Latest Odisha News

BREAKING NEWS

Browsing Category

ସହର

City

ଡ୍ରାଇଭର ସଂଘରେ ଫାଟ; ମୁହଁ ଖୋଲିଲେ ସଭାପତି ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର: ଡ୍ରାଇଭର୍ ସଂଘରେ ଫାଟ ନେଇ ସଂଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କାନ୍ଦି କାନ୍ଦି ଭିଡିଓ ଜାରି କଲେ ମେଣ୍ଡୁଲି । ଡ୍ରାଇଭର୍ ଭାଇମାନେ ବିଚାର କରନ୍ତୁ, ଏ ସମୟ ଆଉ ପାଇବନି ବୋଲି ସେ କହିଛନ୍ତି । ଯେଉଁ ଭାଇମାନେ ମାଲିକଙ୍କୁ ଚାହୁଁଛନ୍ତି,…

ଓଡ଼ିଶା ଆସୁଛନ୍ତି ମହାମହିମ; କମିଶନରେଟ୍ ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି । ୧୪ ତାରିଖ ଅପରାହ୍ନରେ ନୂଆଦିଲ୍ଲୀରୁ…

ଗିରଫଦାରି ପଛରେ ବିଜେଡିର ଷଡ଼ଯନ୍ତ୍ର ରହିଛି: ଅର୍ଚ୍ଚନା ନାଗ

ଭୁବନେଶ୍ବର: ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା କହିଲେ ଅର୍ଚ୍ଚନା । ଏହି ସମୟରେ ସେ ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇ ତାଙ୍କ ଉପରେ ବର୍ଷିଲେ । ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ୍‌ କଲେ ଅର୍ଚ୍ଚନା…

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଆସନ୍ତା ୧୩ ତାରିଖରୁ ଅଧିକ ବର୍ଷା ହୋଇପାରେ ବୋଲି…

ଆଜିଠୁ ଗଡ଼ିଲା ଘରୋଇ ବସ୍; ସେପଟେ, ୪ର୍ଥ ଦିନରେ ଜାରି ରହିଛି ଡ୍ରାଇଭରଙ୍କ ଆନ୍ଦୋଳନ

ଭୁବନେଶ୍ବର: ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ । ୪ ଦିନ ପରେ ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ ହୋଇଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍ । ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ଏଥିପାଇଁ…

୧୬ତମ ରୋଜଗାର ମେଳା; ଓଡ଼ିଶାରୁ ୨୦୦ ପାଇବେ ନିଯୁକ୍ତି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୬ତମ ରୋଜଗାର ମେଳା ଆଜି ଦେଶର ୪୭ଟି ସ୍ଥାନରେ ଅନୁଷ୍ଠିତ ହେବ । ଏଥି ମଧ୍ୟରେ ଓଡିଶାର ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମଠାରେ ମଧ୍ୟ ଏହି ମେଳା ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓି କନଫରେନ୍ସିଂରେ ଯୋଗଦେଇ…

ରାଜ୍ୟରେ ଜାତୀୟ ସବୁଜ ହାଇଡ୍ରୋଜେନ ମିଶନ ଏବଂ ପିଏମ ସୂର୍ଯ୍ୟଘର ଯୋଜନାର ଅଗ୍ରଗତି ସମୀକ୍ଷା

ଭୁବନେଶ୍ବର: ଆଜି କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ସଚିବଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାରତ ସରକାରଙ୍କର ୨ଟି ପ୍ରମୁଖ ଯୋଜନା - ଜାତୀୟ ସବୁଜ ହାଇଡ୍ରୋଜେନ ମିଶନ ଏବଂ ‘ପିଏମ୍ ସୂର୍ଯ୍ୟଘର: ମୁଫତ ବିଜଲି’ ଯୋଜନା…

ବସ୍‌ ମାଲିକ ସଂଘର ବଡ଼ ଘୋଷଣା; କାଲିଠୁ ସ୍ବଭାବିକ ହେବ ଘରୋଇ ବସ୍ ସେବା

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଶନିବାର ଠାରୁ ପୁଣି ସ୍ବଭାବିକ ହେବ ଘରୋଇ ବସ୍ ସେବା । କାଲିଠାରୁ ସାରା ରାଜ୍ୟରେ ପୁଣି ଗଡ଼ିବ ସବୁ ଘରୋଇ ବସ୍ । ଏନେଇ ରାଜ୍ୟ ଘରୋଇ ବସ ମାଲିକ ସଂଘ ଘୋଷଣା କରିଛି । ପୁରୀରେ ଚାଲିଥିବା ଘରୋଇ ବସ୍ ମାଲିକ ସଂଘର ବୈଠକ ପରେ ବସ୍ ଚାଲିବା ନେଇ ନିଷ୍ପତ୍ତି…

ବକେୟା ଫି’ ନଦେଲେ ବିଜୁଳି ଓ ପାଣି ସଂଯୋଗ ହେବ ବିଛିନ୍ନ: ବିଡିଏ

ଭୁବନେଶ୍ୱର: ହାଉସିଂ ସୋସାଇଟି କ୍ଷମତା ନେଇ ଐତିହାସିକ ନିଷ୍ପତ୍ତି ନେଇଛି ବିଡିଏ । ଆବାସିକ ଆପାର୍ଟମେଣ୍ଟର ଘର ମାଲିକ ରକ୍ଷଣାବେକ୍ଷଣ ଦେୟ ପୈଠରେ ବିଳମ୍ବ କଲେ କିମ୍ବା ଫି ନଦେଲେ ବିଚ୍ଛିନ୍ନ ହେବ ଘରର ଅତ୍ୟାବଶକ ସେବା । ଯଦି ମେଣ୍ଟେନାମସ ଫି ଘରମାଲିକ ଲଗାତାର ପୈଠ ନକରନ୍ତି ତେବେ ବିଜୁଳି…

ବରଗଡ଼ ରୋଡ୍-ନୱାପଡ଼ା ରୋଡ୍ ନୂତନ ବ୍ରଡ୍ ଗେଜ୍ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ବରଗଡ଼ ରୋଡ୍ ଏବଂ ନୱାପଡ଼ା ରୋଡ୍ ମଧ୍ୟରେ ୧୩୮.୩୨ କିଲୋମିଟର ଦାର୍ଘ୍ୟ ବିଶିଷ୍ଟ ନୂତନ ବ୍ରଡ୍ ଗେଜ୍ (ବିଜି) ରେଳ ଲାଇନ କାର୍ଯ୍ୟକାରୀ କରିବାରେ ଭାରତୀୟ ରେଳବାଇ ଦୃଢ ଅଗ୍ରଗତି…