Latest Odisha News
Browsing Category

ସହର

City

ବଜେଟକୁ ନବୀନଙ୍କ ସମାଲୋଚନା; ରାଜ୍ୟ ବିକାଶରେ ଫେଲ୍ ମାରିଛି ଡବଲ ଇଞ୍ଜିନ ସରକାର

ଭୁବନେଶ୍ୱର: ସୋମବାର ବିଧାନସଭାରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି ଚଳିତ ବଜେଟ୍ । ରାଜ୍ୟ…

ବଜେଟରେ ଓଡିଆ ଅସ୍ମିତା: ମହାପୁରୁଷଙ୍କ ସମ୍ମାନରେ ପ୍ରତିଷ୍ଠା ହେବ ସ୍ମାରକୀ ଓ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ରାଜ୍ୟ ବଜେଟ୍‌ ୨୦୨୫-୨୬ ଉପସ୍ଥାପନ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବଜେଟରେ ଓଡ଼ିଆ ଅସ୍ମିତା ପାଇଁ ବ୍ୟୟ ବରାଦ କରାଯାଇଛି । ଆଗାମୀ ଆର୍ଥିକ ବର୍ଷ ପାଇଁ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ…

କିଟରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: କିଟ୍‌ କ୍ୟାମ୍ପସ୍ ହଷ୍ଟେଲରେ ଜଣେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି । ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଛାତ୍ରକୁ ଗିରଫ କଲା ପୋଲିସ । ଛାତ୍ର ଜଣକ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ବୋଲି ଜଣାପଡିଛି । ସେ ଖସି ପଳାଇବାକୁ ଉଦ୍ୟମ କରିବା…

୨୦୨୫-୨୬ ବଜେଟ୍‌: ଜାଣନ୍ତୁ କେଉଁ ଯୋଜନା ପାଇଁ କେତେ

ଭୁବନେଶ୍ଵର: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟରେ ଏଥର ମୁଖ୍ୟମନ୍ତ୍ରୀ ଅନେକ ନୂଆ ଯୋଜନା ଆଣିଛନ୍ତି । ବଜେଟରେ ଆଗାମୀ ଆର୍ଥିକବର୍ଷ ଲାଗି ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟବରାଦ କରାଯାଇଛି । ହସ୍ତତନ୍ତ ଓ ବୟନ ପାଇଁ ୧୨୨ କୋଟି…

ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ବ୍ୟୟ ବରାଦ

ଭୁବନେଶ୍ୱର: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପିତ କରିଛନ୍ତି । ଏହି ଅବସରରେ ସୁଭଦ୍ରା ଯୋଜନାକୁ ନେଇ ବଜେଟ୍ ରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥର ବଜେଟ୍ ରେ ୧୦ ହଜାର ୧୪୫ କୋଟି ବ୍ୟୟ ବରାଦ କରାଯାଇଥିବା…

ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ; ୪ ଲେନ୍ ହେବ ସବୁ ରାଜ୍ୟ ରାଜପଥ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୋମବାର ରାଜ୍ୟ ବଜେଟ୍ ୨୦୨୫-୨୬ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ରାଜ୍ୟରେ ପରିବହନ ବ୍ୟବସ୍ଥା ଉପରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଥିବା ସମସ୍ତ ରାଜ୍ୟ ରାଜପଥଗୁଡ଼ିକୁ ୪ ଲେନ୍‌ ବିଶିଷ୍ଟ କରାଯିବ । ଏହା ସହିତ ନୂଆ କରି ୩ ହଜାର…

ରାଜ୍ୟ ବଜେଟ୍‌ ୨୦୨୫-୨୬: ହୀରାକୁଦ ଡ୍ୟାମ୍‌ ନବୀକରଣ ପାଇଁ ୮୫୦ କୋଟି

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ସୋମବାର ବିଧାନସଭାରେ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଚଳିତ ବର୍ଷ ବଜେଟରେ ୨ ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି । ଜଳସମ୍ପଦ ବିଭାଗରେ ମୁହାଣ ଖନନ ପାଇଁ ୩୮୬ କୋଟି ବ୍ୟୟ ଅଟକଳ…

ବଢିଲା ଇଗ୍ନୋ ନାମଲେଖା ଅବଧି

ଭୁବନେଶ୍ଵର: ବଢିଲା ଇଗ୍ନୋ ନାମଲେଖା ଅବଧି । ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଇଗ୍ନୋ କର୍ତ୍ତୃପକ୍ଷ ଇଗ୍ନୋ ନାମଲେଖା ଅବଧିକୁ ଫେବୃଆରୀ ୨୮କୁ ବୃଦ୍ଧି କରାଇବାକୁ ନିଷ୍ପତ୍ତି ନେଇଛନ୍ତି । ଆଗ୍ରହୀ ଛାତ୍ରଛାତ୍ରୀମାନେ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର…

ସମଗ୍ର ରାଜ୍ୟରୁ ନୂଆ ଥାନା ଏବଂ ଫାଣ୍ଡି ପ୍ରତିଷ୍ଠା ପାଇଁ ୨୭ଟି ପ୍ରସ୍ତାବ ଆସିଛି: ମନ୍ତ୍ରୀ

ଭୁବନେଶ୍ବର: ସମଗ୍ର ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୨୭ଟି ପ୍ରସ୍ତାବ ଆସିଛି ନୂଆ ଥାନା ଏବଂ ଫାଣ୍ଡି କରିବା ପାଇଁ ଜିଲ୍ଲାରୁ ପ୍ରସ୍ତାବ ଆସିବା ପରେ ବିଭାଗ ତା ଉପରେ ନିଷ୍ପତ୍ତି ନେବ । ଯେଉଁ ଯେଉଁ ସ୍ଥାନରେ ସମ୍ଭାବନା ଅଛି ଥାନା ଏବଂ ଫାଣ୍ଡି ନିର୍ମାଣ ପାଇଁ ସେଗୁଡ଼ିକ ଉପରେ ବିଭାଗ ବିଚାର କରିବ…

୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି । ଏପ୍ରିଲରୁ କୋରାପୁଟ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଆଇସିୟୁ…