Latest Odisha News

BREAKING NEWS

Browsing Category

ସହର

City

ଭଲ ପାଇବାର ବର୍ଷ ୨୦୨୧

ଭୁବନେଶ୍ୱର : ସାଂସ୍କୃତିକ ଅନୁଷ୍ଠାନ "ସଂସ୍କୃତି ସଂସ୍କୃତି "ପକ୍ଷରୁ ବୁଦ୍ଧ ମନ୍ଦିର ପରିସରରେ ଏକ ମିଳନୀ ସମାରୋହ "ଭଲ ପାଇବାର ବର୍ଷ ୨୦୨୧" ର ଆନୁଷ୍ଠାନିକ ଶୁଭାରମ୍ଭ କରାଯାଇଛି। ବହୁ ସାଧୁ ସନ୍ଥ ଓ କଳାକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଉତ୍ସବରେ କିଟ ଓ କିସର ପ୍ରତିଷ୍ଠାତା ତଥା ସାଂସଦ…

ଯୁଆଡେ ଦେଖ ସବୁ ନକଲି, ରାଜଧାନୀରୁ ନକଲି ଘିଅ କାରଖାନା ଠାବ

ଭୁବନେଶ୍ବର: ରାଜଧାନୀରୁ ବିପୁଳ ପରିମାଣରେ ନକଲି ଘିଅ ଜବତ ହୋଇଛି । କଟକରୁ ଲଗାତାର ନକଲି ଖାଦ୍ୟ ସାମଗ୍ରୀ ଜବତ ହେବା ପରେ ଏବେ ଭୁବନେଶ୍ବରରୁ ଭେଜଲ ଘିଅ କାରଖାନା ଠାବ କରିଛି ପୋଲିସ । ତ୍ରିଲୋଚନ ବିହାରରେ ଏୟାର ଫିଲ୍ଡ ଥାନା ପୋଲିସ ଓ କୁଇକ୍ ଆକ୍ସନ ଟିମ୍ ଚଢାଉ କରି ବିପୁଳ ପରିମାଣର…

୧୬ ତାରିଖରେ ଭୁବନେଶ୍ୱରରେ ୫ଟି କେନ୍ଦ୍ରରେ ଟିକାକରଣ

ଭୁବନେଶ୍ୱର: ଆଜି ଓଡ଼ିଶାରେ ପହଞ୍ଚିବ ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକା । ଆସନ୍ତା ୧୬ ତାରିଖରେ ଟିକାକରଣ ଶୁଭାରମ୍ଭ ହେବ । ଭୁବନେଶ୍ୱରରେ ୫ଟି କେନ୍ଦ୍ରରେ ଭ୍ୟାକସିନ୍ ଲଞ୍ଚ କରାଯିବ । ଏହି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଭୁବନେଶ୍ୱରରେ କ୍ୟାପିଟାଲ ହସ୍ପିଟାଲ,…

ଭୁବନେଶ୍ୱର-ପୁନେ ମଧ୍ୟରେ ଖୁବଶୀଘ୍ର ଏୟାର ଏସିଆ ବିମାନ ସେବା

ଭୁବନଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରୁ ପୁନେକୁ ସିଧାସଳଖ ଉଡ଼ିବ ବିମାନ । ଭୁବନେଶ୍ୱର-ପୁଣେ ମଧ୍ୟରେ ଆରମ୍ଭ ହେବ ବିମାନସେବା । ଏୟାର ଏସିଆର ସ୍ୱତନ୍ତ୍ର ବିମାନ ଚଳାଚଳ କରିବ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ…

ରାଜଧାନୀରୁ ଜବତ ହେଲା ୨ ଟନରୁ ଅଧିକ ଓଜନର ପଲିଥିନ୍

ଭୁବନେଶ୍ୱର: ବେଆଇନ ପଲିଥିନ୍ ତିଆରି ଫ୍ୟାକ୍ଟ୍ରି ଉପରେ ବିଏମସିର ଚଢଉ । ଆଜି ରାଜଧାନୀର ଆଇଗିଣିଆ ଅଂଚଳରେ ଥିବା ବିଏମସି ଏକ ସ୍କ୍ୱାର୍ଡ ଚଢଉ କରି ୨ଟନରୁ ଅଧିକ ପଲିଥିନ୍ ଜବତ କରିଛି । ନିଷିଦ୍ଧ ହୋଇଥିବା ସାମଗ୍ରୀ ଗଚ୍ଛିତ ଓ ବିକ୍ରି କରୁଥିବା ଅଭିଯୋଗରେ କାରଖାନାର ମାଲିକଙ୍କୁ ୫୦ ହଜାର…

