Latest Odisha News

BREAKING NEWS

Browsing Category

ସହର

City

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା…

ଓଡ଼ିଶା ରାଜ୍ୟ ପାନୀୟ ନିଗମ ଓ ଅବକାରୀ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ରାଜ୍ୟ ପାନୀୟ ନିଗମର କାର୍ଯ୍ୟାଳୟରେ ସେଣ୍ଟ୍ରାଲ ସିସିଟିଭି ମନିଟରିଙ୍ଗ୍‌ ସିଷ୍ଟମ, ଅଟୋ ଇଣ୍ଡେଟିଂ ଅନୁମୋଦନ ସିଷ୍ଟମ, ଓଡ଼ିଶା ରାଜ୍ୟ ପାନୀୟ ନିଗମର ସରକାରୀ ଟ୍ରେଜେରୀ ସହିତ ସଂଯୋଗୀକରଣର ଉଦ୍‌ଘାଟନ କରିଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…

ରାଜ୍ୟକୁ ପୁଣି ଫେରୁଛି ତାତି, ୧୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: କାଳବୈଶାଖୀ ଯୋଗୁ କିଛି ଦିନର ଆଶ୍ବସ୍ତି ପରେ ଏବେ ରାଜ୍ୟକୁ ଧିରେ ଧିରେ ତାତି ଫେରୁଛି । ଆଜିଠୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଯାହା ଫଲେ ଭୀଷଣ ତାତି ଓ ଗୁଳୁଗୁଳି ଅନୁଭୁତ ହେବ । ଏହା ସହ ଝାଞ୍ଜି ପବନ ମଧ୍ୟ ବହିବା…

ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା; ଏହି ମାନଙ୍କୁ ମିଳିବ ୫୦ ପ୍ରତିଶତ ରିହାତି

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା । ମୁଖ୍ୟମନ୍ତ୍ରୀ ବସ୍‌ ସେବାରେ ମହିଳା, ଦିବ୍ୟାଙ୍ଗ ଓ କିନ୍ନରମାନଙ୍କୁ ୫୦ ପ୍ରତିଶତ ରିହାତି ମିଳିବ । ସେହିପରି ଛାତ୍ର, ବରିଷ୍ଠ ନାଗରିକମାନେ ମଧ୍ୟ ୫୦ ପ୍ରତିଶତ ରିହାତିରେ ଯାତ୍ରା କରିପାରିବେ । ବସ୍‌ରେ ସିସିଟିଭି, ଲାଇଭ…

ଆମ ସଂସ୍କୃତିରେ ‘ସିନ୍ଦୂର’ ପରମ୍ପରା ସହ, ତ୍ୟାଗ ଓ ସଂକଳ୍ପର ପ୍ରତୀକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତୀୟ ସେନା । ଏହି ସମୟରେ କରାଯାଇଥିବା ଏୟାର ଷ୍ଟ୍ରାଇକର ନାଁ ରହିଛି 'ଅପରେଶନ ସିନ୍ଦୂର' । ଏହାକୁ ନେଇ ଟ୍ବିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଏକ୍ସରେ ଲେଖିଛନ୍ତି ଯେ, ''ଆମ ସଂସ୍କୃତିରେ 'ସିନ୍ଦୂର'କେବଳ…

‘ଅପରେସନ ସିନ୍ଦୁର’: ସାମ୍ନାକୁ ଆସିଲା ପହଲଗାମରେ ପ୍ରାଣ ହରାଇଥିବା ପରିବାର ସଦସ୍ୟଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ/ଭୁବନେଶ୍ବର: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଛି ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ 'ଅପରେସନ ସିନ୍ଦୂର' ସଫଳ ହୋଇଛି । ପାକିସ୍ତାନରେ ଆତଙ୍କବାଦ ବିରୋଧରେ ଏହି ଜବାବୀ କାର୍ଯ୍ୟାନୁଷ୍ଠାନ ପରେ ସାରା ବିଶ୍ବକୁ ଅବଗତ କରିଛି ଭାରତ । ଏହି ଏୟାର…

ରାଜଧାନୀରୁ ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ଆଜି ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ ହୋଇଛି । ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବାବେଳେ ଲବଣ ଗିରି ପାଞ୍ଚ ଗାଁ ଛକରେ ମାଡ଼ି ବସିଲା ଏସଟିଏଫ୍ ଟିମ୍ । ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି । ତାଙ୍କ ନିକଟରୁ ୨୬୩ ଗ୍ରାମର ଧଳାଜହର ଜବତ…

ପୁଣି ବଢିଲା ସୁନା ଦର: ଜାଣନ୍ତୁ କେତେ ରହିଛି ଦାମ୍

ଭୁବନେଶ୍ବର: ହୁ ହୁ ହେଇ ବଢ଼ି ଚାଲିଛି ସୁନା ଦର । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କିଛି ଦିନର ଆଶ୍ୱସ୍ତି ପରେ ପୁଣି ସୁନା ଦରରେ ବୃଦ୍ଧି ଘଟି ଆକାଶ ଛୁଆଁ ହୋଇଛି । ଆଜି ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୮,୪୬୦ ଟଙ୍କା ରହିଛି । ଗତକାଲି ଅର୍ଥାତ୍…

ଦୀଘା ମନ୍ଦିରକୁ ଧାମ କହିବା ଠିକ୍‌ ନୁହେଁ: ଶଙ୍କରାଚାର୍ଯ୍ୟ

ଭୁବନେଶ୍ବର: ବର୍ତ୍ତମାନ ବିବାଦର ମୋଡ ନେଉଥିବା ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶଙ୍କରାଚାର୍ଯ୍ୟ । ଜ୍ୟୋର୍ତି ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରନନ୍ଦ ସରସ୍ବତୀ କହିଛନ୍ତି ଯେ, ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ୍ ନୁହେଁ । ସେ ଆହୁରି…

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରୀ ପରେ ଟ୍ବିଟ୍ କରି ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ସୋମବାର ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ଦେଇଛନ୍ତି । ବିମାନ ବନ୍ଦରକୁ ଅନୁମୋଦନ କଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ କିଞ୍ଜାରାପୁଙ୍କୁ…