Latest Odisha News

BREAKING NEWS

Browsing Category

ସହର

City

ଆସନ୍ତା ୧୦ ଯାଏଁ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା; ସେପଟେ, କାଳବୈଶାଖୀରେ ତାଣ୍ଡବରେ ୨ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ, ଅପରାହ୍ନ ହେବା ମାତ୍ରେ, କାଳବୈଶାଖୀ ତାର ତାଣ୍ଡବ ରଚୁଛି । କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଝଡ଼ତୋଫାନ ସହ ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱରରୁ ନେଇ ନୟାଗଡ଼,…

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌

ଭୁବନେଶ୍ବର: ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥରେ ସାମିଲ କରାଯାଇଥିବା କେତେକ ରେଳ ଷ୍ଟେସନ୍‌କୁ ନେଇ କିଛି ଆଶଙ୍କା ଓ ଚିନ୍ତା ପ୍ରକାଶ ପାଇଛି । ଏହା ସମ୍ବନ୍ଧରେ ପ୍ରକୃତ ସ୍ଥିତି ନିମ୍ନରୂପେ ସ୍ପଷ୍ଟ କରାଯାଉଛି... ପଲାସା - ଇଚ୍ଛାପୁରମ୍ ସେକ୍ସନ୍ (୫୦ କିଲୋମିଟର) ରେ ପଲାସା,…

ଶିକ୍ଷା ବ୍ୟବସ୍ଥାର ଅବ୍ୟବସ୍ଥା ମଧ୍ୟରେ ନୂଆ ନୀତି; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ଚିନ୍ତା ବୃଦ୍ଧି..

ଭୁବନେଶ୍ୱର: ରାଜ୍ୟରେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇଥିବା ସତ୍ତ୍ୱେ ଏବେ ପର୍ଯ୍ୟନ୍ତ ଅନେକ ସ୍କୁଲରେ ଛାତ୍ରଛାତ୍ରୀମାନେ ପାଠ୍ୟପୁସ୍ତକ ପାଇ ପାରିନାହାନ୍ତି । ବହି ଅଭାବ ଯୋଗୁ ଶିକ୍ଷା ଆରମ୍ଭରେ ଗୁରୁତର ବିଘ୍ନ ସୃଷ୍ଟି ହୋଇଛି ଏବଂ ଶିକ୍ଷକମାନେ ପାଠ ପଢ଼ାଇବାରେ ଅସୁବିଧା ଭୋଗୁଥିବା ଅଭିଯୋଗ…

Revenue Service: ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ

ଭୁବନେଶ୍ୱର: ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗୀୟ କାର୍ଯ୍ୟ ସହ ଆମ ସାଥୀ ଚାଟ୍ ବଟ୍ ର ଉପଯୋଗିତା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ହ୍ବାଟସଆପ୍…

ସମସ୍ତ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଅତ୍ୟନ୍ତ ଆବଶ୍ୟକ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ସ୍କୁଲ ଗୁଡ଼ିକରେ ନିଜସ୍ୱ ପ୍ରକାଶନୀ ବହି ବିକ୍ରି କରି ଅଭିଭାବକଙ୍କୁ ଶୋଷଣ କରିବା ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର । ଘରୋଇ ସ୍କୁଲ ଗୁଡିକ ଭିନ୍ନ ଭିନ୍ନ ପବ୍ଲିକେସନ୍ ପୁସ୍ତକ ପଢ଼ାଯାଉଥିବା ନେଇ ଗଣଶିକ୍ଷା ମନ୍ତ୍ରୀ ଚେତାବନୀ ଦେଇଛନ୍ତି । ଘରୋଇ ସ୍କୁଲ୍…

ରାଜ୍ୟ କ୍ୟାବିନେଟ୍‌ର ଐତିହାସିକ ନିଷ୍ପତ୍ତିକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସ୍ୱାଗତ

ଭୁବନେଶ୍ୱର: ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ସହ ସାମାଜିକ ନ୍ୟାୟ ପ୍ରଦାନ ଦିଗରେ ରାଜ୍ୟ କ୍ୟାବିନେଟ୍‌ର ଐତିହାସିକ ନିଷ୍ପତ୍ତିକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଛନ୍ତି । ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି, ଅନ୍ୟାନ୍ୟ ଉଚ୍ଚ ଶିକ୍ଷା ତଥା…

୨୭୮୧ କୋଟି ଟଙ୍କାର ବ୍ୟାପକ ବନ୍ୟା ପରିଚାଳନା ଯୋଜନା ପ୍ରସ୍ତୁତ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ଦ୍ୱାରା ହେଉଥିବା କ୍ଷୟକ୍ଷତିକୁ ହ୍ରାସ କରିବାକୁ ସରକାର ନୂଆ ଯୋଜନା ଆଣିଛନ୍ତି । ୨୭୮୧ କୋଟି ଟଙ୍କାର ବ୍ୟାପକ ବନ୍ୟା ପରିଚାଳନା ଯୋଜନା ପ୍ରସ୍ତୁତ ହୋଇଛି । ଏହି ଯୋଜନା ଆସନ୍ତା ୫ବର୍ଷ(୨୦୨୫- ୨୬ରୁ ୨୦୨୯-୩୦) ମଧ୍ୟରେ ଲାଗୁ ହେବ । ଏହାକୁ ରାଜ୍ୟ କ୍ୟାବିନେଟ…

ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ 'ଓଡ଼ିଆ ପକ୍ଷ' ଅବସରରେ ୫ମ ଦିନରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ 'ଐତିହ୍ୟ ଗଣଦୌଡ଼' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୫ଟା ୩୦ରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର ମନ୍ଦିର…

‘ପୂର୍ବତଟ ରେଳପଥକୁ ଦୂର୍ବଳ କରିବା ପାଇଁ କେନ୍ଦ୍ର ସରକାରଙ୍କ ଓଡ଼ିଶା ବିରୋଧୀ ନୀତିକୁ ବରଦାସ୍ତ କରାଯିବ…

ଭୁବନେଶ୍ୱର: ପାଲାସା–ଇଚ୍ଛାପୁରମ୍ ରେଳ ବିଭାଗକୁ ପୂର୍ବତଟ ରେଳପଥ ଜୋନ୍‌ରୁ ଦକ୍ଷିଣ ଉପକୂଳ ରେଳପଥ (SCoRly) କୁ ସ୍ଥାନାନ୍ତରଣ ନେଇ ଆଜି ଓଡ଼ିଶାର ୧୦ଟି ବିରୋଧୀ ଦଳର ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶାର ସ୍ୱାର୍ଥବିରୋଧୀ,ଅନ୍ୟାୟ ଓ…

୨୦୨୮ରେ ଆୟୋଜନ କରିବା ପାଇଁ ଓଡିଶା ପ୍ରସ୍ତୁତ, କାଉଣ୍ଟଡାଉନ୍ ଆରମ୍ଭ

ଭୁବନେଶ୍ବର: ଆଜି କଳିଙ୍ଗ ଷ୍ଟାଡିୟମ ଠାରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଶ୍ବ ଆଥଲେଟିକ୍‌ସ ଚମ୍ପିଅନସିପ୍‌ର ପତାକା ପ୍ରଦାନ କରିଛନ୍ତି । ଏଥିସହିତ ଓଡିଶା ୨୦୨୮ରେ ଏହି ଗୌରବଜନକ ଚମ୍ପିଅନସିପ୍ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ…