Latest Odisha News
Browsing Category

ସହର

City

୨୦ ତାରିଖକୁ ଦୀପାବଳି ଛୁଟି ଘୋଷଣା ‌କଲେ ରାଜ୍ୟ ସରକାର

ଭୁବନେଶ୍ବର: ଓଡ଼ିଶାରେ ଆସନ୍ତା ୨୦ ତାରିଖ ସୋମବାର ଦିନ ପାଳନ ହେବ ଦୀପାବଳି । ଏନେଇ ଉକ୍ତ ଦିନକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ରାଜସ୍ବ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯିବା ପରେ ମୁଖ୍ୟମନ୍ତ୍ରୀ ଏହାକୁ ଅନୁମୋଦନ କରିଛନ୍ତି । ପୂର୍ବରୁ ୨୧ ତାରିଖକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ଦେଶର ୭ଟି ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ ସମେତ ନୂଆପଡ଼ା ଉପନିର୍ବାଚନ ମଣ୍ଡଳୀ ପାଇଁ ଭାରତ ନିର୍ବାଚନ ଆୟୋଗ ପ୍ରାର୍ଥୀମାନଙ୍କ ସମସ୍ତ ପୂର୍ବବର୍ତ୍ତୀ ଅପରାଧିକ ତଥ୍ୟ ପରିପ୍ରକାଶ ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ…

ଋଷିକେଶରେ ଅଦିନିଆ ରଥଯାତ୍ରାକୁ ନେଇ ନିଜ ପକ୍ଷ ରଖିଲା ଇସ୍କନ

ଭୁବନେଶ୍ୱର: ଅଦିନିଆ ରଥଯାତ୍ରା ଉପରେ ଗୁରୁବାର ଇସ୍କନ ଋଷିକେଶ ପକ୍ଷରୁ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍କନ ପକ୍ଷରୁ ଏକ ସୂଚନା ଜାରି କରି କୁହାଯାଇଛି ଯେ, ଅଦିନିଆ ରଥଯାତ୍ରାରେ ଇସ୍କନ ଋଷିକେଶର କୌଣସି ଭୂମିକା ନଥିଲା । ଏହି ରଥଯାତ୍ରା ମଧୁବନ ଆଶ୍ରମ ଦ୍ୱାରା କରାଯାଇଥିଲା । ଏହି…

ନୂଆପଡା ଉପନିର୍ବାଚନ ପ୍ରଚାର ପାଇଁ ୫୨ ଜଣ ନେତାଙ୍କୁ ମିଳିଲା ଗୁରୁ ଦାୟିତ୍ବ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ୨୦୨୫ ପାଇଁ ବିଜୁ ଜନତା ଦଳ ଗୁରୁବାର ଦିନ ଦାୟିତ୍ବ ବଣ୍ଟନ କରିଛି । ପ୍ରଚାର ପାଇଁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୫୨ ଜଣ ବିଜେଡି ନେତାଙ୍କୁ ନିୟୋଜିତ କରିଛନ୍ତି । ନୂଆପଡ଼ା ଏନଏସି, କୋମନା ବ୍ଲକ ଓ ଖରିଆରରୋଡ୍‌ ଏନଏସିରେ ଦଳର ନେତାମାନଙ୍କୁ ଦାୟିତ୍ବ…

ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀର ମୁଖ୍ୟ ଦଲାଲ ଗିରଫ

ଭୁବନେଶ୍ୱର: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । କେଳେଙ୍କାରୀର ମୁଖ୍ୟ ଦଲାଲ ମୁନା ମହାନ୍ତିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ସମେତ ମୋଟ ୩ ଜଣଙ୍କୁ ଦଶପଲ୍ଲା ନିକଟରୁ ଗିରଫ କରାଯାଇଛି । ମୁନା ପୂର୍ବରୁ ଦଶପଲ୍ଲାର ଏକ ଫାର୍ମ…

