Latest Odisha News
Browsing Category

ସହର

City

କିଟ୍ ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ ହଉ ହଉ ମିଳିଗଲା ଜାମିନ

ଭୁବନେଶ୍ୱର: କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗିରଫ କରାଯାଇଥିବା ୫ଜଣ ଦୋଷୀଙ୍କୁ ଜାମିନ ମିଳିଛି । ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀଙ୍କୁ ଭୁବନେଶ୍ବର ଜେଏମ୍‌ଏଫ୍‌ସି-୨ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର, ପ୍ରତାପ…

ଖୁବଶିଘ୍ର ଲାଗୁ ହେବ ଶିଶୁ ବାଲ ବାଟିକା ୩

ଭୁବନେଶ୍ୱର: ଆସନ୍ତା ଶିକ୍ଷାବର୍ଷରେ ୪୫ ହଜାର ପ୍ରାଥମିକ ବିଦ୍ୟାଳୟରେ ଖୋଲାଯିବ ଶିଶୁ ବାଲ ବାଟିକା ୩ । ସୋମବାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟରେ ଏନେଇ ଘୋଷଣା କରିଥିବା ବେଳେ, ମଙ୍ଗଳବାର ଏନେଇ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ…

ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା

ଭୁବନେଶ୍ଵର: ୧୦୮ ପରେ ଏବେ ରାଜ୍ୟରେ ୧୦୯ ଆମ୍ବୁଲାନ୍ସ ସେବା ଆରମ୍ଭ ହେବାକୁ ଯାଉଛି । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ଏହି ୧୦୯ ଆମ୍ବୁଲାନ୍ସ ଯୋଗେ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ ଦେବାକୁ ପଡିବ ନାହିଁ ବୋଲି ଆଜି…

କୁଚିଣ୍ଡା ବିଡିଓଙ୍କ ଗାଡି ଧକ୍କାରେ ଚାଲିଗଲା ଶିକ୍ଷକଙ୍କ ଜୀବନ

ସମ୍ବଲପୁର: ଆଜି(ମଙ୍ଗଳବାର) ବ୍ଲକ ଉନ୍ନୟନ ଅଧିକାରୀଙ୍କ ବଲୋରୋ ଧକ୍କାରେ ଜଣେ ସ୍କୁଟି ଆରାହେୀଙ୍କର ମୃତ୍ୟୁ । କୁଚିଣ୍ଡା ଥାନା ଅଧୀନ ମନ୍ତ୍ରୀମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ନିକଟରେ ଘଟିଥିବା ଏହି ଦୁର୍ଘଟଣାରେ ସ୍କୁଟିର ସମ୍ମୁଖ ଭାଗ  ଚୁରମାର ହୋଇଯାଇଥିଲା। ଘଟଣାସ୍ଥଳରୁ ଶଙ୍କରମୁଣ୍ଡାଙ୍କୁ…

ରାଜ୍ୟର ୨ ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ । ଏହି ସମୟରେ, ମଙ୍ଗଳବାର ପୂର୍ବ ସରକାର ଉପରେ ବର୍ଷିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ, ପୂର୍ବ ସରକାର ଯୋଉ ଡିଣ୍ଡିମ ପିଟପୁଛନ୍ତି ଯେ, ଗତ ୨୫ ବର୍ଷ ଭିତରେ ରାଜ୍ୟ ବହୁତ ଆଗକୁ…

ଜମିର ହେବ ନିର୍ଭୁଲ୍ ସର୍ଭେ; ଶୁଭାରମ୍ଭ ହେଲା ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’

ଖୋର୍ଦ୍ଧା: ସହରାଞ୍ଚଳ ଜାତୀୟ ଭୂସ୍ଥାନିକ ସର୍ବେକ୍ଷଣ ‘ନକ୍ସା’ର ଶୁଭାରମ୍ଭ ହୋଇଯାଇଛି । ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ସ୍ଥାନ ପାଇଛି । ଭାରତ ସରକାରଙ୍କ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ…

ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ

ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ…

୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ…

ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରୀ ପାଇଁ ସୁରକ୍ଷା ସମୀକ୍ଷା; ଚୂଡ଼ାନ୍ତ ହେଲା କାର୍ଯ୍ୟସୂଚୀ

ଭୁବନେଶ୍ୱର: ମହାଶିବରାତ୍ରୀ ଉତ୍ସବରେ ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜ ମନ୍ଦିରର ମହାଦୀପ ରାତି ୧୦ଟା ରେ ଉଠିବ । ଏନେଇ ସୋମବାର ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଇନ ମନ୍ତ୍ରୀ ପୃଥ୍ବୀ ରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ଏହି…

ମାନବବାଦର ପ୍ରଥମ ପ୍ରବକ୍ତା କୃଷ୍ଣପ୍ରସାଦ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ସ୍ନାତକୋତ୍ତର ବିଭାଗରେ କୃଷ୍ଣପ୍ରସାଦ ମିଶ୍ର ସ୍ମୃତି ପରିସଦ ପକ୍ଷରୁ ଏକ ସଭା ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସୁସାହିତ୍ୟିକ ଅଧ୍ୟାପକ ବିଶ୍ବ ରଞ୍ଜନ ନିଜର ମତ ପ୍ରକାଶ କରି କହିଛନ୍ତି ଯେ, ଲେଖକଟିଏ ଏବେ କଣ ଲେଖିବ ତାହା…