୍ତ କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏହି ଚଢଉ ଚାଲିଛି । ଆଜି ସକାଳୁ ଭିଜିଲାନ୍ସର ୧୨ ଜଣିଆ ଟିମ୍ ଏକକାଳୀନ ଭାବେ ପ୍ରଶାନ୍ତଙ୍କ ବହ୍ମପୁର ଆସିକା…

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ଶାନ୍ତନୁ ମହାପାତ୍ର । ନିମୋନିଆ ତଥା ଏକାଧିକ ରୋଗରେ ପୀଡିତ ହୋଇଥିବା ଶାନ୍ତନୁଙ୍କୁ ତାଙ୍କ ପରିବାର ଲୋକେ ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।…