Latest Odisha News

BREAKING NEWS

Browsing Category

ସହର

City

ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବଣଭୋଜି ବେଶ

ଆଜି ଭାଦ୍ରବ ମାସ କୃଷ୍ଣ ପକ୍ଷ ଦଶମୀ ତିଥିରେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବଣଭୋଜି ବେଶ ଅନୁଷ୍ଠିତ ହୋଇଛି । ହାତରେ ବାଡି ଆଉ ଶିକାରେ ଲହୁଣୀ ଧରି ବେଶ ହୋଇଥାନ୍ତି କଳା ଗୋରା ଦୁଇ ଠାକୁର । ଗଜପତି ପ୍ରତାପରୁଦ୍ର ଦେବଙ୍କ ସମୟରେ ରାୟା ରାମାନନ୍ଦ ଓ ଶ୍ରୀ ଚୈତନ୍ୟଙ୍କ…

ଶ୍ରୀମନ୍ଦିରରେ କୋଳି ଖାଇଲେ କଳାଠାକୁର

'ଫଳ ବିକ୍ରୟିଣୀ ତସ୍ୟ ଚ୍ୟୁତ ଧାନ୍ୟଂ କରଦ୍ୱୟଂ ପଳୈର ପୂରୟଦ ରତ୍ନୈଃ ଫଳଭାଣ୍ଡମ ପୂରି ଚ'  ଆଜି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ, ପରମ୍ପରା ଅନୁଯାୟୀ ଶ୍ରୀଜୀଉମାନଙ୍କର ବଣ ଭୋଜି ବେଶ, କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ, କୃଷ୍ଣଲୀଳା ନୀତି ଆଦି ଅନୁଷ୍ଠିତ ହୋଇଛି । ଏହି…

ପୁନର୍ଜୀବନ ପାଇଲା ସମ୍ବଲପୁରର ରାଣୀ ବଖରୀ, ହେଲେ ରାସ୍ତା ନିର୍ମାଣରେ ଅଟକିଛି କଣ୍ଟା

ସମ୍ବଲପୁର: ସମ୍ବଲପୁର ରାଜଶାସନ ମୂକ ସାକ୍ଷୀ ରାଣୀ ବଖରୀ ବା ରାଣୀ ମହଲ । ୧୬୬୦ ମସିହାରେ ରାଜା ବଳିଆରସିଂହ ନିଜ ରାଣୀଙ୍କ ପାଇଁ ତିଆରି କରିଥିଲେ ଏହି ମହଲ । ତିନି ମହଲା ବିଶିଷ୍ଟ ଏହି ମହଲରେ ରହିଛି ୧୬ଟି ବଖରା । ଦିନେ ରାଣୀ ଓ ତାଙ୍କ ସହଯୋଗୀମାନଙ୍କ କୋଳାହଳରେ ପୁରି ଉଠୁଥିବା ଏହି ମହଲ…

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ସଂସ୍କୃତଭାଷା, ଜୀବନଦର୍ଶନ ଉପରେ ଆଲୋଚନା ଚକ୍ର

ପୁରୀ:ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ, ଶ୍ରୀବିହାର ପୁରୀରେ ସ୍ନାତକୋତର ଅଦ୍ୱୈତବେଦାନ୍ତ ପକ୍ଷରୁ ସଂସ୍କୃତ ଦିବସରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ସଂସ୍କୃତ ଭାଷା ଓ ଜୀବନ ଦର୍ଶନ ଉପରେ ଆଲୋଚନା ହୋଇଥିଲା । ସ୍ନାତକୋତର ପରିଷଦର ଅଧ୍ୟକ୍ଷ ପ୍ରଫେସର ଏନଆରଏସ ତାତାଚାର୍ଯ୍ୟ…

ଅଗଷ୍ଟ ୧୫ରୁ ଖୋଲିବ ଏମକେସିଜି ଓପିଡି

ବ୍ରହ୍ମପୁର: ଆସନ୍ତା ୧୫ ତାରିଖରୁ ଖୋଲିବ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଓପିଡି । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ତେବେ ମେଡିକାଲ ଆସିବା ବେଳେ ରୋଗୀ ଓ ସମ୍ପର୍କୀୟ ମାନିବେ କୋଭିଡ୍ ନିୟମ । ମାସ୍କ ପିନ୍ଧିବା ବାଧ୍ୟତାମୂଳକ ।…

ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ ପାଳିତ

'ଭୁବୋଭାରାବତାରକଂ ଭବାବଧୀକର୍ଣ୍ଣଧାରକମ୍ ଯଶୋମତୀ-କିଶୋରକଂ ନମାମି ଦୁଗଧଚୋରକମ ।।' ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି । ମଥୁରାରୁ ଯାଇ ଗୋପପୁରରେ ପହଞ୍ଚିଛନ୍ତି କଳା କହ୍ନେଇ । ସେଠାରେ ନାଭିକଟା ନୀତି ସମ୍ପନ୍ନ ହୋଇଛି ।…

ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି

'ବସୁଦେବ ସୁତ ଦେବଂ କଂସ,ଚାଣୁର ମର୍ଦନଂ। ଦେବକୀ ପରମାନଂଦମ କୃଷ୍ଣମ ବନ୍ଦେ ଜଗତଗୁରୁମ। ।' ଭାଦ୍ରବ କୃଷ୍ଣ ଅଷ୍ଟମୀ ଦିନ ସାନ୍ଧ୍ୟ ଧୂପ ଶେଷ ହେବା ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ସୁଧସୁଆର ସେବକ ଭଣ୍ଡାର ଦ୍ୱାର ଆଗରେ (ଭିତର କାଠ ସମ୍ମୁଖ) ପୋଛା ମାରନ୍ତି । ତତ୍ପରେ, ପୂଜାପଣ୍ଡା…

ଶ୍ରୀମନ୍ଦିରରେ ଗର୍ଭୋଦକ ବନ୍ଦାପନା ଓ ଜେଉଡ଼ ଭୋଗ

'ସର୍ବଂ ରହସ୍ୟଂ ପୁରୁଷୋତ୍ତମସ୍ୟ ଦେବୋ ନ ଜାନାତି କୁତୋ ମନୁଷ୍ୟଃ ?' ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ବା ଜନ୍ମାଷ୍ଟମୀ ପୂର୍ବଦିନ ଅର୍ଥାତ୍ ଭାଦ୍ରବ କୃଷ୍ଣ ପକ୍ଷ ସପ୍ତମୀ ଦିନ ସନ୍ଧ୍ୟା ଆଳତି ବେଶରେ ଶ୍ରୀଜୀଉ ସୁନା ଅଳଙ୍କାର ଲାଗି ହୁଅନ୍ତି । ଏହାପରେ ପାଣି ପଡ଼ି ଟେରା ବନ୍ଧାଯାଇ…

ରାଜଧାନୀରେ ବିଏମସି ବଢାଇଛି କୋଭିଡ୍‌ ପରୀକ୍ଷା ସୁବିଧା

ଭୁବନେଶ୍ୱର: କରୋନା ସଂକ୍ରମଣର ମୁକାବିଲା ଲାଗି ରାଜଧାନୀରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟେଷ୍ଟ ସୁବିଧା ବଢାଇ ଦିଆଯାଇଛି । ବୁଧବାର ୨୨୮୫ ଜଣଙ୍କର ଟେଷ୍ଟ କରାଯାଇଥିଲା ବେଳେ ଏହା ପୂର୍ବ ଦିନ ଅର୍ଥାତ ମଙ୍ଗଳବାର ୨୦୧୦ ଜଣଙ୍କର ଟେଷ୍ଟ କରାଯାଇଥିଲା । ଗତକାଲି ବିଏମସି ପକ୍ଷରୁ…

ବ୍ରହ୍ମପୁରରେ ଦୁଃଖଦ ଘଟଣା, ନିର୍ମାଣଧୀନ ନାଳରେ ପଡି ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ପଣ୍ଡା କଲୋନୀ ନିକଟରେ ଅଘଟଣ । ଲାଞ୍ଜିପଲ୍ଲୀ ତୋଟାସାହିର ପୂର୍ଣ୍ଣଚନ୍ଦ୍ର ସାମନ୍ତରାୟ ନାମକ ଜଣେ ଯୁବକ ସ୍କୁଟି ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ନିର୍ମାଣାଧୀନ ନାଳରେ ଖସି ପଡ଼ିଥିଲେ। ଫଳରେ ନାଳ ତିଆରିରେ ଲାଗିଥିବା…