Latest Odisha News

BREAKING NEWS

Browsing Category

ସହର

City

ଆହୁରି ୨୪ ଘଣ୍ଟା ସିଝିବ ଓଡିଶା: ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳିରେ କଲବଲ ରାଜ୍ୟବାସୀ । ଆହୁରି ୨୪ ଘଣ୍ଟା ଗ୍ରୀଷ୍ମ ପ୍ରବାହ ବଢିବ । ଫଳରେ ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ୮ ଜିଲ୍ଲାକୁ ହିଟ୍ ୱେଭ୍ ଜାରି କରିଛି ପାଣିପାଗ ବିଭାଗ । ସେହି…

ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାରରୁ ଉର୍ଦ୍ଧ୍ବ ମହିଳା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି…

ରାଶନ କାର୍ଡକୁ ନେଇ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ୨୦…

ବଜ୍ରପାତ ରୋକିବାକୁ ପ୍ରୟାସ; ୧୯ ଲକ୍ଷ ତାଳଗଛ ରୋପଣ

ଭୁବନେଶ୍ଵର: ବର୍ତ୍ତମାନ ସମୟରେ ବ୍ରଜପାତ ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ସାରା ଦେଶ ଭିତରେ ଓଡିଶାରେ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା ସବୁଠୁ ଅଧିକ । ଗତ ୫ ବର୍ଷରେ ରାଜ୍ୟରେ ବଜ୍ରପାତରେ ଯାଇଛି ୧୪୧୮ ଜୀବନ । ୨୦୨୦-୨୦୨୫ ମସିହା ୫ ବର୍ଷ ମଧ୍ୟରେ ୧୪୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ…

ପ୍ରବଳ ଖରା ପାଇଁ ଏହି ସମୟରେ ମିଳିବ ରାସନ ସାମଗ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ପିଡ଼ିଏସ ସାମଗ୍ରୀ ସକାଳ ୭…

ସଂଶୋଧନ ହେଲା ରାଉରକେଲା-ପୁରୀ ବନ୍ଦେ ଭାରତ ସେବା, ମଙ୍ଗଳବାର ଛାଡ଼ି ସବୁଦିନ ଚାଲିବ

ଭୁବନେଶ୍ବର: ରାଉରକେଲା-ପୁରୀ ବନ୍ଦେ ଭାରତ ସେବାରେ ସଂଶୋଧିତ କରାଯାଇଛି । କେବଳ ମଙ୍ଗଳବାରକୁ ବାଦ୍ ଦେଲେ ଅନ୍ୟ ଦିନ ମାନଙ୍କରେ ଜାରି ରହିବ ଟ୍ରେନ୍ ସେବା । ପୂର୍ବରୁ ଶନିବାର ବ୍ୟତିତ ସବୁ ଦିନ ଚଳାଚଳ କରୁଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌ । ସଂଶୋଧିତ ହୋଇଥିବା ସମୟ ସୂଚୀ:-…

ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର: ଏଣିକି ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଏମାନଙ୍କୁ ଏହି ଯୋଜନାରେ ସାମିଲ କରିବେ ରାଜ୍ୟ ସରକାର। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଏହା ସହିତ ଏହି ୨ଟି ଶ୍ରେଣୀର…

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

ଭୁବନେଶ୍ବର: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ସୌସେନା ବୁଧବାର ମିଳିତ ଭାବେ ସ୍ୱଦେଶୀ ଭାବେ ବିକଶିତ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛନ୍ତି । ସ୍ୱଦେଶୀ ଭାବେ ବିକଶିତ ଏହି କ୍ଷେପଣାସ୍ତ୍ରକୁ ଭୂପୃଷ୍ଠରୁ ଆକାଶ ମାର୍ଗକୁ ଭୂଲମ୍ବ ଭାବେ…

ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠିରେ ଖର୍ଚ୍ଚ ହେବ ୫୦ କୋଟି

ଭୁବନେଶ୍ୱର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ କଲ୍ୟାଣ ପାଇଁ 'ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା' ମାଧ୍ୟମରେ ରାଜ୍ୟ ସରକାରଙ୍କ ଦ୍ଵାରା ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁପତ୍ର…

ଜରୁରୀକାଳୀନ ପରିସ୍ଥିତିରେ ବନ୍ଦୀମାନଙ୍କୁ ମିଳିବ ମାସିକ ୨୦ ହଜାର ଟଙ୍କା

ଭୁବନେଶ୍ୱର: ଜରୁରୀକାଳୀନ ପରିସ୍ଥିତିରେ ବନ୍ଦୀମାନଙ୍କୁ ମାସିକ ପେନସନ ପ୍ରଦାନ ସମ୍ବନ୍ଧରେ ବୁଧବାର ବିଧାନସଭାରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ୨୫ ଜୁନ୍‌ ୧୯୭୫ରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ…