Latest Odisha News

BREAKING NEWS

Browsing Category

ସହର

City

ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ଶୃଙ୍ଖଳା ‘ପାଠଶାଳା’

ଭୁବନେଶ୍ବର : ଜଗନ୍ନାଥ ମନ୍ଦିରର ବିଶୃଙ୍ଖଳିତ ସେବାୟତଙ୍କୁ ବାଟକୁ ଆଣିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ମହାପ୍ରଭୁଙ୍କ ସେବା ପୂଜାରେ ବିଶୃଙ୍ଖଳା ହେଉ କି ଭକ୍ତଙ୍କୁ ଦୁର୍ବ୍ୟବହାର। ଏଥିପାଇଁ ଆସନ୍ତା ୪ ଓ ୫ ଦୁଇ ଦିନ ଧରି ଆୟୋଜନ କରିବାକୁ ଯାଉଛି ଏକ ପ୍ରଶିକ୍ଷଣ ଶିବିର ।…

ଶୀଘ୍ର ପୈଠ କରନ୍ତୁ ଟ୍ରାଫିକ୍ ଫାଇନ୍ : ନ ହେଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର: ତିନି ମାସରେ ଟ୍ରାଫିକ୍ ଇ-ଚାଲାଣ ପୈଠ କରିବାକୁ ପଡିବ। ଚାଲାଣ ନଦେଲେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ ପାଇଁ ତିନି ଥରରୁ ଅଧିକ…

ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଅରୁଣାଚଳ ପ୍ରଦେଶରେ ପ୍ରାଣବଳି ଦେଇଥିବା ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ସୋସିଆଲ ମିଡିଆ ହ୍ୟାଣ୍ଡେଲ 'ଏକ୍ସରେ' ଶୋକବ୍ୟକ୍ତ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।…

ଓଡ଼ିଶାରେ କଇଁଛଙ୍କ ସଂଖ୍ୟା ୧୫.୧୧ ଲକ୍ଷ ଟପିଲା

ଭୁବନେଶ୍ୱର : ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଚଳିତବର୍ଷ ରାଜ୍ୟରେ କଇଁଛଙ୍କ ଆଗମନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ କଇଁଛ ଓଡ଼ିଶା ଆସିଛନ୍ତି। ଏହାକୁ ନେଇ ପରିବେଶପ୍ରେମୀ ଅଧିକ ଉତ୍ସାହିତ ହୋଇଥିବାବେଳେ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ ପକ୍ଷରୁ…

ଯୁବକଙ୍କୁ ଅପହରଣ ପରେ ଲକ୍ଷେ ଟଙ୍କା ମାଗିଲେ ଦୁର୍ବୃତ୍ତ

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ଅଶାନ୍ତ ହୋଇପଡିଛି ରାଜଧାନୀ ଭୁବନେଶ୍ବର । ଜଣେ ଯୁବକଙ୍କୁ ଉଠାଇ ନେଇ ତାଙ୍କ ମୁଣ୍ଡ ଜାମିନ ରଖିବା ସହ ଲକ୍ଷେ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ । ଏଭଳି ଘଟଣା ସାମ୍ନାକୁ ଆସିଛି ଭରତପୁର ଥାନା ଅଞ୍ଚଳରୁ । ମିଳିଥିବା ଖବର ମୁତାବକ, ଶନିବାର ସମ୍…

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧୁସୂଦନ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ ରଞ୍ଜନ ନାୟକ ବୋଲି ଜଣାପଡିଛି । ତେବେ ଛାତ୍ରଙ୍କର କେମିତି ମୃତ୍ୟୁ ହେଲା ତାର…

ସହର ପରିକଳ୍ପନା ଯୋଜନାର ଅଗ୍ରଗତି ସମୀକ୍ଷା କଲେ ବିଡିଏ ଉପାଧ୍ୟକ୍ଷ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଉପାଧ୍ୟକ୍ଷ ଡା.ଏନ୍. ତିରୁମାଲା ନାୟକ ଶନିବାର ସହର ପରିକଳ୍ପନା ଯୋଜନାର (ଟିପି ସ୍କିମ) ସମୀକ୍ଷା କରିଛନ୍ତି । ଏହି ବୈଠକରେ (ଟିପିସ୍କିମ) ଯୋଜନା ନଂ ୧, ୨, ୩ ଓ ୪ର ୯ଟି ଗାଁ ପାଇକରାପୁର, ସିଜିପୁଟ, ନାରାଗୋଡା, ସାହାଜପୁର,…

ନାରୀ ନ୍ୟାୟ ପାଇଁ ଗୃହ କମିଟି ଗଠନ ଦାବିରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

ଭୁବନେଶ୍ୱର: ରାଜ୍ୟରେ ମହିଳା ଅତ୍ୟାଚାର ବୃଦ୍ଧିର ନିୟନ୍ତ୍ରଣ ଓ ତାଙ୍କ ସୁରକ୍ଷା ଗୁରୁତ୍ୱ ପ୍ରଦାନ ଦାବିରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ । ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିଦଳ ରାଜ୍ୟପାଳଙ୍କୁ ରାଜଭବନ ଠାରେ…

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଶନିବାର ଓଏଏସ୍ କ୍ୟାଡରରେ ଏକ ଅଦଳବଦଳ କରାଯାଇଛି । ଓଏଏସ୍ ଅଧିକାରୀଙ୍କୁ ନୂତନ ପଦବୀରେ ନିଯୁକ୍ତ କରାଯାଇଛି । ମୃଣାଳ କାନ୍ତି ଦାସଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ), ଓଡ଼ିଶାର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି । ଏହା ପୂର୍ବରୁ ମୃଣାଳ କାନ୍ତି ଦାସ…

ମାର୍ଚ୍ଚ ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ

ଭୁବନେଶ୍ବର: ଆସନ୍ତା ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ । ଉକ୍ତଦିନ ସରକାରୀ ଛୁଟି ଦିନ ଥିବା କାରଣରୁ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ବନ୍ଦ ରହିବ । ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ…