Latest Odisha News
Browsing Category

ସହର

City

ମହାକୁମ୍ଭ ମେଳା ୨୦୨୫; ଓଡିଶାରୁ ଏବଂ ଓଡିଶା ମଧ୍ୟଦେଇ ପ୍ରୟାଗରାଜକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର: ଆସନ୍ତା ୧୩ ରୁ ୨୬ ଧରି ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆୟୋଜିତ ହେବ । ଏଥିପାଇଁ ଓଡିଶାରୁ ଏବଂ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା ୨୦୨୫ ପାଇଁ ପ୍ରୟାଗରାଜକୁ ସ୍ୱତନ୍ତ୍ର ଟ୍ରେନ ଚାଲିବ । ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା…

୨୦୨୯ ବେଳକୁ ଦେଶରେ ଟୁରିଜିମ୍ ହବ୍ ହେବ ଓଡ଼ିଶା

ଭୁବନେଶ୍ବର: ଏବେ ଓଡିଶାର ପର୍ଯ୍ୟଟନସ୍ଥଳୀ ଗୁଡିକ ଆଉ ଲୁକ୍କାଇତ ହୋଇରହିବନି । ସମସ୍ତ ପର୍ଯ୍ୟଟନସ୍ଥଳୀର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଭରପୁର ଉପଭୋଗ କରିବେ ପର୍ଯ୍ୟଟକ । କାରଣ ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା । ଏଭଳି କିଛି…

ଆସନ୍ତା ୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରି ବାବୁ କମ୍ଭାମପତି

ଭୁବନେଶ୍ବର: ଜାନୁଆରୀ ୩ ତାରିଖରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଏନେଇ ଆସନ୍ତାକାଲି ଭୁବନେଶ୍ୱର ଆସିବେ ନୂଆ ରାଜ୍ୟପାଳ । ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ସୂଚନା…

ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା

ଭୁବନେଶ୍ଵର: ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଇ-କେୱାଇସି ଡାଟାବେସ୍‌କୁ ଆଧାର କରି ଏହି କାର୍ଡ ଦିଆଯିବ । ଯେଉଁମାନଙ୍କର ଇ-କେୱାଇସି ହୋଇନାହିଁ ସେମାନଙ୍କ ନା କୁ ସରକାର ବିଚାରକୁ ନେବେ।…

ପ୍ରବାସୀ ଭାରତୀୟ ଦିବସ: ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି

ଭୁବନେଶ୍ୱର: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ…

ନୂଆବର୍ଷ ପାଳିବେନି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାତି ପାହିଲେ ୨୦୨୪କୁ ବିଦାୟ ଦେଇ ପାଦ ଥାପିବ ୨୦୨୫ । ନୂଆବର୍ଷକୁ ସ୍ୱାଗତ କରିବାକୁ ସମସ୍ତଙ୍କ ମନରେ ପ୍ରବଳ ଉତ୍ସାହ ରହିଛି । ହେଲେ ଏଥର ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ…

ରାଜ୍ୟର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର: ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି । ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା । ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍‌…

ବାଘୁଣୀ ଜିନ୍ନତକୁ ଶିମିଳିପାଳ ଫେରାଇବାକୁ ଏନଟିସିଏର ନିର୍ଦ୍ଦେଶ

ଭୁବନେଶ୍ବର: ଶିମିଳିପାଳ ସୀମା ଡେଇଁ ଝାଡଖଣ୍ଡ ପରେ ପଶ୍ଚିମବଙ୍ଗ ଚାଲିଯାଇଥିଲା ମରାଠା ବାଘୁଣୀ ଜିନ୍ନତ । ହେଲେ ଏବେ ତାକୁ ଟ୍ରାଙ୍କୁଲାଇଜ୍ କରି ଆଲିପୁର ଚିଡ଼ିଆଖାନାରେ ରଖାଯାଇଛି । ଅନ୍ୟପଟେ, ଜିନ୍ନତକୁ ଶିମିଳିପାଳ ଫେରାଇବାକୁ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛି ଏନଟିସିଏ ।…

ପିଏମ୍-ଉଷା ଯୋଜନାରେ ଓଡ଼ିଶାକୁ ୬୭୦ କୋଟି ଟଙ୍କା ଅନୁଦାନ

ଭୁବନେଶ୍ବର: ପିଏମ୍-ଉଷା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗବେଷଣା ପାଇଁ ପିଏମ୍-ଉଷା ଯୋଜନାରେ ଓଡିଶାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ୬୭୦ କୋଟି ଟଙ୍କା ପ୍ରଦାନ କରାଯିବ । ରେଭେନ୍ସା ବିଶ୍ବବିଦ୍ୟାଳୟ,…

୩୮ ବର୍ଷ ହେଲାଣି ରାଜ୍ୟର ଏହି ଗାଁ ପାଳିନି ନୂଆବର୍ଷ…

ବାଲେଶ୍ବର: ରାତିପାହିଲେ ନୂଆବର୍ଷର ଆଗମନ । ୨୦୨୫ ପ୍ରବେଶକୁ ଧୂମଧାମରେ ପାଳନ କରିବ ପୂରା ଦେଶ । ହେଲେ ସେଠି ରାଜ୍ୟର କିଛି ଏମିତି ସ୍ଥାନ ରହିଛି, ଯେଉଁଠି ନୂଆବର୍ଷା ଆସିଲେ ଲୁମଟାଙ୍କୁରୀ ଉଠେ, ଆଖି ଭରିଯାଏ । ଆଉ ମନେପଡିଯାଏ ସେଦିନର ସେ କରାଳ ଦିନ । ଯାହାକୁ ଆଜି ବି ଭୁଲି ନାହାନ୍ତି ଗାଁ…