Latest Odisha News

BREAKING NEWS

Browsing Category

ସହର

City

ରାଉରକେଲା ଏନଆଇଟି ଛାତ୍ର ପ୍ରସ୍ତୁତ କଲେ ଘାତକ କରୋନା ଭାଇରସର ମୋବାଇଲ୍ ଆପ୍ !

ରାଉରକେଲା: ସମଗ୍ର ବିଶ୍ୱରେ ଏବେ କରୋନା ଭୂତାଣୁ ଆତଙ୍କ ସୃଷ୍ଟି କରିଥିବା ବେଳେ ରାଉରକେଲା ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏନଆଇଟି)ର ଜଣେ ଛାତ୍ର ଏହି ଘାତକ ଜୀବାଣୁ ନିରାକରଣ ଲାଗି ଏକ ମୋବାଇଲ୍ ଆପ୍ ପ୍ରସ୍ତତ କରିଛନ୍ତି । ଏନେଇ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି ପିଏଚଡ଼ି…

ସ୍ଥଗିତ ରହିଲା ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ବିଜୁ ଜନତା ଦଳ (ବିଜେଡ଼ି) ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ସ୍ଥଗିତ ରଖାଯାଇଛି । ବର୍ତ୍ତମାନ ରାଜ୍ୟ ସରକାର କରୋନା ଭୂତାଣୁ ସଂକ୍ରମଣକୁ ପତିରୋଧ କରିବା ଲାଗି…

କରୋନା ଆତଙ୍କ: ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଛାଡ଼ିବାକୁ ‘ରାଉରକେଲା ଏନଆଇଟି’ର ନିର୍ଦ୍ଦେଶ

ରାଉରକେଲା: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲାସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏନଆଇଟି) ପକ୍ଷରୁ ଶନିବାର ଦିନ ଅନୁଷ୍ଠାନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି । ଏକ ବିଜ୍ଞପ୍ତି ମାଧ୍ୟମରେ ପଡ଼ୋଶୀ ରାଜ୍ୟର ତଥା ବିଦେଶାଗତ…

୭ମ ବାର୍ଷିକ ଶାମ୍ଭବୀ ପୁରସ୍କାର ସମାରୋହ ୨୦୨୦: ସମାଜ ପରିବର୍ତ୍ତନର ନାୟକମାନେ ହେଲେ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ) ପକ୍ଷରୁ ଗୁରୁବାର ଦିନ ଭୁବନେଶ୍ୱରସ୍ଥିତ କ୍ରାଉନ ହୋଟେଲରେ ୭ମ ଶାମ୍ଭବୀ ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଛି । ଏହି ପୁରସ୍କାର ସମାରୋହରେ ସମାଜ ପରିପରିବର୍ତ୍ତନରେ ଯେଉଁମାନେ ଉତ୍ସର୍ଗୀକୃତ ସେବା କାର୍ଯ୍ୟ କରିଛନ୍ତି ସେମାନେ…

ସରକାରଙ୍କୁ ବିଧାନସଭା କମିଟିର ସୁପାରିଶ; ରାଜ୍ୟରେ ନୂଆ ଡିଗ୍ରୀ କଲେଜ ଖୋଲିବା ବନ୍ଦ କରନ୍ତୁ

ଭୁବନେଶ୍ୱର: ରାଜ୍ୟରେ ନୂଆ ଡିଗ୍ରୀ କଲେଜ ଖୋଲିବାକୁ ଅନୁମତି ଦିଅନ୍ତୁ ନାହିଁ ବୋଲି ବିଧାନସଭା ସ୍ଥାୟୀ କମିଟି(ଉଚ୍ଚଶିକ୍ଷା) ରାଜ୍ୟ ସରକାରଙ୍କୁ ସୁପାରିଶ କରିଛି । ଯେଉଁ ବ୍ଳକରେ ଡିଗ୍ରୀ କଲେଜ ନାହିଁ, ସେଠାରେ ହିଁ ଖୋଲିବାକୁ ଅନୁମତି ଦିଆଯାଉ ବୋଲି ବିଧାନସଭା ସ୍ଥାୟୀ କମିଟିର ଅଧ୍ୟକ୍ଷତା…

ସୋଆରେ ଉଦ୍‌ଘାଟିତ ହେଲା ଫୁଡକୋର୍ଟ ‘ଫୁଡକୋଲଜିୟମ’

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ବିଶ୍ୱବିଦ୍ୟାଳୟର ଫୁଡକୋର୍ଟ ‘ଫୁଡକୋଲଜିୟମ’ ବୁଧବାର ସୋଆର କ୍ୟାମ୍ପସ-୧ ଇନଷ୍ଟିଚ୍ୟୁଟ୍ ଅଫ ଟେକନିକାଲ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପରିସରରେ ଉଦଘାଟିତ ହୋଇଯାଇଛି । ସୋଆର ଉପସଭାପତି ଶାଶ୍ୱତୀ ଦାସ ଏହି ଫୁଡ କୋର୍ଟକୁ ଆନୁଷ୍ଠାନିକ ଭାବେ…

ରାଜ୍ୟସଭା ନିର୍ବାଚନ: ନାମାଙ୍କନ ଭରିଲେ ୪ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ୪ଜଣ ପ୍ରାର୍ଥୀ ଆଜି ନାମାଙ୍କନ ଦାଖଲ କରିଛନ୍ତି । ବିଜେଡିର ୪ ପ୍ରାର୍ଥୀ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି । ବିଧାନସଭା ସଚିବାଳୟ ପରିସରରେ…

ୟେସ ବ୍ୟାଙ୍କରେ ଜଗନ୍ନାଥ ଟଙ୍କାକୁ ନେଇ ହଟ୍ଟଗୋଳ; ୧୨ଟା ୩୦ ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ଆଜିଠାରୁ ପୁଣି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି । ଅଧିବେଶନ ଆରମ୍ଭରୁ ଗୃହରେ ୟେସ ବ୍ୟାଙ୍କ ତାତି ଦେଖିବାକୁ ମିଳିଛି । ୟେସ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କାକୁ ନେଇ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଛନ୍ତି । ଗୃହର ମଧ୍ୟ ଭାଗକୁ ଆସି କଂଗ୍ରେସ ବିଧାୟକ…

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା; ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଟ୍ରପ୍ ଲାଇପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ମରାଠା ଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ସୃଷ୍ଟ ହୋଇଥିବା ଟ୍ରପ୍ ଲାଇନ ଯୋଗୁଁ ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।…

ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ୱର: ଆଜିଠାରୁ ପୁଣି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେଉଛି । ୟେସ ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ଟଙ୍କା ପ୍ରସଙ୍ଗରେ ବିରୋଧୀ ଘେରିବା ନେଇ ଜଣାପଡିଛି । ସେହିଭଳି ଚିଟଫଣ୍ଡ ଓ ଧାନକିଣା ପ୍ରସଙ୍ଗରେ ମଧ୍ୟ ବିଧାନସଭା ଅଧିବେଶନ କମ୍ପିପାରେ । ତେବେ ୟେସ…