Latest Odisha News

BREAKING NEWS

Browsing Category

ସହର

City

୮୩ ବର୍ଷ ବୟସ ବୟସରେ ବରିଷ୍ଠ ସାମ୍ବାଦିକ ଶରତ ଦାଶଙ୍କ ପରଲୋକ

ଭୁବନେଶ୍ବର: ପରଲୋକରେ ବରିଷ୍ଠ ସାମ୍ବାଦିକ ଶରତ ଦାଶ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇତିଲା । ଶାରୀରିକ ଅସୁସ୍ଥତା ଲାଗି ଗୁରୁବାର ଠାରୁ ସେ ସମ ଅଲ୍ଟିମେଟ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ପରିବାର ସୂତ୍ରରୁ ଜଣାପଡ଼ିଛି । ଶ୍ରୀ ଦାଶ ଦୀର୍ଘ…

‘ଗୋ ଇଷ୍ଟ’ ପ୍ଲାଟଫର୍ମର ଶୁଭାରମ୍ଭ; ଆଗାମୀ ୫ ବର୍ଷରେ ଶିଳ୍ପାୟନ ଓ ଅଭିବୃଦ୍ଧି କ୍ଷେତ୍ରରେ ଓଡ଼ିଶା ହେବ…

ଭୁବନେଶ୍ବର: ସିଆଇଆଇ-ଇଷ୍ଟର୍ଣ୍ଣ ରିଜିଓନାଲ କାଉନସିଲ ବୈଠକ ୨୦୨୬ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଶିଳ୍ପ ବିକାଶ ଓ ଆଞ୍ଚଳିକ ଅଭିବୃଦ୍ଧି ପାଇଁ ନୂଆ ରୋଡମ୍ୟାପ୍ ଉପସ୍ଥାପନ କରିଛନ୍ତି । ରାଜ୍ୟର ପଛୁଆ ଓ ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଶିଳ୍ପାୟନର ନୂଆ ଯୁଗ ଆରମ୍ଭ କରିବା ଲକ୍ଷ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କଲା ସ୍କୁଲ ବହି ତ୍ରୁଟି ପାଇଁ ଗଠିତ କମିଟି, ୬ ସହକାରୀ ନିର୍ଦ୍ଦେଶକ ନିଲମ୍ବିତ

ଭୁବନେଶ୍ୱର: ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି । କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ନିଷ୍ପତି ଅନୁଯାୟୀ ଶିକ୍ଷକ…

Congress Target To CM: ବିଜେଡି ପରେ ବହି ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଟାକ୍ଷ କଲା…

ଭୁବନେଶ୍ବର: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ବିଜେଡି ପରେ ଟାର୍ଗେଟ କରିଛି କଂଗ୍ରେସ । ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ଯେ, ଭଲ କଥା ବହି ତ୍ରୁଟି ପଛରେ ଷଡ଼ଯନ୍ତ୍ର ହେଇଛି ବୋଲି ମୁଖ୍ୟମନ୍ତ୍ରୀ ମାନିଲେ ।…

Basare Lekhaka: ଜୁଲାଇରେ ଆୟୋଜିତ ହେବ ରାଜ୍ୟର ପ୍ରଥମ ରାଇଟର୍‌ ଇନ୍‌ ରେସିଡେନ୍ସ କାର୍ଯ୍ୟକ୍ରମ ‘ବସାରେ…

ଭୁବନେଶ୍ବର: ୨୧ ବର୍ଷରେ ପଦାର୍ପଣ କରିବାକୁ ଯାଉଛି ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ । ଏହି ଅବସରରେ ଜୁଲାଇ ମାସରେ ଆୟୋଜିତ ହେବ ରାଜ୍ୟର ପ୍ରଥମ ରାଇଟର୍‌ ଇନ୍‌ ରେସିଡେନ୍ସ କାର୍ଯ୍ୟକ୍ରମ 'ବସାରେ ଲେଖକ'। ନୂଆ ଲେଖକ ନିର୍ମାଣ ଲକ୍ଷ୍ୟରେ ହେଉଥିବା ଏହି କର୍ମଶାଳାରେ…

Textbook Errors Issue: ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ: ତଦନ୍ତ ରିପୋର୍ଟ ସାର୍ବଜନୀନ କରିବାକୁ ଅଭିଭାବକ ସଂଘର…

ଭୁବନେଶ୍ୱର: ରାଜ୍ୟର ସରକାରୀ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂଆ ପାଠ୍ୟ ପୁସ୍ତକରେ ୧୬୭୮ଟି ଭୁଲ ପ୍ରସଙ୍ଗ । ଲୋକସେବା ଭବନରୁ ଆରମ୍ଭ କରି ଗାଁ ଗହଳି ସବୁଠି ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି । ଏହି ଘଟଣାରେ ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ ହୋଇଥିଲା । ଉନ୍ନୟନ କମିଶନର ଦେଓ ରଞ୍ଜନ…

ବିଜେଡିରେ ସୁଜାତା ମିଶିବା ପରେ ନବୀନଙ୍କ ବଡ଼ ଘୋଷଣା, ମୁଁ ନିର୍ବାଚନ…

ଭୁବନେଶ୍ବର: ବିଜେଡିରେ ଆନୁଷ୍ଠାନିକ ଭାବେ ସାମିଲ ହେଲେ ପୂର୍ବତନ ଆଇଏଏସ୍ ଅଧିକାରୀ ତଥା ପୂର୍ବତନ ବ୍ୟୁରୋକ୍ରାଟ ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ। ଆଜି ଶଙ୍ଖ ଭବନରେ ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ…

ରଥଯାତ୍ରାରେ ସମୟରେ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ଭଡ଼ା ଆଦାୟ ରୋକିବା ଉପରେ ଗୁରୁତ୍ବାରୋପ…

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ସୁଗମ ପରିବହନ ପାଇଁ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ । ଶ୍ରଦ୍ଧାଳୁମାନେ କିଭଳି ପୁରୀରେ ‎ସୁବିଧାରେ ପହଞ୍ଚିବେ ଓ…

ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଅଡିଟ୍ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡିଶାର ସମସ୍ତ ଶିକ୍ଷାନୁଷ୍ଠାନ ଏବଂ କୋଚିଂ ସେଣ୍ଟରଗୁଡ଼ିକରେ ଅଗ୍ନି ନିରାପତ୍ତା ଅଡିଟ୍ ପାଇଁ ନିର୍ଦ୍ଦେଶ ଦେଲେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ଅଡିଟ୍ କରିବାକୁ ବାଧ୍ୟତାମୂଳକ କରିଛନ୍ତି । ଉତ୍ତର ପ୍ରଦେଶର…

ଓଡ଼ିଶାରେ ପ୍ରଥମ ଥର ପାଇଁ ଦିଲ୍ଲୀ ଆୟୋଜିତ ହେଲା ଜାତୀୟ ସ୍ତରର ସାମୁଦ୍ରିକ ସୁରକ୍ଷା ବୈଠକ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ୧୪ତମ 'ମଲ୍ଟି ଏଜେନ୍ସି ସାମୁଦ୍ରିକ ସୁରକ୍ଷା ଗ୍ରୁପ୍' ବୈଠକ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆମର ସମୁଦ୍ର କେବଳ ଏକ ଭୌଗୋଳିକ ସୀମା ନୁହେଁ; ଏହା ବ୍ୟାପକ ସୁଯୋଗ, ସମୃଦ୍ଧି ଏବଂ ଆନ୍ତର୍ଜାତୀୟ…