Latest Odisha News

BREAKING NEWS

Browsing Category

ସହର

City

କିଟରେ ମିନତି ମହାପାତ୍ର ସାଇକଲ ଭେଲୋଡ୍ରୋମ୍‍ ଉଦ୍‍ଘାଟିତ

ଭୁବନେଶ୍ୱର: କିଟ୍‍ ରେ ଭାରତର ପ୍ରଥମ ଅନ୍ତର୍ଜାତୀୟସ୍ତରର ମିନତି ମହାପାତ୍ର ସାଇକ୍ଲିଂ ଭେଲୋଡ୍ରୋମ୍‍ ଉଦଘାଟିତ ହୋଇଯାଇଛି । କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟଙ୍କ ଦ୍ୱାରା ବୁଧବାର ଏହାକୁ ଉଦ୍‍ଘାଟିତ କରିଛନ୍ତି । ଭାରତର ପ୍ରଥମ ମହିଳା…

ରାଜାରାଣୀ ସଂଗୀତ ଉତ୍ସବର ଦ୍ଵିତୀୟ ସନ୍ଧ୍ୟା: ମନ୍ତ୍ରମୁଗ୍ଧ କଲା ଶାସ୍ତ୍ରୀୟ ହିନ୍ଦୁସ୍ତାନୀ ସଂଗୀତ

ଭୁବନେଶ୍ୱର: ରାଜାରାଣୀ ସଂଗୀତ ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ବୁଧବାର ପରିବେଷିତ ହୋଇଛି ଶାସ୍ତ୍ରୀୟ ହିନ୍ଦୁସ୍ତାନୀ ସଂଗୀତ । ସଙ୍ଗୀତ ତାଳେ ତାଳେ ମନ୍ତ୍ରମୁଗ୍ଧ ହୋଇଥିଲେ ଦର୍ଶକ । ବିଶିଷ୍ଟ ତବଲା ଶିଳ୍ପୀ ଶ୍ରୀ କୁଳମଣି ସାହୁଙ୍କ ନିର୍ଦ୍ଦେଶନାରେ ଅବନଦ୍ଧ କୁଟପ ନାଦରେ ବାଦ୍ୟ ସମୂହ ମିଳିତ…

ଗୋପିଓ ଇଣ୍ଟରନ୍ୟାସ୍‍ନାଲ୍‍ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ପ୍ରଥମ ପିଆଇଓ ଏକ୍‍ସଲେନ୍‍ସ ସମ୍ମାନ

ଭାରତୀୟ ବଂଶୋଦ୍ଭବ ବିଶ୍ୱ ସଂଗଠନ ପକ୍ଷରୁ ଭୁବନେଶ୍ୱର: ଗୋପିଓ ଇଣ୍ଟରନ୍ୟାସ୍‍ନାଲ୍‍ ପକ୍ଷରୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ପ୍ରଥମ ପିଆଇଓ ଏକ୍‍ସଲେନ୍‍ସ ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା ଓ ଜନଜାତି ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ପାଣ୍ଠି ଅଭାବରୁ ରାଜ୍ୟରେ ବନ୍ଦ ପଡିଛି CRIF ଅଧିନସ୍ଥ ୪୨ ପ୍ରକଳ୍ପ

ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ସଡ଼କ ଏବଂ ଭିତ୍ତିଭୂମି ପାଣ୍ଠି (CRIF) ପକ୍ଷରୁ ପାଣ୍ଠି ପ୍ରଦାନରେ ବିଳମ୍ବ କାରଣରୁ ଓଡ଼ିଶାରେ ୪୨ଟି ପ୍ରମୁଖ ରାସ୍ତା ଏବଂ ସେତୁଗୁଡିକର କାମ ବନ୍ଦ ହୋଇ ପଡିରହିଛି। ସୂଚନା ଅନୁଯାୟୀ, ଗତ ୬ ମାସ ମଧ୍ୟରେ କେନ୍ଦ୍ର ତରଫରୁ କୌଣସି ପାଣ୍ଠି…

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଦେବେ ଯୋଗ

ଭୁବନେଶ୍ବର: ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେବାକୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦି । ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ…

ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ମାନ୍ୟବର ରେଳମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ଯେ, ୱାଲଟିୟର ଡିଭିଜନ ମଧ୍ୟରେ ଆସୁଥିବା ଓଡିଶାର ସମସ୍ତ ରେଳ ନେଟୱାର୍କ ଇଷ୍ଟକୋଷ୍ଟ…

ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ; ଆରପିଏଫ୍ ଏଏସଆଇ ଗିରଫ

ଭୁବନେଶ୍ୱର: ରକ୍ଷକ ସାଜିଲେ ଭକ୍ଷକ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହେଲେ ଭୁବନେଶ୍ୱର ଆରପିଏଫରେ କାର୍ଯ୍ୟରତ ଏଏସଆଇ ନିରଞ୍ଜନ ଜେନା । ଯୁବତୀଙ୍କ ଅଭିଯୋଗ ମୁତାବକ, ତାଙ୍କ ଘର ଜଗତସିଂପୁରରେ ହୋଇଥିବା ବେଳେ ଦୁଇ ଦିନ ପୂର୍ବେ ସେ…

ରସୁଲଗଡ ହତ୍ୟାକାଣ୍ଡ; ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ…

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ ହୋଇଛି । କେନ୍ଦ୍ର କ୍ରୀଡ଼ା…

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା ସ୍ଥିତ ଘରେ ରେଡ୍‌ କରୁଛି ଆୟକର ବିଭାଗ ।…