Latest Odisha News

BREAKING NEWS

Browsing Category

ସହର

City

ଓଷଲାଗି, ଚକାବିଜେ ନୀତି ସହ ଅଣସର ପିଣ୍ଡିରେ ଚାଲିଛି ମହାପ୍ରଭୁଙ୍କ ଜ୍ୱର ଚିକିତ୍ସା

ପୁରୀ: ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଅନେକ ପାରମ୍ପକରିକ ନୀତି ପାଳିତ ହୋଇଥାଏ । ସ୍ନାନଯାତ୍ରା ହିଁ ରଥଯାତ୍ରା ମହୋତ୍ସବର ଆଦ୍ୟପର୍ବ କହିଲେ ଅତ୍ୟୁକ୍ତି ହେବନାହିଁ । ଖାଲି ସେତିକି ନୁହେଁ ସାଧାରଣ ମଣିଷ ଯେପରି ରୋଗଗ୍ରସ୍ତ…

ଶ୍ରୀମନ୍ଦିରରେ ଖଳିଲାଗି ଏକାଦଶୀ; ନୀଳଚକ୍ରରେ ମହାଦୀପ ଦର୍ଶନ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଭାରତୀୟ ସଂସ୍କୃତି ତଥା ପରମ୍ପରାରେ ନିଜର ତଥା ନିଜ ପରିବାରବର୍ଗଙ୍କର ମଙ୍ଗଳ କାମନା କରି ପ୍ରଭୁଙ୍କ ପାଖରେ ଦୀପ ଦାନ କରାଯିବାର ବିଧି ଅତି ଜନପ୍ରିୟ ଓ ଲୋକପ୍ରଚଳିତ । କିନ୍ତୁ,…

ଅନ୍ତିମ ପର୍ଯ୍ୟାୟରେ ତିନିରଥର ପ୍ରସ୍ତୁତି…

ପୁରୀ: ଆଉ ଛଅଦିନ ପରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ପୁରୀରେ ତିନିରଥ ଦଣ୍ଡାୟମାନ ହୋଇସାରିଛନ୍ତି । କାରିଗର ସେବକମାନେ ରଥ ନିର୍ମାଣର ଅନ୍ତିମ ସ୍ପର୍ଶ ଦେଉଛନ୍ତି । ତିନିରଥର ଦୁଆରଘଡ଼ାକୁ ବାନ୍ଧି ରଖିବା ପାଇଁ ରବିବାର ଦିନ ପ୍ରତି ରଥରେ ୪ଟି ଲେଖାଏଁ ଧ୍ୱଜବତା ଲାଗିବା ସହ…

ବିଜେପିରେ ସାମିଲ ହେଲେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ

ଭୁବନେଶ୍ୱର:  ରାଜ୍ୟ ବିଜେପିି ସଭାପତି  ସମୀର ମହାନ୍ତିଙ୍କ ଉପସ୍ଥିତିରେ ମଙ୍ଗଳବାର ଦିନ କଂଗ୍ରେସ ନେତା ତଥା ବାରଙ୍ଗ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ଗୁରୁ ଚରଣ ସ୍ୱାଇଁ ବିଜେପିିରେ ସାମିଲ ହୋଇଛନ୍ତି । କୁରାଙ୍ଗ ଶାସନର ପୂର୍ବତନ ସରପଂଚ ଦିଲୀପ କୁମାର ପାତ୍ର, ବିଚିତ୍ରାନନ୍ଦ ପ୍ରଧାନ, ଅଶୋକ…

ଜାଣନ୍ତୁ: ରଥଯାତ୍ରାରେ ଶ୍ରୀଜଗନ୍ନାଥଙ୍କ କେଉଁସବୁ ସେବା କରନ୍ତି ଗଜପତି ମହାରାଜା

ପୁରୀ: ପ୍ରାଚୀନ ସମୟରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ନୀତି, ଯାନିଯାତ୍ରା ସହିତ ଗଜପତି ମହାରାଜା ପାରମ୍ପରିକ ରୀତିରେ ପ୍ରତ୍ୟକ୍ଷ ଭାବେ ସଂପୃକ୍ତ । ଏହି ସେବା ନୀତି ପୁରୀ ରାଜବଂଶର ବଂଶାନୁକ୍ରମିକ ଅଟେ । ଆଷାଢ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଅନୁଷ୍ଠିତ ରଥଯାତ୍ରା ଓ ଦଶମୀରେ…

