Latest Odisha News

BREAKING NEWS

Browsing Category

ସହର

City

ଓଡ଼ିଆ ପୁଅ ସଂକେତ ରାୟ ହେଲେ କୋକା-କୋଲା ଇଣ୍ଡିଆ ଅଧ୍ୟକ୍ଷ !

ନୂଆଦିଲ୍ଲୀ: ଓଡ଼ିଆ ପୁଅ ସଂକେତ ରାୟ କୋକାକୋଲା ଇଣ୍ଡିଆ ତଥା ଦକ୍ଷିଣ-ପଶ୍ଚିମ ଏସିଆ ର ନୂତନ ଅଧ୍ୟକ୍ଷ ରୂପେ ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ କୋକାକୋଲା INSWA ଅପରେସନର ମୁଖ୍ୟ ରୂପରେ ଦାୟିତ୍ୱ ତୁଲାଇବେ । ରାଜଧାନୀ ଭୁବନେଶ୍ୱର ମୂଳ ବାସିନ୍ଦା ସଂକେତ, ଭୋପାଳ ଏନଆଇଟି ରୁ…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ: କେଉଁ ଦଳରୁ କିଏ ହୋଇପାରନ୍ତି ପ୍ରାର୍ଥୀ !

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ସିଟ୍‌ରେ ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟର ପ୍ରମୁଖ ୩ଟି ରାଜନୈତିକ ଦଳ । ନଭେମ୍ବର ୨୯ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ନିର୍ବାଚନ ଆୟୋଗର ନିର୍ଦ୍ଦେଶ ପରେ ଆରମ୍ଭ ହୋଇଯାଇଛି କସରତ। କଂଗ୍ରେସ…

ନାବାଳିକା ଗଣଦୁଷ୍କର୍ମ ମାମଲାରେ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର: ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ରାଜ୍ୟ ମହିଳା କମିଶନ ରିପୋର୍ଟ ତଲବ କରିଛନ୍ତି । ତୁରନ୍ତ ଏ ନେଇ ତଦନ୍ତ ସାରି ରିପୋର୍ଟ ଦାଖଲ କରିବା ପାଇଁ ଭୁବନେଶ୍ୱର ଡିସିପିଙ୍କୁ ମହିଳା କମିଶନର ଅଧ୍ୟକ୍ଷା ମିନତୀ ବେହେରା ଜଣାଇଛନ୍ତି । ଅନ୍ୟ ପକ୍ଷରେ ରାଜ୍ୟ ମହିଳା ଓ…

[ଭିଡିଓ] କୁକୁର ପାଇଁ ସାକ୍ଷୀ ଦେଇ ଫସିଗଲେ ବାବୁଲି !

ଅନୁଗୁଳ: ମହଙ୍ଗା ପଡିଲା ବିଦେଶୀ କୁକୁର ପାଇଁ ସାକ୍ଷୀ ଦେବା । ଉଦ୍ଧାର ପାଇଲା କୁକୁର । ଧରାପଡିଲା ଚୋର । ହେଲେ ପୋଲିସକୁ ସହାୟତା କରି ବଳିପଡିଲା ଏକ ନିରୀହ ପରିବାର । ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳ ଜିଲ୍ଲା । ଅନୁଗୁଳ ସନ୍ଥପଡାର ବାବୁଲି ସାମଲ । ଘର ଆଗରେ ଲଗାଇଥିଲେ…

[ଭାଇରାଲ୍ ଭିଡିଓ] ମଣିଷ ପାଖେ ପଶୁ ପାଲଟିଲା ମଣିଷ !

ଅନୁଗୁଳ: ସମାଜରେ ପେଟ ପୋଷିବା ପାଇଁ ମୁଣ୍ଡ ବିକୁଛି ମଣିଷ । କେଉଁଠି ପାଠୁଆ ତ ପୁଣି କେଉଁଠି ଅପାଠୁଆ । ହେଲେ ତ୍ରୁଟିର ବିକଳ୍ପ କଣ ମାଡ । ଆଇନ୍‌ କାନୁନ୍‌କୁ ବାଦ୍ ଦେଲେ ମଣିଷ ହୋଇ ମଣିଷକୁ ଶାସ୍ତି ଦେବା କେତେଦୂର ଯୁକ୍ତିଯୁକ୍ତ । କିଛି ଏଭଳି ଘଟଣାକୁ ନେଇ ଏହି ଭିଡିଓଟି ଭାଇରାଲ୍ ହୋଇଛି ।…

କରୋନା ଯୋଦ୍ଧାଙ୍କୁ ଆକ୍ରମଣ ଅଭିଯୋଗ; ଥାନାରେ ମାମଲା

ବ୍ରହ୍ମପୁର: କରୋନା ଯୋଦ୍ଧା ଭାବେ କାର୍ଯ୍ୟରତ ଜଣେ ଅଙ୍ଗନବାଡି କର୍ମୀଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ, ସ୍ଥାନୀୟ ଗୋଳନ୍ଥରା ଥାନା ଅନ୍ତର୍ଗତ ଜୁଗୁଡି ସ୍ଥିତ କୃଷ୍ଣ ଗଉଡ ନାମକ ଯୁବକ ଜଣେ ଅଙ୍ଗନବାଡି…

ଏହି ସମୟ ମଧ୍ୟରେ ମିଳିବନି ‘ମୋ ବସ୍‌’ ସେବା, ଜାଣନ୍ତୁ

ଭୁବନେଶ୍ୱର: କମ୍ ସଂଖ୍ୟକ ଯାତ୍ରୀ ପାଇଁ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ଅପରାହ୍ନ ସମୟରେ ‘ମୋ ବସ୍‌’ ନଚଳାଇବାକୁ ଗୁରୁବାର ଦିନ ନିଷ୍ପତ୍ତି ନିଆଯାଇଛି । ଏନେଇ କ୍ରୁଟ୍ ପକ୍ଷରୁ ଟ୍ୱିଟ୍ ମଧ୍ୟ କରାଯାଇଛି । ଟ୍ୱିଟ୍ ଅନୁଯାୟୀ ମଧ୍ୟାହ୍ନ ୧୨ଟାରୁ ୩ଟା…

ବିଏମସି ପକ୍ଷରୁ ସରସ୍ୱତୀ ସାହୁଙ୍କୁ କୋଭିଡ ଯୋଦ୍ଧା ସମ୍ମାନ

ଭୁବନେଶ୍ୱର: ଗତ ୨୮ ତାରିଖରୁ ଦୁର୍ଘଟଣାର ସମ୍ମୁଖୀନ ହୋଇ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଥିବା ଭୁବନେଶ୍ୱର ମହାନଗର ନିଗମର କମ୍ୟୁନିଟି ସଂଗଠକ ସରସ୍ୱତୀ ସାହୁଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ମୃତଦେହ ଏସସିବିରୁ ସତ୍ୟନଗର ଶ୍ମଶାନକୁ ଆଣିବା ପରେ ବିଏମସି କମିଶନର…

ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌

ବ୍ରହ୍ମପୁର: ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ କରୋନା । ଆଜି ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ କରୋନା ଟେଷ୍ଟ କରିଥିଲେ । ତେବେ ତାହା ପଜିଟିଭ୍ ଆସିଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ନିଜେ ବିକ୍ରମ ପଣ୍ଡା । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ସଙ୍ଗରୋଧରେ ରହିବାକୁ…

ସ୍ୟାଣ୍ଡ ଆନିମେସନ ଜରିଆରେ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି

ପୁରୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି । ଏହି ବାର୍ତ୍ତା ନେଇ ନିଜ ସ୍ୟାଣ୍ଡ ଆନିମେସନ ଜରିଆରେ ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଏହି ସ୍ୟାଣ୍ଡ ଆନିମେସନଟି ପ୍ରସ୍ତୁତ କରିବାକୁ…