Latest Odisha News

BREAKING NEWS

Browsing Category

ସହର

City

Human Sagar Death: ସାମ୍ନାକୁ ଆସିଲା ହ୍ୟୁମାନ ସାଗରଙ୍କ ମ୍ୟାନେଜରଙ୍କ ପ୍ରତିକ୍ରିୟା; କହିଲେ ମୁଁ ଚାପରେ ଅଛି..

ଭୁବନେଶ୍ବର: ଓଲିଉଡ୍‌ର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ବିବାଦ ଘନେଇବାରେ ଲାଗିଛି । ତାଙ୍କ ମୃତ୍ୟୁ ପାଇଁ ଦୁଇ ମ୍ୟାନେଜର ଦୀନେଶ ବେହେରା ଏବଂ ପ୍ରଶାନ୍ତ ବେହେରାଙ୍କୁ ହ୍ୟୁମାନଙ୍କ ମା’ ଦୋଷ ଦେଇଛନ୍ତି । ତାଙ୍କ ମୃତ୍ୟୁ ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ…

Congress:୨୬ ନଭେମ୍ବର ସମ୍ବିଧାନ ବଞ୍ଚାଅ; ୧୪ ଡିସେମ୍ବର କଂଗ୍ରେସର ଦିଲ୍ଲୀ ଚଲୋ ଡାକରା

ଭୁବନେଶ୍ୱର: ଏଆଇସିସିର ସଂଗଠନ ସୃଜନ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାର ୩୫ ସାଂଗଠନିକ ଜିଲ୍ଲାରେ ସଭାପତିମାନଙ୍କୁ ଚୟନ କରାଯାଇଥିଲା । ତେବେ ପରବର୍ତ୍ତୀ ସମୟରେ ନବନିଯୁକ୍ତ ସଭାପତିମାନେ ‘ଭୋଟ ଚୋରି ବିରୋଧରେ ଦସ୍ତଖତ ଅଭିଯାନ’ ତଥା ନୂଆପଡ଼ା ଉପନିର୍ବାଚନରେ ବ୍ୟସ୍ତ ଥିବାରୁ ନିଜନିଜ ଜିଲ୍ଲା…

Human Sagar: ହ୍ୟୁମାନ ସାଗରଙ୍କ ରୋଗକୁ ନେଇ ମୁହଁ ଖୋଲିଲେ ଡାକ୍ତର, କହିଲେ…

ଭୁବନେଶ୍ବର: ଧିରେ ଧିରେ ପଦାକୁ ଆସୁଛି ହ୍ୟୁମାନ ସାଗରଙ୍କ ପୁରା ଘଟଣା । ୪ ଦିନ ହେଲା ସେ ଆରପାରିକୁ ଗଲେଣି । ହେଲେ କାହିଁକି ଏମିତି ତାଙ୍କର ମୃତ୍ୟୁ ହେଲା ତାକୁ ନେଇ ସୋସିଆଲ ମିଡିଆରେ ବହୁତ ତଥ୍ୟ ଆସୁଛି । ଏହାରି ମଧ୍ୟରେ ହ୍ୟୁମାନ ସାଗରଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସଞ୍ଜୀବ କର ବଡ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆମେ ପ୍ରସ୍ତୁତ ଅଛୁ: ମନ୍ତ୍ରୀ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁଚାପ ବାତ୍ୟାର ରୂପ ନେଇପାରେ । ସେଥିପାଇଁ ସାରା ଓଡିଶାବାସୀ ଏବେ ଚିନ୍ତାରେ ରହିଛନ୍ତି । କାରଣ ଏବେ ଚାଷ ଅମଳ କରିବାର ସମୟ । ଯଦି ଏହି ସମୟରେ ବାତ୍ୟା ହୁଏ ତେବେ ବଡ କ୍ଷତି ହେବ ବୋଲି ଅନୁମାନ କରାଯାଉଛି । ଏହାରି ମଧ୍ୟରେ ବାତ୍ୟା…

ଦିଲ୍ଲୀରୁ ଫେରି ସିଧାସଳଖ ସରକାରୀ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ତିନି ଦିନିଆ ବ୍ୟସ୍ତବହୁଳ ଦିଲ୍ଲୀଗସ୍ତରୁ ଫେରି ଲୋକସେବା ଭବନକୁ ଆସି ସରକାରୀ କାର୍ଯ୍ୟରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୂଚନାଯୋଗ୍ୟ ଯେ, ଗତ ଶୁକ୍ରବାର ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ଦୁଇଟି କାର୍ଯ୍ୟକ୍ରମ ଏବଂ ରାଜ୍ୟ କ୍ୟାବିନେଟ୍…

ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସକମ୍ ଗୁଡିକ ପକ୍ଷରୁ ୪ ହଜାର ନୂତନ ଶିଳ୍ପକୁ ବିଦ୍ୟୁତ ସଂଯୋଗ

ଭୁବନେଶ୍ୱର: ରାଜ୍ୟରେ ସେବାଯୋଗାଣ ପରଠାରୁ ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସକମ୍ ଗୁଡିକ ଏକ ଦୃଢ଼ ୧,୭୦୦ ଏମଭିଏ ବିତରଣ କ୍ଷମତା ସହିତ ପ୍ରାୟ ୪ ହଜାର ନୂତନ ଶିଳ୍ପକୁ ବିଦ୍ୟୁତ ସଂଯୋଗ ପ୍ରଦାନ କରିଛନ୍ତି । ଏହା ଓଡ଼ିଶାର ଶିଳ୍ପ ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ…

Weather Update: ସୃଷ୍ଟି ହେଲା ଲଘୁଚାପ: ୨୪ ତାରିଖରେ ନେଇପାରେ ଅବପାତର ରୂପ

ଭୁବନେଶ୍ୱର: ଦକ୍ଷିଣଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି…

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ ମଜୁମଦାର, ମୃତ୍ୟୁକୁ ନେଇ ଗୁଜବ ନକରିବାକୁ ନିବେଦନ କଲେ ପରିବାର…

ଭୁବନେଶ୍ବର: ଧିରେ ଧିରେ ସୁଧୁରୁଛି ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ । ଆଜି ତାଙ୍କୁ ଭେଣ୍ଟିଲେଟର ସପୋର୍ଟରୁ ବାହାର କରାଯାଇ ମେଡ଼ିସିନ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଛି ଏବଂ ତାଙ୍କର ଭାଇଟାଲସ୍ଥିର ରହିଛି । ଏନେଇ ଭୁବନେଶ୍ୱର ଏମ୍ସ ସ୍ୱାସ୍ଥ୍ୟ ବୁଲେଟିନରେ…

ବିଡିଏର ୧୫୧ତମ ବୈଠକରେ ଏକାମ୍ର ରେସିଡେନ୍ସି ଆବାସ ପ୍ରକଳ୍ପର ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୧ତମ କର୍ତ୍ତୃପକ୍ଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବିଡିଏର ୧୫୧ତମ ବୈଠକରେ…

ଅମାନିଆଙ୍କ ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ: ୪ ଦିନରେ କଟିଲା ୧୨,୧୫୫ ଇ-ଚାଲାଣ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି ।…