ଶହେ ବର୍ଷ ତଳର ଏକ ରଥଯାତ୍ରା ରିପୋର୍ଟ, ହଇଜା ଓ କରୋନାର ସଂଯୋଗ

ପ୍ରତି ମଙ୍ଗଳବାର କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ ଇତିହାସ ଅନେକ ସମୟରେ ବର୍ତ୍ତମାନ ସମୟର ଦର୍ପଣ ଭଳି ହଠାତ ଠିଆ ହୋଇପଡେ। ଲାଗେ, ସମୟ ସହିତ ଘଟଣା ଓ ଚରିତ୍ରମାନେ ନିଜକୁ ପୁଣି ଥରେ ସମାନ ଭାବରେ ସାବ୍ୟସ୍ତ କରୁଛନ୍ତି। ଶହ ଶହ ବର୍ଷ ଧରି ସମାନ ଘଟଣା ଯେମିତି ନିରନ୍ତର ଘଟି…

ରାଉରକେଲାରେ କଡ଼ାକଡ଼ି ହେଲା କରୋନା କଟକଣା; ମାସ୍କ ପିନ୍ଧିବା ନେଇ ଗୁରୁତ୍ୱ

ରାଉରକେଲା: ରାଉରକେଲା ପ୍ରଶାସନ ପକ୍ଷରୁ ଆଜି ସହରରେ କରୋନା କଟକଣାକୁ ଅଧିକ କଡାକଡି କରିବା ଲାଗି ପଦକ୍ଷେପ ନିଆଯାଇଛି । ଶନିବାର ସକାଳୁ ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡା, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଆଵୋଲି ସୁନିଲ ନରବଣେ, ଆରଏମସି ଉପାୟୁକ୍ତ ସୁଧାଂଶୁ ଭୋଇ,…

ପୁରୀରେ ପୋଲିସ କ୍ୱାର୍ଟରରୁ ଚୋରି କରି ଚମ୍ପଟ୍ ମାରିଲା ଚୋର !

ପୁରୀ: ଏବେ ପୁରୀ ସହରରେ ଗୋଟିଏ କଥାକୁ ନେଇ ବେଶ୍ ଚର୍ଚ୍ଚା ଜାରି ରହିଛି । ଯିଏ ଚୋର ଧରିବାରେ ଓସ୍ତାଦ୍ ମାନେ ଖୋଦ୍ ପୋଲିସ ବାବୁଙ୍କ ଘରେ କଳାକନା ବୁଲାଇଛି ଚୋର । ପୋଲିସ କ୍ୱାର୍ଟରରେ ହୋଇଛି ଚୋରି । ମିଳିଥିବା ସୂଚନାନୁଯାୟୀ, କାକଟପୁର ଥାନା ଆଇଆଇସି ସୁଜିତ କୁମାର ଦାସଙ୍କ କ୍ୱାର୍ଟରରୁ…

ମାନବିକତାର ପ୍ରତୀକ: ଡାକ୍ତର ସନାତନ ରଥ

ଭାରତର ପ୍ରସିଦ୍ଧ ସ୍ନାୟୁରୋଗ ବିଶେଷଜ୍ଞ ଡା. ସନାତନ ରଥ ଆଉ ନାହାଁନ୍ତି । ଏ ମହାଶୟଙ୍କୁ ଜୀବନରେ ଥରେ ମାତ୍ର ଦର୍ଶନ କରିଛି । କିନ୍ତୁ ସେ ସାକ୍ଷାତ ଆଜି ପର୍ଯ୍ୟନ୍ତ ଜୀବନ୍ତ ରହିଛି । ୧୯୭୪ ମସିହା କଥା । ସେତେବେଳେ ମୁଁ ବାଲେଶ୍ୱର ଜିଲ୍ଲା ଭଣ୍ଡାରିପୋଖରୀ ପି.ଏଚ୍‌.ସି.ରେ ବ୍ଲକ୍…

ଜୋର୍‌ଦାର୍ ଚାଲିଛି ତିନିରଥ ରଙ୍ଗ, ସିଲେଇ କାମ; ଲାଗିବ ଓଲଟ ଶୁଆ, କଳସ

ପୁରୀ: ଜୁନ୍ ୨୩ରେ ପୁରୀରେ ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ନିର୍ମାଣ କାର୍ଯ୍ୟ ଏକପ୍ରକାର ଚୂଡ଼ାନ୍ତ ପର୍ଯ୍ୟାୟରେ । ଶ୍ରୀକ୍ଷେତ୍ରର…