Latest Odisha News

BREAKING NEWS

Browsing Category

ସହର

City

ଭଦ୍ରକରେ ଖୋଲିଲା ମୋବାଇଲ ସର୍ଭିସ ଓ ରିପ୍ୟାରିଂ ଦୋକାନ

ଭଦ୍ରକ: ଭଦ୍ରକ ଜିଲ୍ଲାରେ କଣ୍ଟେନମେଣ୍ଟ୍ ଜୋନ୍ ବ୍ୟତୀତ ସମସ୍ତ ସ୍ଥାନରେ ଅନୁମତିପ୍ରାପ୍ତ ମୋବାଇଲ୍ ସର୍ଭିସିଂ ଓ ରିପ୍ୟାରିଂ ଦୋକାନ ଖୋଲିଛି । ଏହି ଦୋକାନ ଗୁଡ଼ିକ ସକାଳ ୭ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲାଯିବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି । ଟ୍ୱିଟ୍ ମାଧ୍ୟମରେ…

କୋଭିଡ ପରୀକ୍ଷା ନିମନ୍ତେ ସମ ରାଜ୍ୟର ପ୍ରଥମ ଘରୋଇ ମେଡିକାଲ କଲେଜ ଭାବେ ମନୋନୀତ

ଭୁବନେଶ୍ୱର: ଆଇଏମଏସ ଓ ସମ ହସ୍ପିଟାଲ ସହ ଯୋଡି ହୋଇଯାଇଛି ଆଉ ଏକ ବଡ ସଫଳତା । ଓଡ଼ିଶାରେ କୋଭିଡ  ପରୀକ୍ଷା ନିମନ୍ତେ ଇଣ୍ଡିଆନ୍ କାଉନସିଲ୍ ଫର୍ ମେଡିକାଲ ରିସର୍ଚ୍ଚ ସମ୍ କୁ ମନୋନୀତ କରିଛି। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ୧୦୦୦ ଶଯ୍ୟା ବିଶିଷ୍ଟ ଏହି…

ପ୍ରସ୍ତୁତ ହେଉଛି ଭୁବନେଶ୍ୱର; ଆସନ୍ତା ଫେବୃଆରୀରେ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ !

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେବ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ । ୨୦୨୧ ଫେବୃଆରୀ ୧୭ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଏହି ଫୁଟବଲ୍ ମହାକୁମ୍ଭ ଆୟୋଜିତ ହେବା ନେଇ ଅଖିଳ ଭାରତୀୟ ଫୁଟବଲ୍ ମହାସଂଘ (ଏଆଇଏଫଏଫ) ଏବଂ ଲୋକାଲ୍ ଅର୍ଗାନାଇଜିଂ କମିଟି (ଏଲଓସି)…

ଲକ୍ ଡାଉନ ଡାଏରୀ: କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ ସାଙ୍ଗକୁ ସ୍କେଚ୍ କରୁଛନ୍ତି ଅଭିନେତା ପାର୍ଥ 

ଭୁବନେଶ୍ୱର: ଦେଶବ୍ୟାପୀ ଲକ୍ ଡାଇଉନ ଯେତେବଳେ ସମସ୍ତଙ୍କୁ ଘରେ ରହିବାକୁ ବାଧ୍ୟ କରିଛି । ଏବେ ତୃତୀୟ ପର୍ଯ୍ୟାୟ ଲକ୍ ଡାଉନ ଶେଷ ହେବାକୁ ଯାଉଛି । ତେବେ ଏହି ଲକ୍ ଡାଉନ ସମୟରେ ଲୋକେ ଘରେ ରହିବା ସହିତ ନିଜକୁ ସୃଜନଶୀଳ କାମରେ ନିୟୋଜିତ କରୁଛନ୍ତି । ଏହି ସମୟରେ କିଏ କେମିତି କାଟୁଛନ୍ତି ସମୟ…

ପୁରୀକୁ ଫେରିଲା କରୋନା ଆତଙ୍କ; ବ୍ୟାପକ ପଦକ୍ଷେପ ଗ୍ରହଣ କଲେ ପ୍ରଶାସନ

ପୁରୀ: ଏବେ ପୁରୀ ସହରରେ ପୁଣି ଦେଖାଦେଇଛି କରୋନା ଆତଙ୍କ । ପୁରୀ ଜିଲ୍ଲାରେ ଦୀର୍ଘ ୩୭ ଦିନ ପରେ ପୁଣି ଥରେ ଫେରିଛି କରୋନା । ପୁରୀସହରରୁ ରବିବାର ସନ୍ଧ୍ୟାରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା  ଗ୍ରହଣ କରାଯାଇଛି । ମିଳିଥିବା…

