Latest Odisha News

BREAKING NEWS

Browsing Category

ସହର

City

ଦେଶର ସର୍ବାଧିକ ୧୦୦ଟି ଦୁର୍ଘଟଣାପ୍ରବଣ ଜିଲ୍ଲାର ତାଲିକା ପ୍ରକାଶ, ଜାଣନ୍ତୁ କେତେ ନମ୍ବରରେ ରହିଛି ଓଡିଶାର କେଉଁ…

ଭୁବନେଶ୍ବର: ଦେଶର ସର୍ବାଧିକ ୧୦୦ଟି ଦୁର୍ଘଟଣାପ୍ରବଣ ଜିଲ୍ଲାର ତାଲିକା ପ୍ରକାଶ ପାଇଛି । ଗଲା ତିନି ବର୍ଷର ସଡ଼କ ଦୁର୍ଘଟଣା ସ୍ଥିତି ଅନୁଧ୍ୟାନ ପରେ ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ସୁନ୍ଦରଗଡ଼ ଜିଲ୍ଲା ୮୪ ନମ୍ବର ସ୍ଥାନରେ ଅଛି । ଏହାପରକୁ ୯୦ତମ ସ୍ଥାନରେ…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ଅଭିଯୋଗରୁ ୯୧ ପ୍ରତିଶତ ସମାଧାନ ହୋଇଛି: ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧ ପ୍ରତିଶତ ସମାଧାନ ହୋଇଛି । ଦେଢ଼ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ କରିଛନ୍ତି ସେଥିରୁ ୧୨ ହଜାର ୪୩୨ ଅଭିଯୋଗର ସମାଧାନ ହୋଇଛି । ବାକି ଅଭିଯୋଗ ଜଟିଳ ଥିବାରୁ ବିଭାଗୀୟ ତର୍ଜମା କରାଯାଉଛି…

Weather Update: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ

ଭୁବନେଶ୍ବର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ।…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନରେ ପୁଣି ଆରମ୍ଭ ହେବ ନୌକା ବିହାର

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଥିବା ନୌକା ବିହାର ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ଏବେ ଏହାକୁ ଚଳାଇବା ଦାୟିତ୍ୱ ନନ୍ଦନକାନନ କର୍ତ୍ତୃପକ୍ଷ ନିଜ ହାତକୁ ନେଇଛନ୍ତି । ଦୀର୍ଘ ଦିନ ହେବ ନୌକା ବିହାର ବନ୍ଦ ଥିବାରୁ ପର୍ଯ୍ୟଟକ ନିରାଶ ହୋଇ ଫେରୁଥିଲେ । ହେଲେ ସୁରକ୍ଷିତ ଭାବେ ନୌକା…

Tehsil Office: ରାଜଧାନୀରେ ଖୋଲିବ ଆଉ ୨ ନୂଆ ତହସିଲ…

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍ । ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ…

୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଉଚ୍ଛେଦ ହେବ ଲାଇବ୍ରେରିଆନ୍‌ ପଦ, ନିଯୁକ୍ତି ପାଇବେ ଶିକ୍ଷକ

ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ବଡ଼ ସୂଚନା । ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ…

Weather Update: ଆହୁରି ୭ ଦିନ କଲବଲ କରିବ ଶୀତ, ବୋହିବ କାଲୁଆ ପବନ

ଭୁବନେଶ୍ୱର: ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ…

ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ନୂତନ ଭାବରେ ବିକଶିତ ୧୭ଟି ପାଠ୍ୟପୁସ୍ତକର ସମୀକ୍ଷା ଏବଂ ଅନୁମୋଦନ କରାଯାଇଛି । ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ପାଠ୍ୟକ୍ରମ ଏବଂ…

ମନମୋହୁଛି ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ; ଗତ ୫ ବର୍ଷରେ ଆସିଛନ୍ତି ସର୍ବାଧିକ ଏହି ଦେଶର ପର୍ଯ୍ୟଟକ…

ଭୁବନେଶ୍ଵର: ଓଡ଼ିଶାରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛି । ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ ବିଦେଶୀଙ୍କୁ ଆକୃଷ୍ଟ କରୁଛି । ୨୦୨୪-୨୫ରେ ବର୍ତ୍ତମାନ ସୁଦ୍ଧା ୧ କୋଟି ୧୩ ଲକ୍ଷ ୮୩ ହଜାର ୫୫୬ ପର୍ଯ୍ୟଟକ ଓଡ଼ିଶା ଆସିଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ…

ରାଜ୍ୟରେ ଏତିକି ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ବ ଘର, ଭଡା ଘରେ ଚାଲିଛି ପାଠପଢା…

ଭୁବନେଶ୍ବର: ଚାଲିଛି ବିଧାନସଭା ଶୀତ ଅଧିବେଶନ । ଆଜି ନବମ ଦିନରେ ରାଜ୍ୟର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ବାସ୍ତବ ଚିତ୍ର ଉପସ୍ଥାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ତଥ୍ୟ ରଖି କହିଛନ୍ତି ଯେ, ବର୍ତ୍ତମାନ ସମଗ୍ର ରାଜ୍ୟରେ ମୋଟ ୭୪ ହଜାର ୨୨୪ଟି ଅଙ୍ଗନବାଡ଼ି…