Latest Odisha News

BREAKING NEWS

Browsing Category

ସହର

City

ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ: ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତାଙ୍କ କଟକସ୍ଥିତ ଘରେ ସେ 30ଟି ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ପରିବାର  ଲୋକେ ଏହା ଜାଣିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ବିଦ୍ୟାଶ୍ରୀ…

ଜଗତପୁରରେ ନକଲି ଗୁଟଖା କମ୍ପାନୀରେ ପୁଣି ପୋଲିସ ରେଡ଼, ୨ ଅଟକ

କଟକ: ଗତ କିଛି ଦିନ ହେଲା କଟକରେ ନକଲି କାରବାରର ପର୍ଦ୍ଦାଫାଶ କରିବାରେ ଲାଗିଛି କମିଶନରେଟ୍ ପୋଲିସ । କେତେବେଳେ ନକଲି ମସଲା ତିଆରି କାରଖାନା ତ କେତେବେଳେ ନକଲି ସସ୍ ତିଆରି କାରଖାନା । ଆଜି ଜଗତପୁର ଉମାଶଙ୍କର ଭବନରେ ଚାଲିଥିବା ନକଲି ଗୁଟଖା କମ୍ପାନୀ ଉପରେ ଚଢ଼ାଉ ହୋଇଛି । ଜଗତପୁର ଥାନା…

ପରୀ ହତ୍ୟା ମାମଲାରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସଆଇଟି

କଟକ: ନୟାଗଡ ଯଦୁପୁର ପରୀ ହତ୍ୟା ମାମଲାରେ ଆଜି ଏସଆଇଟି ପକ୍ଷରୁ  ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି । ଏହି ମାମଲାରେ ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟରେ ଦର୍ଶାଯାଇଛି । ଏକ ବନ୍ଦ ଲଫଫାରେ ସତ୍ୟପାଠ ଦାଖଲ କରିଛି ଏସଆଇଟି  । ଆସନ୍ତା ୨୪ରେ ମାମଲାର ପରବର୍ତ୍ତୀ …

ପରୀକୁ ନ୍ୟାୟ ପାଇଁ ବିଜେପି କରିବ ପଦଯାତ୍ରା

ଭୁବନେ‌ଶ୍ୱର:  ପରୀକୁ ନ୍ୟାୟ ଦେବାକୁ ବିଜେପି ପକ୍ଷରୁ କରାଯିବ ପଦଯାତ୍ରା । ଭୁବନେଶ୍ବରର ଲିଙ୍ଗରାଜ ମନ୍ଦିରରୁ ଦଳ ପକ୍ଷରୁ ଏହି ପଦଯାତ୍ରା ୨୦ରୁ ବାହାରି ପରୀ ଗାଁ ନୟ।ଗଡ ଯଦୁପୁରକୁ ଯିବ ।  ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।…

କୋଭିଡ ନିୟମ ଉଲ୍ଲଘଂନ ଅଭିଯୋଗରେ ହୋଟେଲକୁ ୨୦ ହଜାର ଟଙ୍କା ଫାଇନ କଲା ବିଏମସି

ଭୁବନେଶ୍ବର: କୋଭିଡ ଗାଇଡ ଲାଇନ ଅବମାନନା ଅଭିଯୋଗରେ ରାଜଧାନୀର ହୋଟେଲ ପ୍ରିୟାକୁ ଜୋରିମାନା କରାଯାଇଛି । ବିଏମସି ପକ୍ଷରୁ ୨୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି । କରୋନା ସଂକ୍ରମଣର ଭୟ ଥିଲେ ସୁଦ୍ଧା ହୋଟେଲରେ କୋଭିଡ ଆବଶ୍ୟକତାଠାରୁ ଅଧିକ ଗ୍ରାହକ ବସି ଖାଉଥିବା ବେଳେ ସାମାଜିକ…

ମାଷ୍ଟରକ୍ୟାଣ୍ଟିନରେ ଆତ୍ମାହୂତି ଉଦ୍ୟମ କଲେ ଦୁଇ ଜଣ ଏଏନଏମ୍

ଭୁବନେଶ୍ୱର: ରାଜଧାନୀରେ ଧାରଣା ଚଳାଇଥିବା ଏଏନଏମଙ୍କ ମଧ୍ୟରୁ ଆଜି ଦୁଇ ଜଣ ଆତ୍ମାହୂତି ଉଦ୍ୟମ କରିଥିଲେ । ମାଷ୍ଟରକ୍ୟାଣ୍ଟିନ ନିକଟରେ ଦେହରେ କିରାସିନି ଢ଼ାଳି ସେମାନେ ଆତ୍ମାହୂତି ଉଦ୍ୟମ କରୁଥିଲେ । ଏତିକିବେଳେ ଅନ୍ୟ ସହଯୋଗୀ ସେମାନଙ୍କୁ ଉଦ୍ଧାର କରିଥିଲେ । ଖବର ପାଇ ଘଟଣାସ୍ଥଳରେ…

ଭୁବନେଶ୍ୱରରେ ୨୩୦ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୩୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ କରୋନା…

ଶ୍ରୀମନ୍ଦିରରେ ‘ଦେବ ଦୀପାବଳି’ ନୀତି ଆରମ୍ଭ; ୩ ଦିନ ଯାଏଁ ଚାଲିବ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ 'ଦେବ ଦୀପାବଳି' ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧବେଶରେ ଵିଭୂଷିତ ହୋଇଥାନ୍ତି। ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦଶୀ, ଅମାବାସ୍ୟା ଓ…

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ, ସେଥିରୁ ୩୪ ଲୋକାଲ୍ କେସ୍

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱରରୁ ୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…

କୁହୁଡ଼ି ଚାଦର ତଳେ ଲୁଚିଗଲା ଟୁଇନ୍ ସିଟି

ଭୁବନେଶ୍ୱର: ଟୁଇନ୍ ସିଟିରେ ଆଜି ବି ଘନ କୁହୁଡ଼ିର ଆସ୍ତରଣ । ସକାଳୁ ସକାଳୁ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ି ପଡ଼ିଛି । ଏତେ ମାତ୍ରାରେ କୁହୁଡ଼ି ପଡିଥିଲା ଯେ, ୫୦ ମିଟର ଭିତରେ କିଛି ଦେଖା ଯାଉ ନଥିଲା । ଦିଲ୍ଲୀ ଭଳି ଏଠାରେ କୁହୁଡ଼ିର ଭ୍ରମ ସୃଷ୍ଟି…