Latest Odisha News

BREAKING NEWS

Browsing Category

ସହର

City

୨୭୮୧ କୋଟି ଟଙ୍କାର ବ୍ୟାପକ ବନ୍ୟା ପରିଚାଳନା ଯୋଜନା ପ୍ରସ୍ତୁତ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ଦ୍ୱାରା ହେଉଥିବା କ୍ଷୟକ୍ଷତିକୁ ହ୍ରାସ କରିବାକୁ ସରକାର ନୂଆ ଯୋଜନା ଆଣିଛନ୍ତି । ୨୭୮୧ କୋଟି ଟଙ୍କାର ବ୍ୟାପକ ବନ୍ୟା ପରିଚାଳନା ଯୋଜନା ପ୍ରସ୍ତୁତ ହୋଇଛି । ଏହି ଯୋଜନା ଆସନ୍ତା ୫ବର୍ଷ(୨୦୨୫- ୨୬ରୁ ୨୦୨୯-୩୦) ମଧ୍ୟରେ ଲାଗୁ ହେବ । ଏହାକୁ ରାଜ୍ୟ କ୍ୟାବିନେଟ…

ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ 'ଓଡ଼ିଆ ପକ୍ଷ' ଅବସରରେ ୫ମ ଦିନରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ 'ଐତିହ୍ୟ ଗଣଦୌଡ଼' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୫ଟା ୩୦ରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର ମନ୍ଦିର…

‘ପୂର୍ବତଟ ରେଳପଥକୁ ଦୂର୍ବଳ କରିବା ପାଇଁ କେନ୍ଦ୍ର ସରକାରଙ୍କ ଓଡ଼ିଶା ବିରୋଧୀ ନୀତିକୁ ବରଦାସ୍ତ କରାଯିବ…

ଭୁବନେଶ୍ୱର: ପାଲାସା–ଇଚ୍ଛାପୁରମ୍ ରେଳ ବିଭାଗକୁ ପୂର୍ବତଟ ରେଳପଥ ଜୋନ୍‌ରୁ ଦକ୍ଷିଣ ଉପକୂଳ ରେଳପଥ (SCoRly) କୁ ସ୍ଥାନାନ୍ତରଣ ନେଇ ଆଜି ଓଡ଼ିଶାର ୧୦ଟି ବିରୋଧୀ ଦଳର ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶାର ସ୍ୱାର୍ଥବିରୋଧୀ,ଅନ୍ୟାୟ ଓ…

୨୦୨୮ରେ ଆୟୋଜନ କରିବା ପାଇଁ ଓଡିଶା ପ୍ରସ୍ତୁତ, କାଉଣ୍ଟଡାଉନ୍ ଆରମ୍ଭ

ଭୁବନେଶ୍ବର: ଆଜି କଳିଙ୍ଗ ଷ୍ଟାଡିୟମ ଠାରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଶ୍ବ ଆଥଲେଟିକ୍‌ସ ଚମ୍ପିଅନସିପ୍‌ର ପତାକା ପ୍ରଦାନ କରିଛନ୍ତି । ଏଥିସହିତ ଓଡିଶା ୨୦୨୮ରେ ଏହି ଗୌରବଜନକ ଚମ୍ପିଅନସିପ୍ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ…

କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

ଭୁବନେଶ୍ୱର: କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ଜଣେ ସହକାରୀ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି । ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା କରିଥିବା ଜଣାପଡିଛି । ରାମାନୁଜ ଦାସଙ୍କୁ ପାରଳାଖେମୁଣ୍ଡି ବିଧାନସଭା ମଣ୍ଡଳୀ ନଂ ୧୩୭ ର ବୁଥ୍ ନଂ ୧୧୦ ପାଇଁ ବୁଥ୍…

ବଂଶଧାରା ନଦୀ ଜଳ ବଣ୍ଟନ ମାମଲାରେ ନୂଆ ମୋଡ; ନେରେଡି ବ୍ୟାରେଜ୍‌ ନିର୍ମାଣ ପାଇଁ ଆନ୍ଧ୍ରକୁ ଅନୁମତି

ଭୁବନେଶ୍ଵର: ବଂଶଧାରା ନଦୀ ଜଳ ବଣ୍ଟନ ମାମଲାରେ ଓଡ଼ିଶାକୁ ଝଟକା । ବଂଶଧାରା ନଦୀ ଜଳ ବଣ୍ଟନ ନେଇ ବହୁବର୍ଷ ଧରି ଚାଲିଥିବା ବିବାଦ ନୂଆ ମୋଡ଼ ନେଇଛି । ଟ୍ରିବ୍ୟୁନାଲଙ୍କ ରାୟ ଓଡ଼ିଶାକୁ ଝଟକା ଦେଇଥିବା ବେଳେ ଆନ୍ଧ୍ର ସପକ୍ଷରେ ଗେଜେଟ୍ ନୋଟିଫିକେସନ ଜାରି ହୋଇଛି। ଏହି ରାୟ ରାୟଗଡ଼ା ଜିଲ୍ଲା…

ଜେଲରୁ ଫେରାର ଥିବା ରାଜାକୁ ପୁଣିଥରେ ଗିରଫ କଲା ପୋଲିସ

ଭୁବନେଶ୍ବର: ଜେଲରୁ ଖସି ପଳାଇଥିବା ରାଜା ସାହାଣୀକୁ ପୁଣିଥରେ ଗିରଫ କରିଛି ପୋଲିସ । ଉତ୍ତରାଖଣ୍ଡରୁ ପୋଲିସ ତାକୁ ଗିରଫ କରିବା ପରେ ଚୌଦ୍ୱାର ଜେଲରେ ରଖିଛି । ତେବେ ରାଜା ଦେଶର ବିଭିନ୍ନ ରାଜ୍ୟରେ ବୁଲି ବୁଲି ଅପରାଧିକ କାର୍ଯ୍ୟ କରୁଥିଲା । ୨୦୨୫ ଡିସେମ୍ବରରେ କର୍ଣ୍ଣାଟକର ମହୀଶୁରରେ ଥିବା…

ରାଜ୍ୟ ବ୍ୟାପୀ ପ୍ରବେଶ ଉତ୍ସବ; କୁନି କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଖଡ଼ି ଛୁଆଁ ସହ ନୂଆ ଶ୍ରେଣୀ ଗୃହରେ ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ପାଳନ ହୋଇଛି । ରାଜଭବନ ସରକାରୀ ସ୍କୁଲରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କୁନି କୁନି ପିଲାମାନଙ୍କୁ ଖଡ଼ି ଛୁଆଁଇଛନ୍ତି । ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ…

୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ

ଭୁବନେଶ୍ବର: ଓଡ଼ିଶା ଖଣି ନିଗମ (ଓଏମସି) ୨୦୨୫-୨୬ ଆର୍ଥିକ ବର୍ଷରେ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛି । ଉନ୍ନତ କାର୍ଯ୍ୟପ୍ରଣାଳୀ, ଉତ୍ତମ ସମନ୍ୱୟ ଏବଂ ଲକ୍ଷ୍ୟ କୈନ୍ଦ୍ରୀକ କାର୍ଯ୍ୟସମ୍ପାଦନ ଦ୍ୱାରା ଖଣିଗୁଡ଼ିକ ନିଜର ଉତ୍ପାଦନର ଲକ୍ଷ୍ୟ ହାସଲ କରିପାରିଛନ୍ତି । ରିପୋର୍ଟ ମୁତାବକ,…

ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ବର: ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶା ସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ…