Latest Odisha News

BREAKING NEWS

Browsing Category

ସହର

City

ଭୂମିହୀନଙ୍କ ପାଇଁ ବଡ ଘୋଷଣା, ସରକାର ଦେବେ ୪ ଡେସିମିଲି ଜମି

ଭୁବନେଶ୍ବର: ଭୂମିହୀନଙ୍କୁ ମିଳିବ ଜମି। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।  ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ୪ ଡେସିମିଲ ଜମି…

ରାଜ୍ୟ ସଭା ଉପନିର୍ବାଚନ: ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍‌ କୁମାର

ଭୁବନେଶ୍ୱର : ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ସୁଜିତ କୁମାର। ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନପତ୍ର ଭରିଥିଲେ ସୁଜିତ୍‌। ନିର୍ବାଚନ ଜିତିବା ପରେ ସୁଜିତ୍‌ କହିଛନ୍ତି, ନେତା ବିଜେଡିରୁ ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦%…

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ମିଳିବ ଉତ୍ତମ ସ୍ଵାସ୍ଥ୍ୟସେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ବାସ୍ଥ୍ୟ ଓ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତମାନଙ୍କୁ ଆଜି ଲୋକସେବା ଭବନରେ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ୮୫ ହୋମିଓପାଥିକ ମେଡିକାଲ ଅଫିସର, ୨୩୯ ରେଡିଓଗ୍ରାଫର ଓ ୫୨ ଜଣ…

ରାଉରକେଲା ବିଜନେସ କନକ୍ଲେଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ରାଉରକେଲା: ଆସନ୍ତା ୨୦ ତାରିଖରୁ ୩ଦିନ ଧରି ରାଉରକେଲା ସେକ୍ଟର-୧୩ ମେଲଣ ପଡିଆରେ ହେବାକୁ ଯାଉଛି ରାଉରକେଲା ବିଜନେସ୍ କନକ୍ଲେଭ୍ । ତେବେ ରାଉରକେଲା ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟିଜ୍ ସଭାପତି ପ୍ରଭାତ ଟିବ୍ରେଓ୍ବାଲଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ…

‘ଦଲାଲ ମାନଙ୍କ ଉପରେ ରହିବ ତୀକ୍ଷ୍ଣ ନଜର’

ଭୁବନେଶ୍ୱର: ଆଜି ନୂଆ ସରକାର ଗଠନର ଛଅ ମାସ ପୂରଣ ହୋଇଛି । ଏହି ଅବସରରେ ଆଜି ରାଜ୍ୟର ଏକ ପ୍ରମୁଖ କାର୍ଯ୍ୟକ୍ରମ-୮୦୦ ଟଙ୍କା ଇନପୁଟ୍‌ ସହାୟତାରେ ଧାନ ସଂଗ୍ରହ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନରେ ଧାନ ସଂଗ୍ରହ ବ୍ୟବସ୍ଥାର ସମୀକ୍ଷା କରି…

ଆଇଏପିଏମ୍‌ର ବାର୍ଷିକ ସମ୍ମିଳନୀ: ସମ୍ ହସ୍ପିଟାଲ୍ କ୍ୟାମ୍ପସ ୧ ଏବଂ ୨ରେ ଆୟୋଜିତ ହେଲା କର୍ମଶାଳା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱର ପକ୍ଷରୁ ବୁଧବାର ୩ଟି ପ୍ରାକ୍‌-ସମ୍ମଳିନୀ କର୍ମଶାଳା ଆୟୋଜିତ ହୋଇଛି। ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ପାଥୋଲୋଜିଷ୍ଟସ ଆଣ୍ଡ ମାଇକ୍ରୋବାୟୋଲୋଜିଷ୍ଟସ…

ରାତି ଓ ଭୋର ଦୁର୍ଘଟଣା ହ୍ରାସ ପାଇଁ ଏସଟିଏର ମାଗଣା ଚା’ ବଣ୍ଟନ

ଭୁବନେଶ୍ୱର/କଟକ: ଦୁର୍ଘଟଣା ହ୍ରାସ ପାଇଁ ନୂଆ ପଦକ୍ଷେପ ନେଉଛି ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)।  ଶୀତ ଋତୁରେ ବିଳମ୍ବିତ ରାତି ଓ ଭୋରରେ ଘଟୁଥିବା ଦୁର୍ଘଟଣା ହ୍ରାସ କରିବାକୁ ମାଗଣା ଚା ବାଣ୍ଟୁଛି ବିଭାଗ। ଚାଳକଙ୍କୁ ସତେଜ ଓ ସଚେତନ ରଖିବାକୁ ଜାତୀୟ ରାଜପଥ କଡ଼ରେ ମାଗଣା ଚା' ବଣ୍ଟନ…

ଓଡିଶାରେ ୨୭ଟି ଉତ୍ପାଦ ଓ ସାମଗ୍ରୀକୁ ମିଳିଛି ଜିଆଇ ମାନ୍ୟତା: ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର କେଉଁ କେଉଁ ଜିଲ୍ଲାର କେଉଁ ଉତ୍ପାଦିତ ସାମଗ୍ରୀକୁ ଭୌଗଳିକ ସୂଚକାଙ୍କ ମାନ୍ୟତା ମିଳିଛି ଏନେଇ ବୁଧବାର ପ୍ରଶ୍ନ କରିଛନ୍ତି ତାରା ପ୍ରସାଦ ବାହିନୀପତି । ତାଙ୍କ ପ୍ରଶ୍ନରେ ଜବାବ ରଖି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟେଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି ଯେ,…

ଆସିକା ବିଧାୟକଙ୍କ ଦାବି, କାହିଁକି ବଢୁନି ଆସ୍କା-୪୦ର ଦର?

ଭୁବନେଶ୍ୱର: ବୁଧବାର ବିଧାନସଭାରେ ଆସ୍କା-୪୦ର ଦର ବୃଦ୍ଧି ଦାବି କରିଛନ୍ତି ବିଧାୟକ ସରୋଜ ପାଢ଼ୀ । ବର୍ତ୍ତମାନ ପ୍ରତ୍ୟେକ ଜିନିଷର ବଜାର ଦର ଅହେତୁକ ଭାବେ ବୃଦ୍ଧି ପାଉଛି । ଆସିକା ଚିନି କଳ କ୍ଷତି ସହୁଥିଲେ ସୁଦ୍ଧା ୫ ବର୍ଷ ହେବ କାହିଁକି ଆସ୍କା-୪୦ର ମୂଲ୍ୟ ବୃଦ୍ଧି ହେଉନାହିଁ ବୋଲି…

ଇଂରାଜୀ ଲିଙ୍କ୍ ଲାଙ୍ଗୁଏଜ୍ ହୋଇପାରେ, କିନ୍ତୁ ମାତୃଭାଷାର ବିକଳ୍ପ ହୋଇପାରିବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଇଂରାଜୀ ଭାଷା ଲିଙ୍କ୍ ଲାଙ୍ଗୁଏଜ୍ ହୋଇପାରେ, କିନ୍ତୁ ମାତୃଭାଷାର ବିକଳ୍ପ ହୋଇପାରିବ ନାହିଁ । ଆଜିକାଲି ପିଲାମାନେ ଇଂରାଜୀ ଭାଷାକୁ ଯୋଗାଯୋଗର ଏକ ମାଧ୍ୟମ ଭାବେ ବ୍ୟବହାର ନକରି, ଇଂରାଜୀ କହିବାକୁ ଏକ ଫେସନ୍ ଭାବେ ଗ୍ରହଣ କରୁଛନ୍ତି । ଇଂରାଜୀ ମିଡିଅମ୍‌ରେ ପଢୁଥିବା ଅନେକ…