Latest Odisha News

BREAKING NEWS

Browsing Category

ସହର

City

ମହାଶିବରାତ୍ରି-୨୦୨୫ରେ ବିରଳ ସଂଯୋଗ: ଏହି ରାଶିଙ୍କ ଖୋଲିବ ଭାଗ୍ୟ

ଭୁବନେଶ୍ବର: ରାତି ପାହିଲେ ଦେବ ଦେବ ମହାଦେବଙ୍କ ମହା ଶିବରାତ୍ରୀ । ବାବା ଭୋଳାନାଥଙ୍କୁ ଉପାସନା କରି ଆଶୀର୍ବାଦ ପାଇଁ ଉଜାଗର ରହି ଜାଗର ଜାଳିବେ ଶ୍ରଦ୍ଧାଳୁ । ଜୀବଜଗତର ଜନ୍ମ ମୃତ୍ୟୁର କାଳ ସ୍ୱରୂପ ଶିବ ହେଉଛନ୍ତି ମହାକାଳେଶ୍ୱର । ପୌରାଣିକ କଥାବସ୍ତୁ ଅନୁଯାୟୀ, ଆଜିର ଦିନରେ ଦେବ ଓ…

ପ୍ରକାଶ ପାଇଲା ତାରିଖ; ଏହି ଦିନ ହେବ ଏସଆଇ ପରୀକ୍ଷା

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ନେଇ ପ୍ରକାଶ ପାଇଲା ତାରିଖ । ମାର୍ଚ୍ଚ ୮ ଓ ୯ରେ ଅନୁଷ୍ଠିତ ହେବ ପରୀକ୍ଷା । ମୋଟ ୯୩୩ ପଦବୀ ପାଇଁ ପରୀକ୍ଷା ହେବ । ଏନେଇ ସୂଚନା ଜାରି ହୋଇଛି । ଏସଆଇ ରାଙ୍କର ଅନ୍ୟ ସବୁ ପଦବୀ ପାଇଁ ମଧ୍ୟ ପରୀକ୍ଷା ହେବ ବୋଲି ସୂଚନା ଦିଆଯାଇଛି । ବିଭିନ୍ନ ଜିଲ୍ଲା…

ମହାକୁମ୍ଭରେ ବୁଡ଼ ପକାଇଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ । ଏହି ସମୟରେ ବୁଡ ପକାଇବାକୁ ପ୍ରତ୍ୟେକ ଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଲାଗୁଛି । ଏହି ଅବସରରେ ପବିତ୍ର ତ୍ରିବେଣୀ ସଙ୍ଗମରେ ସୋମବାର ବୁଡପକାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସପ୍ତଲୋକକୁ ସ୍ମରଣ କରି…

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୫ ପାଳିତ

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୧୬ ମସିହାରୁ ପ୍ରତିବର୍ଷ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ଆର୍ଥିକ ସାକ୍ଷରତା ସପ୍ତାହ (ଏଫଏଲଡବ୍ଲୁ) ପାଳନ କରିଆସୁଛି । ଚଳିତ ବର୍ଷ ଆର୍ଥିକ ସାକ୍ଷରତା ସପ୍ତାହ ଫେବୃଆରୀ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି ଯାହା କି ଏହି ଅଭିଯାନର ଦଶମ…

‘ପରମ୍ପରା ଓ ଆଂଚଳିକ ଭାଷାର ମହତ୍ତ୍ୱ ଆମ ଅସ୍ମିତାକୁ ଦୃଢ଼ କରିବ’

ଭୁବନେଶ୍ୱର: ପରମ୍ପରା ଓ ଆଞ୍ଚଳିକ ଭାଷାର ମହତ୍ତ୍ୱ ଆମର ଅସ୍ମିତାକୁ ଦୃଢ଼ କରିବାରେ ସମର୍ଥ । ଭାରତୀୟ ସାହିତ୍ୟରେ ଓଡ଼ିଆ ଭାଷାର ମର୍ଯ୍ୟାଦା ଉଲ୍ଲେଖନୀୟ ବୋଲି ସାହିତ୍ୟ ଏକାଡେମୀ ଉପସଭାପତି ପ୍ରଫେସର କୁମୁଦ ଶର୍ମା ଉଲ୍ଲେଖ କରିଛନ୍ତି । ଶନିବାର ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ…

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର ସୁଧ ଫେରସ୍ତ କରାଯିବ । ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ…

୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ; କୁମ୍ଭମେଳାରେ ପକାଇବେ ବୁଡ଼

ଭୁବନେଶ୍ୱର: ଆଜିଠୁ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭର ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇବେ ମୁଖ୍ୟମନ୍ତ୍ରୀ । ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାକୁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ…

ବ୍ୟକ୍ତିଙ୍କ ଉପରେ ଚଢିଗଲା ୩ଟି ଟ୍ରକ୍

ଭୁବନେଶ୍ୱର: ଜଣେ ବ୍ୟକ୍ତିଙ୍କ ଉପରେ ତିନୋଟି ଟ୍ରକ ଚଢିଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ଭୁବନେଶ୍ୱରରୁ । ଖବର ପାଇ ମଞ୍ଚେଶ୍ୱର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ଖବର ମୁାତବକ,…

ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨ଦିନ ଯାଏଁ ରାଜ୍ୟରେ ବର୍ଷିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଆଜି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରେ…

ମହାକୁମ୍ଭରେ ବୁଡ ପକାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହେଉଥିବା ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ-୨୦୨୫ । ଜାନୁଆରୀ ୧୩ ରୁ ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଥିବା ଏହି କୁମ୍ଭମେଳାରେ ବର୍ତ୍ତମାନ ସୁଦ୍ଧା ୫୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇସାରିଛନ୍ତି। ଆସନ୍ତା ୨୬…