Latest Odisha News

BREAKING NEWS

Browsing Category

ସହର

City

IIM ସମ୍ୱଲପୁର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର:  IIM ସମ୍ବଲପୁରର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରାଯିବ । ଆଉ କିଛି ସମୟ ପରେ (ସକାଳ ୧୦ଟା) ଭର୍ଚୁଆଲରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,…

୨୫୦ ତଳକୁ ଖସିଲା ଭୁବନେଶ୍ୱରରେ କରୋନା ଆକ୍ଟିଭ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୬୩୪ରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ…

ନାଇଟ୍ କର୍ଫ୍ୟୁ ବେଳେ ଟୁଇନ୍ ସିଟିରେ ୧୪୪ ଧାରା, ରାତି ୯ଟା ସୁଦ୍ଧା ଦୋକାନ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଜାରି ହୋଇଛି ନାଇଟ୍ କର୍ଫ୍ୟୁ । ଆଜି ରାତି ୧୦ଟାରୁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ । ଭୁବନେଶ୍ୱର ଓ କଟକରେ ଜାରି କରାଯିବ ୧୪୪ ଧାରା । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡ଼ଙ୍ଗୀ । ସୁରକ୍ଷା ଦୃଷ୍ଟିରୁ ଟୁଇନ୍…

ଆରମ୍ଭ ହେଲା ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର: ଆଜିଠାରୁ ରାଜଧାନୀର ଆରଟିଓ -୧ରେ ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପରିବହନ ଅଧିକାରୀ ଙ୍କ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଲର୍ଣ୍ଣିଂ ଲାଇସେନ୍ସ ଥିବା ଗାଡି ଚାଳକ ନୂଆ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିବେ ।…

ଭିଜିଲାନ୍ସ ଜାଲରେ ଏନଏମଆର କର୍ମଚାରୀ

ବ୍ରହ୍ମପୁର : ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ କାର୍ଯ୍ୟରତ ଏନଏମଆର କର୍ମଚାରୀ ପ୍ରଶାନ୍ତ କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏହି ଚଢଉ ଚାଲିଛି । ଆଜି ସକାଳୁ ଭିଜିଲାନ୍ସର ୧୨ ଜଣିଆ ଟିମ୍ ଏକକାଳୀନ ଭାବେ ପ୍ରଶାନ୍ତଙ୍କ ବହ୍ମପୁର ଆସିକା…

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ଶାନ୍ତନୁ ମହାପାତ୍ର । ନିମୋନିଆ ତଥା ଏକାଧିକ ରୋଗରେ ପୀଡିତ ହୋଇଥିବା ଶାନ୍ତନୁଙ୍କୁ ତାଙ୍କ ପରିବାର ଲୋକେ ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।…

୨୦ ତଳକୁ ଖସିଲା ଭୁବନେଶ୍ୱରର ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୮ ଲୋକାଲ୍ ମାମଲା ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୮…

ଚାରି ଦିନ ପରେ ମିଳିଲା ନିଖୋଜ ଛାତ୍ରଙ୍କ ମୃତଦେହ

ପାରାଦୀପ: ଚାରି ଦିନ ତଳେ ଭୋସକାଲିସ ପଏଣ୍ଟ ସମୁଦ୍ରରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର । ୪ ଦିନ ପରେ ମିଳିଲା ମୃତଦେହ । ତାଙ୍କ ନାଁ ସିଦ୍ଧାନ୍ତ ପ୍ରଧାନ । ସାଉଥ ଗେଟ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ସମୁଦ୍ର କୂଳରେ ଖେଳୁଥିବା ବେଳେ ସମୁଦ୍ରରେ ସେ ଭାସି ଯାଇଥିଲେ ।

ରାଉରକେଲା ମିନି ବସ୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

ରାଉରକେଲା: ଡିଭାଇଡରରେ ପିଟି ହୋଇ ମିନି ବସ୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି ପାଇଛି । ଆଉ ଦୁଇ ଜଣ ଆହତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ଆହତ ହୋଇଛନ୍ତି ୬ ଜଣ । ଆହତମାନଙ୍କର ରାଉରକେଲା ଆର୍‌ଜିଏଚ୍‌ରେ ଚିକିତ୍ସା…

ରାଜଧାନୀରୁ ୨୦ ପଜିଟିଭ ଚିହ୍ନଟ, ସେଥିରୁ ୧୭ ଲୋକାଲ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୭ ଲୋକାଲ୍ ମାମଲା ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୩…