Latest Odisha News

BREAKING NEWS

Browsing Category

ସହର

City

୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ୍-୨୦୨୫ ଉଦଘାଟିତ

ଭୁବନେଶ୍ବର: ଆଜି ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ୍-୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ…

ଆସନ୍ତାକାଲି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ବିଶାଳ ଯୋଗ ମହୋତ୍ସବ

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୭ ତାରିଖରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏକ ବିଶାଳ ‘ଯୋଗ ମହୋତ୍ସବ’ ଆୟୋଜନ କରାଯିବ । ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହେବାକୁ ଯାଉଛି । କେନ୍ଦ୍ର…

ରାମ ନବମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ଶ୍ରୀରାମ ନବମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ପ୍ଲାଟପର୍ମ 'ଏକ୍ସ' ରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ…

ଦ୍ବିତୀୟ ଥର ପାଇଁ ପ୍ରଶିକ୍ଷଣ ନେବେ ବିଜେପି ସାଂସଦ ଓ ବିଧାୟକ

ଭୁବନେଶ୍ବର: ରାଜ୍ୟରେ ଦ୍ବିତୀୟ ଥର ପାଇଁ ସାଂସଦ ଓ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବାକୁ ଯାଉଛି । ଆସନ୍ତା ୧୨ ଓ ୧୩ ତାରିଖରେ ପୁରୀ ମେରାଇନ୍ ଡ୍ରାଇଭ୍ ରୋଡ୍‌ ରେ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ । ଏହି ପ୍ରଶିକ୍ଷଣ ଶିବିରକୁ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା…

ଓଲଟିଲା ତୀର୍ଥଯାତ୍ରୀ ବସ୍‌; ଜଣେ ମୃତ, ୨୦ରୁ ଊର୍ଦ୍ଧ୍ବ ଗୁରୁତର

ଭୁବନେଶ୍ବର: ରାତିଅଧରେ ଓଲଟିଲା ତୀର୍ଥଯାତ୍ରୀ ବସ୍ । ପୁରୀ-ଭୁବନେଶ୍ବର ଜାତୀୟ ରାଜପଥର ସିଫା ଠାରେ ଏକ ତୀର୍ଥଯାତ୍ରୀ ବସ୍ ରାତ୍ର ୩ଟା ସମୟରେ ଓଲଟି ପଡିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ, ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ କ୍ୟାପିଟାଲ…

ପିଏମ୍ ଜନମନ ଯୋଜନାରେ ୨୮ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ (ପିଏମ୍ ଜନମନ) ଯୋଜନାରେ ଓଡ଼ିଶାର ୨୬ଟି ସଡ଼କ ଏବଂ ଦୁଇଟି ସେତୁ ପ୍ରକଳ୍ପକୁ ମଞ୍ଜୁର କରିଛି କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ । ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ମନ୍ତ୍ରଣାଳୟ…

ଏପ୍ରିଲ ୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫, ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ…

ଏପ୍ରିଲ ୭ରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଏପ୍ରିଲ ୭ ତାରିଖରୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୮ରେ ଦିଲ୍ଲୀ ନିବେଶକ ସମ୍ମିଳନୀରେ ଯୋଗଦେବେ । ବଡ଼ ବଡ଼ ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ନାଫ୍ଟା…

ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ଼ ଆୟୋଜିତ

ଭୁବନେଶ୍ୱର: ସମୃଦ୍ଧ ଶିଳ୍ପ-ସ୍ଥାପତ୍ୟ, କଳା-ଭାସ୍କର୍ଯ୍ୟ, ସାଂସ୍କୃତିକ ବିଭବ ଏବଂ ଐତିହ୍ୟ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଆମ ରାଜ୍ୟ ଓଡ଼ିଶା । ତେବେ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଏକ ଐତିହ୍ୟ ଗଣଦୌଡ଼ର ଆୟୋଜନ ହୋଇଯାଇଛି । ଓଡ଼ିଶାରେ ରହିଥିବା ଐତିହ୍ୟ ସ୍ଥଳୀଗୁଡ଼ିକର ବହୁଳ ପ୍ରଚାର ଓ…

ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଆସନ୍ତା ୧୩ ଓ ୧୪ ତାରିଖରେ ୭୭ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏଥିନିମନ୍ତେ ପୂର୍ବରୁ ସରକାରଙ୍କ ପକ୍ଷରୁ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏହାକୁ ମହା ଆଡ଼ମ୍ବରରେ ପାଳନ କରିବା ସହ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ୟାରେଡ ଓ ବିଭିନ୍ନ ପ୍ରତିଯୋଗୀତା…