Latest Odisha News

BREAKING NEWS

Browsing Category

ସହର

City

ସୋନପୁର ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ, ଅଧଘଣ୍ଟା ଅଟକିଲା ଟ୍ରେନ୍‌

ଭୁବନେଶ୍ୱର:ସୋନପୁର ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ। ମଞ୍ଚେଶ୍ୱର ରେଳଷ୍ଟେସନରେ ଅଟକିଲା ଟ୍ରେନ। ସି ୧ ଏସି କୋଚ୍‌ର ତଳ ଭାଗରେ ଲାଗିଲା ନିଆଁ। ପ୍ରବଳ ଧୂଆଁ ବାହାରିବାରୁ ଟ୍ରେନ୍‌କୁ ଅଟକାଇ ନିଆଁକୁ ଆୟତ୍ତ କରାଯାଇଛି। ଏହି ଆଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ନିଆଁ ଲାଗିବରୁ…

ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ଉଠିବ ମହାଦୀପ

ଭୁବନେଶ୍ୱର: ପାଖେଇ ଆସୁଛି ପବିତ୍ର ଶିବରାତ୍ରୀ ତଥା ଜାଗର । ଚଳିତବର୍ଷ ଫେବୃଆରୀ ୨୬ ତାରିଖରେ ପଡୁଛି ଜାଗର । ମହା ଆଡମ୍ବରରେ ପାଳନ କରିବାନେଇ ଏବେ ଠାରୁ ପ୍ରାୟ ସମସ୍ତ ଶୈବ ପୀଠରେ ଜାଗର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ତେବେ ମହାଶିବରାତ୍ରୀ ନେଇ ମଙ୍ଗଳବାର ଲିଙ୍ଗରାଜ ମନ୍ଦିର…

ରାଜ୍ୟରେ ମିଳିତ ଭାବେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା

ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ…

ଏଣିକି ନବମ, ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

କଟକ: ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ । ଏନେଇ ମଙ୍ଗଳବାର କଟକରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି । ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ କେବଳ ମଧ୍ୟାହ୍ନ ଭୋଜନ ମିଳୁଥିବା ବେଳେ ଏଥିରେ ଏବେ ଏହି ଦୁଇ…

ସଡ଼କ ସୁରକ୍ଷା ଉପରେ ଗୁରୁତ୍ୱ; ନୂଆ ରାଜପଥରେ କାର୍ଯ୍ୟକ୍ଷମ ହେବ ଆଇଇଏମଏସ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଥିବା ସଡ଼କ ଦୁର୍ଘଟଣା ହ୍ରାସ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । ଏ ସଂକ୍ରାନ୍ତରେ ମଙ୍ଗଳବାର ଖାରବେଳ ଭବନରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଡ଼କ ଦୁର୍ଘଟଣା…

କ୍ଲବଫୁଟ ଅଭିଯାନକୁ ଆଉ ଦୁଇ ବର୍ଷ ସମ୍ପ୍ରସାରିତ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର କ୍ୟୋର ଇଣ୍ଡିଆ ଟ୍ରଷ୍ଟ ସହିତ ବୁଝାମଣା ପତ୍ର ସ୍ଵାକ୍ଷର କରି କ୍ଲବଫୁଟ ଅଭିଯାନକୁ ଆଉ ଦୁଇବର୍ଷ ସମ୍ପ୍ରସାରିତ କରିଛନ୍ତି । କ୍ଲବଫୁଟ ଦ୍ୱାରା ପ୍ରଭାବିତ ହେଉଥିବା ନବଜାତ ଶିଶୁମାନଙ୍କ ସମ୍ପୂର୍ଣ ମାଗଣା ଓ ଉତ୍ତମ ଚିକିତ୍ସା ଏହି ଚୁକ୍ତିନାମାର ପ୍ରଧାନ ଆଭିମୁଖ୍ୟ…

ବାରବାଟୀ ଷ୍ଟାଡିୟମରେ ପ୍ରତିବର୍ଷ ହେବ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍!

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମରେ ଗତ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ମ୍ୟାଚ୍ ସମୟରେ ଷ୍ଟାଡିୟମର ୬ଟି ଫ୍ଲଡ୍ ଲାଇଟ୍ ମଧ୍ୟରୁ ଗୋଟିଏ ହଠାତ୍ ବନ୍ଦ ହୋଇଯିବା ଘଟଣା ଉପରେ ବିସ୍ତୃତ ସୂଚନା ଦେଇଛନ୍ତି ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ମନ୍ତ୍ରୀ…

ବାରବାଟୀରେ ଫ୍ଲଡଲାଇଟ ଅଚଳ ଘଟଣା; ଓସିଏକୁ ପରୋକ୍ଷରେ ଦୋଷ ଲଦିଲେ ଶକ୍ତି ମନ୍ତ୍ରୀ

ଭୁବନେଶ୍ୱର: କଟକ ବାରବାଟି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ମ୍ୟାଚ ଚାଲିଥିବା ବେଳେ ହଠାତ୍ ଲାଇଟ୍ ଲିଭିଯିବା ରୁ ମ୍ୟାଚ୍ କିଛି ସମୟ ପାଇଁ ବନ୍ଦ ରହିଥିଲା । ଏହି ଘଟଣା ଉପରେ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଶକ୍ତି ମନ୍ତ୍ରୀ…

ଓଡ଼ିଶାର ଅକ୍ଷୟ ଶକ୍ତିରେ ୧ ବିଲିୟନ ଆମେରିକୀୟ ଡଲାର ନିବେଶ ପାଇଁ ଇଚ୍ଛୁକ ଏଚଆଇଏଫ

ଭୁବନେଶ୍ୱର: ସରିଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ । ହେଲେ ଏବେ ମଧ୍ୟ ଓଡ଼ିଶାକୁ ନିବେଶକଙ୍କର ସୁଅ ଛୁଟୁଛି । ଚିଲିର ଏଚଆଇଏଫ୍ ଗ୍ଲୋବାଲ ଇଣ୍ଡିଆ ନାମକ ବହୁରାଷ୍ଟ୍ରୀୟ କମ୍ପାନୀ ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଏନେଇ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ…

ସୁଭଦ୍ରା ଯୋଜନା ଟଙ୍କା ପାଇନଥିବା ମହିଳାଙ୍କ ପାଇଁ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫେବୃଆରୀ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଏହାକୁ ମିଶାଇ ବତ୍ତର୍ମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା କିସ୍ତି ପାଇସାରିଲେଣି । ଏହା ସତ୍ତ୍ବେ ଏବେ ସୁଦ୍ଧା ଅଢେଇ ଲକ୍ଷରୁ ଅଧିକ ଯୋଗ୍ୟ…