ନୁଆପଡାର ସାମଗ୍ରିକ ବିକାଶ ଦାୟିତ୍ୱ ମୁଁ ନେଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ନୂଆପଡା ରାଜନୈତିକ ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡି ହେବାକୁ ଯାଉଛି । କେବଳ ନୂଆପଡା ନିର୍ବାଚନମଣ୍ଡଳୀ ନୁହେଁ, ସମଗ୍ର ନୂଆପଡା ଜିଲ୍ଲାର ଜଣେ ଲୋକପ୍ରିୟ ଜନପ୍ରତିନିଧିଙ୍କ ସୁଯୋଗ୍ୟ ଦାୟାଦ ଆଜି ତାଙ୍କ ପିତାଙ୍କ ଅଧୁରା ସ୍ୱପ୍ନକୁ ପୁରଣ କରିବା ପାଇଁ ଭାରତୀୟ ଜନତା ପାର୍ଟୀର…

ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟରେ ହତାଶଭାବ ସ୍ପଷ୍ଟ ପରିଲକ୍ଷିତ ହୋଇଛି: ବିଜେଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ନୂଆପଡାରେ ଦେଇଥିବା ବକ୍ତବ୍ୟ ଉପରେ ବିଜୁ ଜନତା ଦଳ କଡା ପ୍ରତିକ୍ରିୟା ଦେଇଛି । ନୂଆପଡା ଡବଲ ଇଞ୍ଜିନର ବିକାଶ ଦେଖିବ ବୋଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇ, ଦୀର୍ଘ ୧୬ ମାସରେ ରାଜ୍ୟ ବିକାଶ ପରିବର୍ତ୍ତେ ବିନାଶ…

ଜନ ସମ୍ପର୍କ ପଦଯାତ୍ରାରେ ଯୋଗଦେଲେ ନବୀନ, ‘ସେବା ବିଜୁ ଜନତା ଦଳର ମନ୍ତ୍ର’

ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ପୂର୍ବାହ୍ନରେ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ଗଙ୍ଗନଗର ବିଜୁ ଆଦର୍ଶ କଲୋନୀରେ ଆୟୋଜିତ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ବିଜେଡିର ନେତା ଓ କର୍ମୀ ମାନଙ୍କ ଗହଣରେ ଶ୍ରୀ…

ଜାତୀୟ ସ୍ତରରେ ପ୍ୟାଲିଏଟିଭ୍ କେୟାରର ସର୍ବଶ୍ରେଷ୍ଠ ଅଭ୍ୟାସ ପାଇଁ ପ୍ରଥମ ସ୍ଥାନରେ ଓଡିଶା

ଭୁବନେଶ୍ଵର: ଜାତୀୟସ୍ତରରେ ବିଶ୍ୱ ହସ୍ପିସ୍ ଏବଂ ପ୍ୟାଲିଏଟିଭ୍ କେୟାର୍ ଦିବସ ୨୦୨୫ ଭୁବନେଶ୍ୱରର ବାଗଚି କରୁଣାଶ୍ରୟ ପ୍ୟାଲିଏଟିଭ୍ କେୟାର୍ ସେଣ୍ଟରରେ ପାଳିତ ହୋଇଛି । ଓଡିଶା ରାଜ୍ୟକୁ ଜାତୀୟ ସ୍ତରରେ ପ୍ୟାଲିଏଟିଭ୍ କେୟାର୍ ର ସର୍ବଶ୍ରେଷ୍ଠ ଅଭ୍ୟାସ ପାଇଁ ପ୍ରଥମ ସ୍ଥାନ ପୁରସ୍କାର…

ତତ୍ପରତା ଦେଖାଇଲା ଜେଲ ବିଭାଗ; ସବୁ ଜେଲକୁ ଅଚାନକ ପରିଦର୍ଶନ କରିବେ ଜିଲ୍ଲାପାଳ ଏବଂ ଏସପି

ଭୁବନେଶ୍ବର: ଲଗାତାର ଦୁଇଟି ଜେଲରୁ କଏଦୀ ଫେରାର ହେବା ପରେ ଏବେ ଜେଲ ବିଭାଗର ଚେତା ପଶିଛି । ରାଜ୍ୟରେ ଥିବା ସବୁ ଜେଲକୁ ଅଚାନକ ପରିଦର୍ଶନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଡିଜି । ଏନେଇ ସମସ୍ତ ଜିଲାପାଳ ଓ ଏସପିଙ୍କୁ ଜେଲ ଡିଜି ସୁଶାନ୍ତ ନାଥ ଚିଠି ଲେଖିଛନ୍ତି । ଏଥିସହ ଜେଲ ପରିଚାଳନାରେ…