Latest Odisha News

BREAKING NEWS

Browsing Category

ସହର

City

Gold Silver Price: ପୁଣି ରେକର୍ଡ କଲା ସୁନା-ରୂପା ଦର, ଜାଣନ୍ତୁ ଆଜି କେତେ ରହିଛି…

ଭୁବନେଶ୍ବର: ବଜାରରେ ସୁନା ଓ ରୁପା ଦର ଆକାଶଛୁଆଁ ହେବାରେ ଲାଗିଛି । ଗତ ସପ୍ତାହରେ ଏହାର ଦର ସାମାନ୍ୟ କମିଥିବା ବେଳେ ଆଜି ପୁଣି ନୂଆ ଦର ସାମ୍ନାକୁ ଆସିଛି । ପୁଣି ନୂଆ ରେକର୍ଡ କରିଛି ସୂନା ଦର । ଆଜି ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ଦେଶର ରାଜଧାନୀ…

ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ

ଭୁବନେଶ୍ୱର: "ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧" ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…

Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍‌ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି । ‘ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଭାବେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଗାନ କରିଛନ୍ତି । ଛାତ୍ରଛାତ୍ରୀ ବନ୍ଦେ ମାତରମ୍ ଗାନ…

Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ

ଭୁବନେଶ୍ୱର: ଦୁଇ ଦିନ ପରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ । ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ ଏହି ସମୟରେ ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ…

Khandagiri Jatra: ଖଣ୍ଡଗିରି ଯାତ୍ରାରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ: ଏକାମ୍ର…

ଭୁବନେଶ୍ୱର: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କଡା ତାଗିଦ କଲେ କାମ୍ର ବିଧାୟକ ବାବୁ ସିଂ । ସେ କହିଛନ୍ତି ଖଣ୍ଡଗିରି ମେଳାର ଯାତ୍ରା ପେଣ୍ଡାଲ ଉପରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ । ପୂର୍ବ ବର୍ଷ ଯେଉଁଭଳି ଭାବରେ ଖଣ୍ଡଗିରି ପେଣ୍ଡାଲରୁ ଅଶ୍ଲୀଳ…

OJEE Exam: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୬ ପାଇଁ ଚଳିତ ୨୭ରୁ ଆବେଦନ

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଜାନୁଆରୀ ୨୭ ତାରିଖରୁ ବିଦ୍ୟାର୍ଥୀ ମାନେ ଅନ୍‌ଲାଇନରେ ଆବେଦନ କରିପାରିବେ । ମାର୍ଚ୍ଚ ୨୬ ଆବେଦନର ଶେଷ…

Winter Update: ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ଉପର ମୁହାଁ; ହାଡ଼ଭଙ୍ଗା ଶୀତରୁ ସାମାନ୍ୟ ଆଶ୍ବସ୍ତି

ଭୁବନେଶ୍ବର: ରାଜ୍ୟରେ ବଢ଼ିଲା ପାରଦ, ହାଡ଼ଭଙ୍ଗା ଶୀତରେ ଲାଗିଲା ବ୍ରେକ୍ । ଫଳରେ ଅସହ୍ୟ ଥଣ୍ଡା ଦାଉରୁ ରକ୍ଷା ପାଇଛନ୍ତି ରାଜ୍ୟବାସୀ । ଅଧିକାଂଶ ସ୍ଥାନରେ ୫ରୁ ୭ ଡିଗ୍ରୀ ଯାଏଁ ପାରଦ ବଢିଛି । ମେଘାଚ୍ଛନ୍ନ ଆକାଶ ପ୍ରଭାବରେ ରାତି ତାପମାତ୍ରା ବଢିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

Public Grievances: ଜାନୁଆରୀ ୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଜାନୁଆରୀ ୧୨ ତାରିଖ ତଥା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତାକାଲି ଜନ ଅଭିଯୋଗ ଶୁଣାଣି ହେବନି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ…

କେନ୍ଦ୍ର ପ୍ରାକ୍-ବଜେଟ୍ ପରାମର୍ଶ ବୈଠକ; ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶନିବାର ନୂଆଦିଲ୍ଲୀରେ ୨୦୨୬-୨୭ କେନ୍ଦ୍ରୀୟ ବଜେଟ ପାଇଁ ପ୍ରସ୍ତାବ ଗ୍ରହଣ ଉଦ୍ଦେଶ୍ୟରେ କେନ୍ଦ୍ର ସରକାରଙ୍କ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣଙ୍କ ଅଧ୍ୟକ୍ଷତାରେ ପ୍ରାକ-ବଜେଟ ପରାମର୍ଶ ବୈଠକ ଆୟୋଜିତ ହୋଇଯାଇଛି । ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର…

Naveen Patnaik: ମଣ୍ଡି ଅବ୍ୟବସ୍ଥା ନେଇ ସରକାରଙ୍କ ଉପରେ ବର୍ଷିଲେ ନବୀନ; ‘ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା…

ଭୁବନେଶ୍ବର: ଅମଳ ପରେ ବି ମଣ୍ଡିରେ ପଡି ରହିଛି ଧାନ । ଚାଷୀ ମାନେ ନିଜ କଷ୍ଟ ଅର୍ଜିତ ଧାନକୁ ବିକ୍ରି କରି ନପାରି ଶୀତ କାକରରେ ବି ରାତି ରାତି ଜଗି ରହୁଛନ୍ତି । ଯାହାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିବା ସହ ସରକାରଙ୍କ ଉପରେ ବର୍ଷିଛନ୍ତି । ନବୀନ ତାଙ୍କ ଫେସବୁକ…