Latest Odisha News

BREAKING NEWS

Browsing Category

ସହର

City

ଅନ୍ତରୀଣ ଜାମିନକୁ ଜୁନ୍ ୧୮ ପର୍ଯ୍ୟନ୍ତ ବୃଦ୍ଧି କଲେ ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର: ବିଚାର ବିଭାଗୀୟ ଅନ୍ତରୀଣ ଜାମିନ ଆବେଦନକୁ ମଙ୍ଗଳବାର ଦିନ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଜୁନ୍ ୧୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଅଦାଲତଙ୍କ କହିବାନୁଯାୟୀ, ଭାରତୀୟ ପିଙ୍ଗଳ କୋର୍ଡ଼ ଧାରା ୪୩୯ ଅନୁସାରେ ସେସନ କୋର୍ଟ ଗୁଡ଼ିିକ ଦ୍ୱାରା ଅନ୍ତରୀଣ ଜାମିନ ପ୍ରଦାନ କରାଯାଉଥିଲା ।…

ରାଉରକେଲାରେ ଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି

ଭୁବନେଶ୍ୱର: ରାଉରକେଲାରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଛି । ଏହି ଆକ୍ରାନ୍ତ ଜଣକ କୋଲକାତା ଫେରନ୍ତା ଏବଂ ତାଙ୍କୁ ୪୯ ବର୍ଷ । ସେ କୋଲକାତାରୁ ଫେରିବା ପରେ କ୍ୱାରେଣ୍ଟାଇନରେ ରହିଥିବା ନେଇ ଆଜି ସନ୍ଧ୍ୟାରେ…

ସୋଆର ୯୩ ରୁ ୯୮ ପ୍ରତିଶତ ଛାତ୍ରଛାତ୍ରୀ ଅନଲାଇନରେ ପଢ଼ୁଛନ୍ତି ପାଠ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ଅଧୀନସ୍ଥ ବିଭିନ୍ନ ଶିକ୍ଷାନୁଷ୍ଠାନରେ ୯୩ ରୁ ୯୮ ପ୍ରତିଶତ ଛାତ୍ରଛାତ୍ରୀ ଅନଲାଇନ ଶିକ୍ଷା ଗ୍ରହଣ କରୁଛନ୍ତି । କରୋନା ମହାମାରୀକୁ ନେଇ ସାରା ଦେଶ ଏବେ ଲକଡାଉନରେ ଥିବାବେଳେ ଛାତ୍ରଛାତ୍ରୀଙ୍କର ପାଠପଢ଼ା ମଧ୍ୟ ବାଧାପ୍ରାପ୍ତ…

କରୋନା ଜୋନ ଅନୁଯାୟୀ କାମ କରିବ କୋର୍ଟ

ଭୁବନେଶ୍ୱର : କୋର୍ଟ କାର୍ଯ୍ୟକ୍ଷମ ନେଇ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି ହାଇକୋର୍ଟ । କରୋନା ପ୍ରଭାବିତ ଅଂଚଳ ଦୃଷ୍ଟିରୁ ବିଭକ୍ତ ହୋଇଥିବା ଜୋନ ଅନୁଯାୟୀ କୋର୍ଟ ଖୋଲା ରହିବ । ହାଇକୋର୍ଟରେ ଆସନ୍ତାକାଲିଠାରୁ ସମସ୍ତ ୫ଟି କାର୍ଯ୍ୟ ଦିବସରେ ସିଙ୍ଗଲ ବେଂଚ ଏବଂ ମଙ୍ଗଳବାର ଓ…

ରଥଯାତ୍ରା: ପୁରୀରେ ପହଞ୍ଚିଲା ୧୦ମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ରବିବାର ଦିନ ୧୦ମ ପର୍ଯ୍ୟାୟରେ…

ଶ୍ରୀଜଗନ୍ନାଥଙ୍କ ଚନ୍ଦନଯାତ୍ରା; ଜାଣନ୍ତୁ କିପରି ପାଳିତ ହୁଏ..

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ବାଦଶ ଯାତ୍ରା ମଧ୍ୟରେ ଦୋଳ, ଚନ୍ଦନ ଓ ରଥଯାତ୍ରା ଅନ୍ୟତମ । ଦୋଳରେ ଗୋବିନ୍ଦ, ଚନ୍ଦନରେ ମଧୁସୂଦନ ଓ ରଥରେ ବାମନ ରୂପେ ପ୍ରଭୁ ଭକ୍ତଙ୍କ ଦୁଃଖ ହରଣ କରନ୍ତି । ଆସନ୍ତୁ ଆମେ ଜାଣିବା ଚନ୍ଦନ ଯାତ୍ରା ବିଷୟରେ। ଦୋଳେ ଚ ଦୋଳ ଗୋବିନ୍ଦ ଚାପେ ଚ ମଧୁସୂଦନ ରଥେତୁ…

ଓଲଟିଲା କରୋନା ପଜିଟିଭଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ

କଟକ: ଓଏମ୍‌ପି ଛକରେ ଓଲଟିଲା କରୋନା ସଂକ୍ରମଣ ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ । ଆଜି ଯାଜପୁରରୁ ଚିହ୍ନଟ ନୂଆ ୧୪ ଜଣ କରୋନା ପଜିଟିଭ ରୋଗୀଙ୍କୁ ନେଇ ୫ଟି ଆମ୍ବୁଲାନ୍ସ ଭୁବନେଶ୍ୱରର ଏକ କୋଭିଡ୧୯ ହସ୍ପିଟାଲକୁ ଯାଉଥିଲା । ଏହି ସମୟରେ ଗୋଟିଏ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟି ପଡିଥିଲା…

ରଥଯାତ୍ରା: ପୁରୀରେ ପହଞ୍ଚିଲା ନବମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ଗୁରୁବାର ଦିନ ୯ମ ପର୍ଯ୍ୟାୟରେ…

ପ୍ରଦୀପ ସେବା ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ବସ୍ତିରେ ହେଉଛି ଖାଦ୍ୟ ବଣ୍ଟନ

ଭୁବନେଶ୍ୱର : ପ୍ରଦୀପ ସେବା ଟ୍ରଷ୍ଟ ପକ୍ଷରୁ ଲକ୍‌ଡାଉନ ସମୟରେ ରାଜଧାନୀର ବିଭିନ୍ନ ବସ୍ତିରେ ଉଭୟ ଶୁଖିଲା ଓ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି । ଏଥି ସହ ଲୋକଙ୍କୁ ମାସ୍କ ବ୍ୟବହାରର ଉପକାରିତା ଓ ଘରୁ ନ ବାହାରିବା ପାଇଁ ସଚେତନ କରାଯାଉଛି । ବର୍ତ୍ତମାନ ପରିସ୍ଥିତିରେ ବୁଲା ଗାଇ, କୁକୁର…

କୃଷି ଉତ୍ପାଦନ କମିଶନର୍ ଭାବେ ସୁରେଶ ମହାପାତ୍ର ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର୍ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ଏପ୍ରିଲ୍ ୨୬ ତାରିଖରେ ରାଜ୍ୟ ସରକାର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପ୍ରଦାନ…