Latest Odisha News

BREAKING NEWS

Browsing Category

ସହର

City

ନବୀନଙ୍କୁ ଭେଟିଲେ ବଡମ୍ବାର ୯୦ରୁ ଊର୍ଦ୍ଧ୍ଵ ପଞ୍ଚାୟତ ପ୍ରତିନିଧି

ଭୁବନେଶ୍ୱର: ବଡମ୍ବା ନରସିଂହପୁର ନିର୍ବାଚନ ମଣ୍ଡଳୀର ୯୦ରୁ ଊର୍ଦ୍ଧ୍ଵ  ପଂଚାୟତ ପ୍ରତିନିଧି ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସେମାନେ ନବୀନ ନିବାସରେ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକଙ୍କୁ ଭେଟି ନିର୍ବାଚନମଣ୍ଡଳୀର ବିଭିନ୍ନ ବିକାଶ…

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ; ମରଶରୀର ଆଣିବା ପାଇଁ ଚିଠି ଲେଖିଲେ ବୈଜୟନ୍ତ

ଭୁବନେଶ୍ବର: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ । ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ…

ଓଡ଼ିଶା ଆସିଛନ୍ତି ୪ ଲକ୍ଷରୁ ଅଧିକ ବିଦେଶାଗତ ପକ୍ଷୀ: ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭାରେ ଜାରି ରହିଛି ଶୀତ ଅଧିବେଶନ । ଏହି ସମୟ ଭିତରେ ପକ୍ଷୀ ଗଣନାକୁ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଉତ୍ତର ରଖିଛନ୍ତି । ସେ କହିଛନ୍ତି ନଭେମ୍ବର ସୁଦ୍ଧା ଓଡ଼ିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ବିଦେଶାଗତ ପକ୍ଷୀ । କେବଳ ନଳବଣକୁ ଆସିଛନ୍ତି ୨…

ଏଣିକି ଯାତାୟାତ ହେବ ଆହୁରି ସରଳ, ଭୁବନେଶ୍ୱର ରାଜରାସ୍ତାରେ ଗଡ଼ିବ ଏହି ନାଲି ବସ

ଭୁବନେଶ୍ୱର: ଏଣିକି ଯାତାୟାତ ହେବ ଆହୁରି ସରଳ l ବସ ଭିଡକୁ ନେଇ ଏବେ ଆଉ ହନ୍ତସନ୍ତ ହେବେନି ଯାତ୍ରୀ l କାରଣ ଖୁବଶୀଘ୍ର ଭୁବନେଶ୍ୱରରେ ଚାଲିବାକୁ ଯାଉଛି ଡବଲ୍ ଡେକର୍ ଇ-ବସ୍ l ଡବଲ୍ ଡେକର୍ ଇ-ବସ୍ ପାଇଁ ଟେଣ୍ଡର ଆହ୍ବାନ କଲା କ୍ରୁଟ l ଘରୋଇ ସଂସ୍ଥାଙ୍କୁ ଟେଣ୍ଡର୍ ଆହ୍ବାନ କଲା କ୍ରୁଟ l…

ବିରୋଧୀ ନେତାଙ୍କ ଟାର୍ଗେଟ, ଶାସକ ଦଳର ଜବାବ୍, ଗୃହ କାର୍ଯ୍ୟ ଅଚଳ

ଭୁବନେଶ୍ୱର: ଗତକାଲି ପରି ଆଜି ମଧ୍ୟ ୯ ମାସର ବକେୟା ଦରମା ଦାବି ସହ ଅନ୍ୟାନ୍ୟ ଦାବି ନେଇ ଗାନ୍ଧୀମାର୍ଗରେ ଗର୍ଜିଛନ୍ତି ମିଶନ ଶକ୍ତି ମହିଳା । ବକେୟା ଦରମାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିବା ସହ ବିକ୍ଷୋଭ ପଦର୍ଶନ କରିଛନ୍ତି ଅଲ ଓଡିଶା ଜିପିଏଲଫ ମିଶନ ଶକ୍ତି କର୍ମୀ ସଂଘ । ସେପଟେ ମିଶନ…

