Latest Odisha News

BREAKING NEWS

Browsing Category

ସହର

City

ନାରୀ ନିର୍ଯାତନା ପ୍ରସଙ୍ଗରେ ସବୁ ଜିଲ୍ଲାପାଳଙ୍କ ଅଫିସ ଘେରିବ କଂଗ୍ରେସ

ଭୁବନେଶ୍ବର: ନାରୀ ନିର୍ଯାତନା ପ୍ରସଙ୍ଗରେ ଗୃହରେ ଦୁଇ ଦିନ ଧରି ହଙ୍ଗାମା କରିବା ସହ କଳା ପଟି ବାନ୍ଧି ପ୍ରତିବାଦ କରିଥିଲା କଂଗ୍ରେସ । ଏନେଇ ଆଜି ସବୁ ଜିଲ୍ଲାପାଳଙ୍କ ଅଫିସ ଘେରିବ ଦଳ । ଆଜିଠୁ ଜିଲ୍ଲାସ୍ତରରେ ଆନ୍ଦୋଳନ କରିବ କଂଗ୍ରେସ । ସମସ୍ତ ଜିଲ୍ଲା ମୁଖ୍ୟାଳୟ ଘେରାଉ କରିବେ ନେତା ଓ…

ସାମାଜିକ ବିକାଶରେ ମହିଳା ସାମ୍ବାଦିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ମହିଳାଙ୍କ ସୁରକ୍ଷା ହେଉଛି ସରକାରଙ୍କ ପ୍ରାଥମିକତା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ରବିବାର ଶୁଭାରମ୍ଭ ହୋଇଥିବା ଶକ୍ତି ଆପ୍ଲିକେସନ୍ ମହିଳାମାନଙ୍କ ସୁରକ୍ଷା କ୍ଷେତ୍ରରେ ଏକ ଗେମ୍ ଚେଞ୍ଜର ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ୱରରେ…

ବିଭିନ୍ନ ଚୋରା ବାଲିଘାଟରେ ଚଢାଉ; ୧୩୬ଟି ବାଲି ବୋଝେଇ ଗାଡି ଜବତ, ୧୨୩ ଗିରଫ

ଭୁବନେଶ୍ବର: ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି । ରାଜ୍ୟର ସମସ୍ତ ଜିଲ୍ଲା…

ଅସ୍ତିତ୍ୱ ବଞ୍ଚାଇବାକୁ ଓଡିଶାରେ ଡ୍ରାମାବାଜୀ କରୁଛି କଂଗ୍ରେସ: ବିଜେପି

ଭୁବନେଶ୍ୱର :  ଆନ୍ତର୍ଜାତିକ ମହିଳା ଦିବସ ଅର୍ଥାତ ଶନିବାର କର୍ଣ୍ଣାଟକରୁ ଆସିଥିଲା ଦୁଃଖଦ ଖବର। ପର୍ଯ୍ୟଟନ ପାଇଁ କର୍ଣ୍ଣାଟକ ଆସିଥିବା ଦୁଇ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିଲା। ଏହି ଘଟଣାକୁ ଦୃଢ ନିନ୍ଦା କରିଛି ଓଡ଼ିଶା ବିଜେପି। କଂଗ୍ରେସ ଦଳର ଦୋମୁହାଁ ନୀତିର ଅସଲ ଚେହେରା ପଦାରେ ପଡିଥିବା…

ରାଜଧାନୀରେ ଏନକାଉଣ୍ଟର: ଏଟିଏମ ଲୁଟ୍ ବେଳେ ଲୁଟେରା-ପୋଲିସ ଗୁଳିବିନିମୟ

ଭୁବନେଶ୍ବର: ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ ଏମସ ହସପିଟାଲରେ ଭର୍ତ୍ତି କରାଯାଇଛି।…

ପଶିଲା ଚେତା; ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ବିଜେପିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି । ସୂଚନା ଦେଲେ ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ହେବା ନେଇ ଯୋଜନା ରହିଥିବା କହିଲେ । ବିଜୁ ଜୟନ୍ତୀରେ ଏହାକୁ…

ମା’ ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପିର ଅପଚେଷ୍ଟାକୁ ବିରୋଧୀ କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ମାଆ ମାନେ ପରିବାରର ଶକ୍ତି । ସମାଜର ଶକ୍ତି । ୧୯୯୦ରେ ପ୍ରିୟ ନେତା ବିଜୁ ବାବୁ…

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି । ମାର୍ଚ୍ଚ ୯ରେ…

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି । ତାଙ୍କ…

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସ୍ଵତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟରେ ଏବେ ଠାରୁ ଗ୍ରୀଷ୍ମର ଅନୁଭବ ହେଲାଣି । ସକାଳ ୯ଟା ପରଠାରୁ ଖରାର ପ୍ରକୋପ ବଢିବାରେ ଲାଗିଛି । ବାହାରକୁ ବାହିରିବା ମୁସ୍କିଲ ହୋଇପଡୁଛି । ତେବେ ଖରାକୁ ଦୃଷ୍ଟିରେ ରଖି ପ୍ରାଣୀ ଉଦ୍ୟାନରେ ଥିବା ପଶୁପକ୍ଷୀମାନଙ୍କ ପାଇଁ ବ୍ୟାପକ ଭାବରେ ବନ୍ଦୋବସ୍ତ କରାଯାଇଛି ।…