Latest Odisha News

BREAKING NEWS

Browsing Category

ସହର

City

କିମ୍‍ସରେ ବିଂଶତମ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ଉଦ୍‍ଘାଟିତ

ଭୁବନେଶ୍ୱର: ଆସୋସିଏସନ୍‍ ଅଫ୍‍ ଫୋନୋ ସର୍ଜନ୍ସ ଅଫ୍‍ ଇଣ୍ଡିଆ (ଏପିଏସ୍‍ଆଇ)ର ୨୦ତମ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ‘ଫୋନୋକନ୍‍-୨୦୨୫’ ଶୁକ୍ରବାର କିମ୍‍ସରେ ଉଦଘାଟିତ ହୋଇଯାଇଛି । ୩ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ୪ ଶହରୁ ଊର୍ଦ୍ଧ୍ୱ ସ୍ୱର…

ଓସିଏସ ପ୍ରିଲିମ୍ ପରୀକ୍ଷା-୨୦୨୩; ୪୭୯୯ ଜଣ ପ୍ରାର୍ଥୀ ଉତୀର୍ଣ୍ଣ

ଭୁବନେଶ୍ୱର: ପ୍ରକାଶ ପାଇଲା ଓସିଏସ ପ୍ରିଲିମ୍ ରେଜଲ୍ଟ । ମେନ୍ ପାଇଁ ୪ ହଜାର ୭୯୯ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ ହୋଇଥିବା ବେଳେ, ଏମାନଙ୍କ ମଧ୍ୟରେ ୧୫୭୩ ମହିଳା ମେନ୍ସ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏହି ପରୀକ୍ଷା ୨୦୨୪ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ହୋଇଥିଲା । ତେବେ…

ପ୍ରକାଶ ପାଇଲା ଓସିଏସ୍‌ ପ୍ରିଲିମ୍ ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା ଓସିଏସ୍‌ ପ୍ରିଲିମ୍ ରେଜଲ୍ଟ । ମେନ୍ ପାଇଁ ୪ ହଜାର ୭୯୯ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭୩ ମହିଳା ମେନ୍ସ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଓସିଏସ୍-୨୦୨୩ ପ୍ରିଲିମ ରେଜଲ୍ଟ ପ୍ରକାଶ ପାଇଛି । ସୂଚନା ଯୋଗ୍ୟ,…

୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ଭୁବନେଶ୍ୱରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ଥରୀୟ ନିଯୁକ୍ତି ମେଳା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୂତନ ଭାବେ ମନୋନୀତ…

ରାଜଧାନୀରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ ସହ ୨୨ଟି ଟ୍ରାଫିକ୍ ସହାୟତା କେନ୍ଦ୍ର ଉଦଘାଟିତ

ଭୁବନେଶ୍ବର: ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ସେହିଭଳି ମନ୍ତ୍ରୀ ଶ୍ରୀ ମହାପାତ୍ର ଖଣ୍ଡଗିରିରେ ୨୨ଟି ଟ୍ରାଫିକ୍ ସହାୟତା କେନ୍ଦ୍ରର ଉଦ୍ଘାଟନ କରିଥିଲେ । ସ୍ମାର୍ଟ ସିଟି…

ମୋ ବସ୍ ସ୍ପିଡ୍ ରେ ଲାଗିବ ବ୍ରେକ୍; ୪୦ କିମି ବେଗରୁ ଅଧିକ ସ୍ପିଡ୍‌ରେ ଯିବନି ଗାଡି..

ଭୁବନେଶ୍ବର: ବର୍ତ୍ତମାନ ଅନେକ ସମୟରେ ଲଗାତାର ଭାବେ ରାଜଧାନୀ ରାଜ ରାସ୍ତାରେ ମୋ ବସ୍ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା କାରଣରୁ ନିକଟରେ ଏକ ୧୩ ବର୍ଷ ନାବାଳିକାର ଜୀବନ ଯାଇଥିଲା । ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା…

ଲିମ୍ଫାଟିକ ଫାଇଲେରିଆ ଦୂରୀକରଣ କାର୍ଯ୍ୟକ୍ରମ ଫେବୃଆରୀ ୧୦ରୁ ୧୯ ତାରିଖ ଯାଏଁ ଚାଲିବ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟର ୬ ଟି ଫାଇଲେରିଆ ପ୍ରବଣ ଜିଲ୍ଲାରେ ଲିମ୍ଫାଟିକ ଫାଇଲେରିଆ (ଏଲଏଫ) ଦୂରୀକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ (ଏମଡିଏ) ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ କରାଯିବ । ସେଥିପାଇଁ…

ସମବାୟ ବ୍ୟାଙ୍କରେ ଲାଗୁ ହେବ ଓଟିଏସ୍ ବ୍ୟବସ୍ଥା

ଭୁବନେଶ୍ୱର: ୱାନ୍ ଟାଇମ୍ ସେଟଲମେଣ୍ଟ (ଓଟିଏସ୍) ବା ଏକକାଳୀନ ପଇଠ ପ୍ରାବଧାନ ସମବାୟ ବ୍ୟାଙ୍କମାନଙ୍କରେ ଲାଗୁ ହେବ । ଏହି ବ୍ୟବସ୍ଥା ଲାଗୁ କରିବାକୁ ସମବାୟ ବିଭାଗ ବିଧିବଦ୍ଧ ଅନୁମୋଦନ ପ୍ରଦାନ କରିଛି । ଏହା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଜିଲ୍ଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ, ସହରାଞ୍ଚଳ…

କଣାସରେ ବ୍ୟାପୁଛି ଝାଡାବାନ୍ତି, ଜଳ ପ୍ରଦୂଷଣ ରୋକିବାକୁ ଚେତାବନୀ

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସ ଅଞ୍ଚଳରେରେ ଝାଡ଼ା ବାନ୍ତିରେ ୬ ଜଣଙ୍କ ମୃତ୍ୟୁ ଓ ସେ ଅଞ୍ଚଳରେ ବ୍ୟାପିଥିବା କଲେରା ରୋଗ ଅତି ସମ୍ବେଦନଶୀଳ ଘଟଣା ପାଲଟିଛି । ତେବେ ଏହା ଏକ ସ୍ବାସ୍ଥ୍ୟ ଗତ ସମସ୍ୟା ନୁହଁ ବରଂ ନଦୀ ଜଳ ପ୍ରଦୂଷଣ କାରଣରୁ ଏପରି ଘଟଣା ଘଟିଥିବା କୁହାଯାଉଛି । ତେଣୁ ଏହି…

ଷୋଡ଼ଶ ଅର୍ଥ କମିଶନଙ୍କ ସହ ବୈଠକ ଶେଷ; ବିଭିନ୍ନ ଦାବି ରଖିଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଷୋଡ଼ଶ ଅର୍ଥ କମିସନଙ୍କର ବୈଠକ ଶେଷ ହୋଇଛି । ବୈଠକରେ ରାଜ୍ୟର ଆର୍ଥିକ ଦିଗ ଉପରେ ବିସ୍ତୃତ ଆଲୋଚନା ହେବା ସହ ରାଜ୍ୟର ବିକାଶ ପାଇଁ ଅର୍ଥ କମିସନଙ୍କୁ ପ୍ରସ୍ତାବ ଦିଆଯାଇଛି ଏହା ସହ  ୨୦୨୬-୩୧, ଏହି ପାଞ୍ଚବର୍ଷ ପାଇଁ ରାଜ୍ୟ ସରକାର…