କଟକ ହୋଲସେଲ ଗୋଦାମରେ ଜିଏସ୍‌ଟି ଫାଙ୍କିବା ଅଭିଯୋଗରେ ଚଢ଼ାଉ

କଟକ : ଜିଏସଟି ଫାଙ୍କିବା ଅଭିଯୋଗରେ କଟକର ଏକ ହୋଲସେଲ ଗୋଦାମରେ ଆଜି ଚଢଉ ହୋଇଛି । ଚାଉଳିଆଗଞ୍ଜ ଥାନା ଅପର୍ଣ୍ଣା ନଗର ଅଞ୍ଚଳରେ ଥିବା ଏକ ବଡ ହୋଲସେଲ ଗୋଦାମରେ ଜିଏସଟି ଟିମ୍‌ର ଅଧିକାରୀ ପହଞ୍ଚି ଗୋଦାମର ଜିନିଷକୁ ଯାଞ୍ଚକରିବା ସହ କାଗଜପତ୍ରକୁ ଦେଖିଥିଲେ । ଗୋଦାମରେ ସିଗାରେଟ,…

ଏସସିବିରୁ ଡିସଚାର୍ଜ ହେଲେ ବିଦ୍ୟାଶ୍ରୀ

କଟକ: ଆଜି କଟକ ଏସସିବିରୁ ଡିସଚାର୍ଜ ହୋଇଛନ୍ତି ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀ । ତେବେ ସେ ପର୍ସନାଲିଟି ଡିଜଅର୍ଡର ରୋଗରେ ପୀଡିତ ଥିବା ମାନସିକ ରୋଗ ଗିଭାଗର ଡାକ୍ତର କହିଛନ୍ତି । ପ୍ରତି ସପ୍ତାହରେ ସେ କାଉନସେଲିଂ ହେବାକୁ ଆସିବେ ବୋଲି ଡାକ୍ତର ପରାମର୍ଶ ଦେଇଥିବା…

ଭୁବନେଶ୍ୱରରେ ଦିନକରେ ୭ ଆକ୍ରାନ୍ତ ଓ ୭ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ କରୋନା ସଂକ୍ରମିତ ସଂଖ୍ୟା କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଚିହ୍ନଟ ନୂଆ ୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୨ ଜଣ କରୋନା ପଜିଟିଭ…

କଟକରୁ ୧୦.୫ କେଜି ଗଞ୍ଜେଇ ଜବତ, ୨ ଗିରଫ

କଟକ: ଗତକିଛି ଦିନ ହେଲା ଗଂଜେଇର ଚୋରାଚାଲାଣ ବଢିଯାଇଛି । କଟକରୁ ପୁଣି ୧୦ କେଜି ୫ଶହ ଗ୍ରାମ ଗଞ୍ଜେଇ ଜବତ କରିଛି ଚାଉଳିଆଗଞ୍ଜ ପୋଲିସ । ଏଥି ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଏକ ଟ୍ରକରେ ଏହି ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ ପାଟ୍ରୋଲିଂ ବେଳେ ଏମାନଙ୍କୁ ଧରିଥିଲା । ଗିରଫ…

ଜନଆନ୍ଦୋଳନର ତଥ୍ୟ ସମ୍ବଳିତ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର: ହୀରାକୁଦ ଜନ ଆନ୍ଦୋଳନଠାରୁ ଆରମ୍ଭ କରି ବାଲିଆପାଳ , ଗନ୍ଧମାର୍ଦ୍ଦନ , ଗୋପାଳପୁର କିସ୍କୋ , ଚିଲିକାରେ ଟାଟାର ଚିଙ୍ଗୁଡ଼ି ଚାଷ ଆନ୍ଦୋଳନ , ପୋସ୍କୋ ଆନ୍ଦୋଳନ ଆଦି ଓଡ଼ିଶାର ବହୁ ଚର୍ଚ୍ଚିତ୧୦ ଟି ଜନ ଆନ୍ଦୋଳନର ତଥ୍ୟ ସମ୍ବଳିତ ପୁସ୍ତକ "ଗାଁ ଛାଡ଼ିବୁ ନାହିଁ " ଲୋହିଆ…