ବଢିବ ଶୀତ, ଟ୍ବିନ୍‌ସିଟିରେ ସକାଳୁ ସକାଳୁ ବର୍ଷା

ଭୁବନେଶ୍ଵର: ପଶ୍ଚିମାଝଡ଼ ପ୍ରଭାବରେ ଟ୍ବିନ୍‌ସିଟି ସହ ବିଭିନ୍ନ ଜିଲ୍ଲାରେ କୋହଲା ପାଗ । ସକାଳୁ ସକାଳୁ ଟ୍ଵିନ ସିଟିର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆଜି ପାଇଁ ୧୧ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଖୋର୍ଦ୍ଧା, କଟକ,…

ଆଇଆଇଟିରେ ଅନୁଷ୍ଠିତ ହେବ ସ୍ମାର୍ଟ ଇଣ୍ଡିଆ ହାକାଥନ

ଭୁବନେଶ୍ୱର : ଭୁବନେଶ୍ବର ସ୍ଥିତ ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି) ରେ  ଆସନ୍ତା ଡିସେମ୍ବର ୧୧ ଏବଂ ୧୨ ତାରଖରେ ଦୁଇଦିନିଆ ସ୍ମାର୍ଟ ଇଣ୍ଡିଆ ହାକାଥନ୍ -୨୦୨୪ ର ସଫ୍ଟୱେର୍ ସଂସ୍କରଣର ଗ୍ରାଣ୍ଡ୍ ଫିନାଲ୍ ଅନୁଷ୍ଠିତ ହେବ। ଏହା ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ…

ଉତ୍ତରପ୍ରଦେଶରୁ ଆସିଲା ଆଳୁ, କେଜି ୩୦ ଟଙ୍କାରେ କିଣିଲେ ଖାଉଟି

ଭୁବନେଶ୍ୱର: ପଶ୍ଚିମବଙ୍ଗରୁ ଆଳୁ ଆସିବା ବନ୍ଦ ହେବାପରେ ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି ।…

ଓଡ଼ିଶାର ୨ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟର କଟକ ଏବଂ ରାୟଗଡା ଜିଲ୍ଲାରେ ଦୁଇଟି ପ୍ରମୁଖ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ଟଙ୍କା ମଞ୍ଜୁର କରିଛି ମନ୍ତ୍ରଣାଳୟ । ଏହି ପଦକ୍ଷେପ ଭାରତୀୟ ରେଳର ଭିତ୍ତିଭୂମି ସୁଦୃଢ କରିବ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ଗତ ଓଡିଶା ଗସ୍ତ ସମୟରେ ଓଡିଶାରେ ଏହି ରେଳ…

ଡିସେମ୍ବର ୧୫ ରେ ସୈନିକ ସ୍କୁଲ – ଓଏମସି ପକ୍ଷରୁ ମିନି ମାରାଥନ

ଭୁବନେଶ୍ବର: ସୈନିକ ସ୍କୁଲ ଏବଂ ଓଏମସି ପକ୍ଷରୁ ଆସନ୍ତା ଡିସେମ୍ବର ୧୫ ରେ ୮ମ ମିନି ମାରାଥନ ଅନୁଷ୍ଠିତ ହେବ। ଉକ୍ତ ପ୍ରତିଯୋଗିତାରେ ସ୍କୁଲର ୬୦୦ କ୍ୟାଡ଼େଟ୍, ୨୦୦ ପୁରାତନ ଛାତ୍ର, ୪୦୦ରୁ ଊର୍ଦ୍ଧ୍ଵ ସହୋଦୟ ସ୍କୁଲ ଏବଂ ସରକାରୀ ବିଦ୍ୟାଳୟମାନଙ୍କରୁ ପ୍ରତିଯୋଗୀ ମନେ ଅଂଶଗ୍ରହଣ କରିବେ।  ଏହି…