Latest Odisha News

BREAKING NEWS

Browsing Category

ସହର

City

୧୫ ତଳକୁ ଖସିଲା ଭୁବନେଶ୍ୱରରେ ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଓ ସ୍ଥାନୀୟ ଅଂଚଳରୁ ୯ ଜଣ କରୋନା…

କଟକରେ ବ୍ରାଉନ ସୁଗାର ରାକେଟର ପର୍ଦ୍ଦାଫାଶ, ୬ ଗିରଫ

କଟକ: କଟକ ସହରରେ ଅଭିନବ ଉପାୟରେ ହେଉଛି ନିଶା କାରବାର । ନିଶା ବଟିକାକୁ ଗୁଣ୍ଡ କରି ବ୍ରାଉନ ସୁଗାରରେ ମିଶାଇ ବିକ୍ରି ହେଉଛି । କଟକ ସିଡିଏ ଅଞ୍ଚଳରେ ଏକ ବ୍ରାଉନ ସୁଗାର ରାକେଟର ପର୍ଦ୍ଦାଫାଶ କରି ଏଭଳି ମର୍କତ ନଗର ଥାନା ପୋଲିସ ସାମ୍ବାଦିକ ସମ୍ମିଳନୀରେ ଏହି ଚାଂଚଲ୍ୟକର ତଥ୍ୟ ଦେଇଛି ।…

ଅପରାଜିତାଙ୍କ ଜନସଂପର୍କ ପଦଯାତ୍ରା ବେଳେ ବିଜେପି କର୍ମୀଙ୍କ ବିରୋଧ

ଭୁବନେଶ୍ୱର: ରାଜଧାନୀରେ ସାଂସଦ ଅପରାଜିତାଙ୍କ ଜନସଂପର୍କ ପଦଯାତ୍ରା ରେ ବିଜେପି ବିରୋଧ । ତାଙ୍କୁ ଭୁବନେଶ୍ବର ଉପକଣ୍ଠ ଭରତପୁରରେ କଳା କପଡା ଦେଖାଇ ବିରୋଧ କରାଯାଇଛି । ଏହି ସମୟରେ କିଛି ଦଳୀୟ କର୍ମୀ ତାଙ୍କୁ ଗୋ ବ୍ୟାକ୍ ସ୍ଲୋଗାନ୍ ବି ଦେଇଥିଲେ । ଏଥିରୁ ବିଜେପି ମଧ୍ୟରେ ଥିବା ଦଳୀୟ ବିବାଦ…

ଜଗା ଦର୍ଶନ ପାଇଁ ଏସଓପି ଜାରି

ପୁରୀ: ଦୀର୍ଘ ନଅ ମାସ ପରେ ଆଜି ଶ୍ରୀମନ୍ଦିର ଖୋଲିଛି । ସେବାୟତ ଓ ତାଙ୍କ ପରିବାର ଲୋକେ ଚକାଆଖି ଦର୍ଶନ କରିଛନ୍ତି । ତିନି ଦିନ ଧରି ଏହି ଦର୍ଶନ ଚାଲିବ । ଏହା ପରେ ୨୬ ତାରିଖରୁ ପୁରୀର ସ୍ଥାନୀୟ ଲୋକଙ୍କୁ ଦର୍ଶନ କରିବାର ବୟବସ୍ଥା ହୋଇଛି । ତେବେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜି ନୂଆ ଏସଓପି…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହୋଇଛି । ଏନେଇ ଆଜି ଉଚଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ୧୯୮୯ ଅନୁସାରେ…

କୁଆଁରମୁଣ୍ଡା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌, ତିନି ଗୁରୁତର

ରାଉରକେଲା : ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଚାର୍ଡିହରିହରପୁର ନିକଟରେ ଓଲଟିଲା ଘରୋଇ ଯାତ୍ରୀବାହୀ ବସ । ଫଳରେ ୧୪ ଯାତ୍ରୀ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଅଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କୁଆଁରମୁଣ୍ଡା…

ବରିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ ଆର୍ ଆଣ୍ଡ ‌ବି ଡିଭିଜନ୍‌ର ବରିଷ୍ଠ କିରାଣିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ତାଙ୍କ ନାଁ ଅସିତ କୁମାର ନାୟକ । ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛନ୍ତି । ଭୁବନେଶ୍ୱର ଡୁମଡୁମାରେ ଥିବା…

ରାଉରକେଲାରେ ଜିଏସଟି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ରାଉରକେଲା: ଭିଜିଲାନ୍ସ ଜାଲରେ ଜିଏସଟି ଅଧିକାରୀ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଉରକେଲାର ସହକାରୀ ବାଣିଜ୍ୟ କର ଓ ଜିଏସଟି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ତାଙ୍କ ନାଁ ଅଲେଖ ମହାନନ୍ଦ । ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛନ୍ତି । ଅଲେଖ…

ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି କର୍ମୀ, ୭ଟି ସ୍ଥାନରେ ରେଡ୍

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମହାନଗର ନିଗମ ୱାର୍ଡ ନମ୍ବର-୯ର ଅଙ୍ଗନବାଡ଼ି କର୍ମୀ । ତାଙ୍କ ନାଁ ନମିତା ଦଳେଇ । ଆୟ ବହିର୍ଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ରେଡ୍‌ ଚାଲିଛି । ବ୍ରହ୍ମପୁର ଲକ୍ଷ୍ମୀ ନୃସିଂହ ସାହି ପ୍ରଥମ ଲେନରେ ଥିବା ଦୁଇଟି ଘର, ଗଣେଶନଗର…

ଭୁବନେଶ୍ୱରରୁ ୪୪ କରୋନା ପଜିଟିଭ ଚିହ୍ନଟ; ସେଥିରୁ ୩୨ ଲୋକାଲ୍ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୪୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨ ଓ ସ୍ଥାନୀୟ ଅଂଚଳରୁ ୩୨ ଜଣ କରୋନା…