ବଡ଼ଦାଣ୍ଡରେ ଚଳଚଞ୍ଚଳ ରଥଖଳା; ଦ୍ରୁତଗତିରେ ଚାଲିଛି ରଥନିର୍ମାଣ…

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପର୍ବର ପ୍ରାରମ୍ଭିକ ପର୍ବ ବଡ଼ଦାଣ୍ଡର ରଥଖଳାରୁ ଆରମ୍ଭ ହୋଇଛି । ପବିତ୍ର ଅକ୍ଷୟ ତୃତୀୟାରେ ରଥଖଳାରେ ରଥକାଠ ଅନୁକୂଳ ହୋଇ ତିନିରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାର ବିଧି ରହିଥିଲେ ମଧ୍ୟ ସରକାରଙ୍କ ଲକ୍‌ଡ଼ାଉନ୍ ନିୟମକୁ ପାଳନ କରାଯାଇ ବିଳମ୍ବରେ…

ଏମ୍‌କେସିଜି ଡାକ୍ତରଙ୍କ କାନକୁ କାମୁଡି ଛିଣ୍ଡାଇ ଦେଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର : ଏମ୍‌କେସିଜିରେ ଅଭାବନୀୟ ଘଟଣା । ରାଗରେ ଡାକ୍ତରଙ୍କ କାନକୁ କାମୁଡି ଛିଣ୍ଡାଇ ଦେଲେ ରୋଗୀଙ୍କ ସମ୍ପର୍କୀୟ ।  ଏମ୍‌କେସିଜି ମେଡିକାଲର ଲେବର ରୁମ ନିକଟରେ ଏହି ଘଟଣା ଘଟିଛି । ରୋଗୀଙ୍କ ପାଇଁ ଥିବା ଚିକିତ୍ସା ବ୍ୟବସ୍ଥାକୁ ନେଇ ତାଙ୍କ ସମ୍ପର୍କୀୟ ଅସନ୍ତୁଷ୍ଟ ଥିଲେ । ଏହି…

ରେଲୱେ ଟ୍ରାକରେ ନ’ଚାଲିବାକୁ ପୂର୍ବତଟ ରେଳପଥର ଅନୁରୋଧ

ଭୁବନେଶ୍ୱର: କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ଫଳରେ ସାରା ଦେଶରେ ଲକ୍‌ଡ଼ାଉନ୍ ଚାଲିଥିବା ବେଳେ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ବାତିଲ୍ କରାଯାଇଛି କିନ୍ତୁ ଦେଶର ବିଭିନ୍ନ ପ୍ରାନ୍ତକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରିବାକୁ ନିରବଚ୍ଛିନ୍ନ ଭାବେ ସମସ୍ତ ରେଳ ଟ୍ରାକ୍ ଉପରେ ମାଲବାହୀ ଓ ପାର୍ସଲ୍…

ବଡ଼ ଖବର: କଟକରେ ଖୋଲିଲା ଗାର୍ମେଣ୍ଟ୍ ମଲ୍ !

କଟକ: ଓଡ଼ିଶା ସମେତ ସାରା ଭାରତରେ ଜାରି ରହିଛି ଲକ୍‌ଡାଉନ୍ । ଲକ୍‌ଡାଉନ୍ କଟକଣା ଯୋଗୁଁ ଦୀର୍ଘ ଦିନ ବନ୍ଦ ରହିବା ପରେ ଆଜି କଟକରେ ଖୋଲିଛି ଗାର୍ମେଣ୍ଟ୍ ମଲ୍ । ମିଳିଥିବା ସୂଚନାନୁଯାୟୀ, କଟକ ସହରର ବ୍ୟାବସାୟିକ ପେଣ୍ଠସ୍ଥଳ ଭାବେ ପରିଚିତ ବାଦାମବାଡ଼ି, ଦୋଳମୁଣ୍ଡାଇ ନୂଆପାଟଣା ଏବଂ…

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ରଥ ନିର୍ମାଣର ଚମତ୍କାରିତା…

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାରେ ନିୟୋଜିତ ହେଉଥିବା ତିନିରଥର ପାରମ୍ପରିକ ନିର୍ମାଣ ଶୈଳୀ ପ୍ରକୃତରେ ଓଡ଼ିଆ କାରିଗରଙ୍କ ଉକ୍ରୃଷ୍ଟ ନିର୍ମାଣ ପ୍ରତିଭାର ନିର୍ଭୁଲ ସ୍ୱାକ୍ଷର । ବଡ଼ଭାଇ ବଡ଼ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁ ତାଳଧ୍ୱଜ ରଥରେ, ସାନଭାଇ…