Latest Odisha News

BREAKING NEWS

Browsing Category

ସହର

City

ଟ୍ରକ ଧକ୍କାରେ ଓଲଟିଲା ପିକଅପ ଭ୍ୟାନ, ୩ ଆହତ

ବ୍ରହ୍ମପୁର: ଜାତୀୟ ରାଜପଥ ୧୬ କନିସି ଛକରେ ସୋମବାର ଏକ ଟ୍ରକ ଓ ପିକଅପ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ କାର୍ଯ୍ୟରତ ହୋମଗାର୍ଡଙ୍କ ସହ ୩ ଜଣ ଆହତ ହୋଇଛନ୍ତି ।  ଟ୍ରକ ଧକ୍କାରେ ପିକଅପଟି ରାସ୍ତା ମଝିରେ ଓଲଟି ପଡିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆହତଙ୍କୁ…

କଟକ ସନ୍ ହସ୍ପିଟାଲରେ ନିଆଁ

କଟକ: କଟକ ବିଜୁ ପଟ୍ଟନାୟକ ଛକ ନିକଟସ୍ଥ ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ । ଡାକ୍ତଖାନାର ଉପର ମହଲାରେ ଲାଗିଛି ନିଆଁ । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବାବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ଅଧିକାରୀମାନେ ଡାକ୍ତରଖାନା ବିଲଡିଂ ଉପକୁ…

ଉତ୍କଳ ଫାଉଣ୍ଡେସନର ଦ୍ଵିତୀୟ ରାଜ୍ୟସ୍ତରୀୟ ସାମାଜିକ କର୍ମୀ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର: ଉତ୍କଳ ଫାଉଣ୍ଡେସନର ଦ୍ଵିତୀୟ ରାଜ୍ୟସ୍ତରୀୟ ସାମାଜିକ କର୍ମୀ ସମ୍ମିଳନୀରେ ଆୟୋଜିତ ହୋଇଯାଇଛି । କରୋନା ଯୋଦ୍ଧା ସାଜି ଲୋକଙ୍କୁ ଟିକନିକ ଖବର ଯୋଗାଇଥିବା ୯ଜଣ ସାମ୍ବାଦିକଙ୍କୁ ଯଥା ନିରଞ୍ଜନ ଓଝା ,ନିରଦ ପଟ୍ଟନାୟକ , ସମ୍ବିତ ବେହେରା , ମାନସ ମହାପାତ୍ର, ପ୍ରଦୀପ୍ତ ସ୍ୱାଇଁ,…

ଓଡ଼ିଆ ଚଳଚ୍ଚିତ୍ର ତୁ ମୋର ଜୀବନର ଭାଲେନଟାଇନର ମହୁରତ

ଭୁବନେଶ୍ୱର : ଭୁବନେଶ୍ୱରର ଏକ ହୋଟେଲରେ ଓଡ଼ିଆ ଚଳଚ୍ଚିତ୍ର ତୁ ମୋର ଜୀବନର ଭାଲେନଟାଇନର ମହୁରତ ଅନୁଷ୍ଠିତ ହୋଇ ଯାଇଛି। ଏହି ଚଳଚିତ୍ରରେ ଭାଲେଣ୍ଟାଇନର ଏକ ଭିନ୍ନ ରୂପକୁ ଟୁଇଷ୍ଟ ହିସାବରେ ଦେଖିବାକୁ ମିଳିବ । ଏହି ଚଳଚିତ୍ରରେ ମନୀଷା ମିଶ୍ର, ସଂଜୀବ ପରିଡା, ଲଷ୍ମୀ ପ୍ରିୟା ସାହୁ , ରବି…

ସୂର୍ଯ୍ୟମଣି ତ୍ରିପାଠୀଙ୍କ ଆତ୍ମ ଜୀବନୀ ଲାଲ ଘୋଡ଼ାର ସଇସ ଲୋକାର୍ପିତ

ଭୁବନେଶ୍ୱର : ବରିଷ୍ଠ ଲେଖକ ସୂର୍ଯ୍ୟମଣି ତ୍ରିପାଠୀଙ୍କ ଆତ୍ମଜୀବନୀ ପୁସ୍ତକ ଲାଲ ଘୋଡ଼ାର ସଇସ ଲୋକାର୍ପିତ ହୋଇ ଯାଇଛି। ଅବସର ପ୍ରାପ୍ତ ଆରକ୍ଷୀ ମହା ନିର୍ଦ୍ଦେଶକ ବିପିନ ବିହାରୀ ମିଶ୍ର ପୁସ୍ତକଟିକୁ ଲୋକାର୍ପିତ କରିଥିଲେ। ଅଧ୍ୟାପକ ବିଶ୍ୱରଞ୍ଜନ , ଦାଶ ବେନେହୁର , ବସନ୍ତ କୁମାର ପଣ୍ଡା,…

ଟୁର୍ ଡି ଏକାମ୍ର: ସାଇକେଲ ଚାଳନା ଓ ପର୍ଯ୍ୟଟନକୁ ପ୍ରୋତ୍ସାହନ ପାଇଁ ଭୁବନେଶ୍ୱରରେ ମେଗା ସାଇକ୍ଲୋଥନ୍

ଭୁବନେଶ୍ୱର: ରାଜଧାନୀରେ ମେଗା ସାଇକ୍ଲୋଥନ୍ । ରାଜ୍ୟ ସରକାରଙ୍କ କ୍ରୀଡା ଓ ସଂସ୍କୃତି ବିଭାଗ ପକ୍ଷରୁ କରାଯାଇଛି ସାଇକ୍ଲୋଥନ ‘ଟୁର ଡି ଏକାମ୍ର’ । ସକାଳ ୭ଟାରେ କଳିଙ୍ଗ ଷ୍ଟାଡିୟମରୁ ଆରମ୍ଭ ହୋଇଥିଲା ଏହି ସାଇକ୍ଲୋଥନ୍ । ସାମିଲ ହୋଇଥିଲେ ଶତାଧିକ ଯୁବକ ଯୁବତୀ । ଗୋଟିଏ ଦଳ କଳିଙ୍ଗ…

ଧର୍ମେନ୍ଦ୍ରଙ୍କ ଚିଠି:ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ପାର୍ଶ୍ବ ପ୍ରାଚୀନ ମନ୍ଦିରର ପୁନଃଉଦ୍ଧାର ନେଇ କେନ୍ଦ୍ରକୁ ଅନୁରୋଧ

ଭୁବନେଶ୍ବର: ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ପାର୍ଶ୍ବ ପ୍ରାଚୀନ ମନ୍ଦିରର ପୁନଃଉଦ୍ଧାର ନେଇ କେନ୍ଦ୍ରକୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ସେ ଏନେଇ ଚିଠି ଲେଖିଛନ୍ତି । ମନ୍ଦିରର ସୁରକ୍ଷା ଓ…

ରାଜ୍ୟ ସରକାର ତୈଳ ଦର ନକମାଇଲେ ଫେବୃଆରୀ ୧୫ରେ କଂଗ୍ରେସର ଆନ୍ଦୋଳନ: ନିରଞ୍ଜନ

ବ୍ରହ୍ମପୁର:ବ୍ରହ୍ମପୁର ଖଲ୍ଲିକୋଟ କଲେଜ ପଡ଼ିଆରେ ଗଞ୍ଜାମ ଜିଲ୍ଲା କଂଗ୍ରେସ ତରଫରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଛି । ଏହି ଅବସରରେ ବ୍ରହ୍ମପୁରକୁ ଗାନ୍ଧୀଙ୍କ ଆଗମନର ୧୦୦ ବର୍ଷ ପୂର୍ତ୍ତି ସ୍ମୃତିଚାରଣ କରାଯାଇଥିଲା ।  ଏହି ସମାରୋହରେ ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର…

ତିନୋଟି ଅନୁବାଦ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ସାରସ୍ୱତ ସଂଗଠନ ଓଡ଼ିଆ ସାହିତ୍ୟ ଅନୁବାଦ ପରିଷଦ ତରଫରୁ ବିଭିନ୍ନ ଭାଷାରେ ଅନୁଦିତ ୩ଟି ପୁସ୍ତକ ଲୋକାର୍ପିତ ହୋଇଯାଇଛି। ଭୁବନେଶ୍ୱର ,ଓରିଏଣ୍ଟାଲ ଏକାଡେମୀ ଅଫ ଆର୍ଟସ ଆଣ୍ଡ ଲେଟର୍ସ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଥାଶିଳ୍ପୀ ଶାନ୍ତନୁ କୁମାର…

ଝରାଫୁଲ ଡେଥ୍ ମିଷ୍ଟ୍ରି: ହତ୍ୟା ନା ଅସୁସ୍ଥତାରୁ ମୃତ୍ୟୁ ? ପୋଷ୍ଟମର୍ଟମ ରିପୋର୍ଟ ଖୋଲିବ ରହସ୍ୟ

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାକୁ ଚାରି ଦିନ ହେଲାଣି । ଏହି ଘଟଣାରେ ଝରାଫୁଲଙ୍କ ବୟଫ୍ରେଣ୍ଡ ରାକେଶ ସ୍ୱାଇଁକୁ ପୋଲିସ ଗିରଫ କରିଛି । ଏବେ ପୋଷ୍ଟମର୍ଟର ରିପୋର୍ଟ ଖୋଲିବ ଡେଥ୍ ସସପେନ୍ସ ଉପରୁ ପରଦା । ଝରାଫୁଲଙ୍କ ସହ ଯାହା ଘଟିଲା ତାହା ଅଚାନକ ଥିଲା ନା ସବୁ କିଛି…