Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ଜୁନ୍‌ ୧୮ ପର୍ଯ୍ୟନ୍ତ ବର୍ଷା, ଆଜି ପାଇଁ ଏହି ସବୁ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବା ପରେ ପାଗ ଅନୁକୂଳ ରହିଛି । ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା ଦେଇ ଗତି କରୁଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଆଉ କିଛି ଅଂଶକୁ ମୌସୁମୀ ଛୁଇଁବା ସହ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ରାଜଧାନୀକୁ ସ୍ୱଚ୍ଛ ରଖିବାକୁ ଅଭିନବ ପ୍ରୟାସ, ବିଏମ୍‌ସି ଏବଂ ହିନ୍ଦୁସ୍ଥାନ କୋକା-କୋଲା ମଧ୍ୟରେ ବୁଝାମଣାପତ୍ର…

ଭୁବନେଶ୍ୱର: ରାଜଧାନୀକୁ ସ୍ୱଚ୍ଛ ରଖିବା ପାଇଁ ଅଣ୍ଟା ଭିଡିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ହିନ୍ଦୁସ୍ଥାନ କୋକା-କୋଲା ବିଏମ୍‌ସି ସହିତ ମିଳିତ ଭାବରେ ସହରରୁ ପିଇଟି ବୋତଲ ସଂଗ୍ରହ କରିବ । ଏନେଇ ବିଏମସି ଏବଂ ହିନ୍ଦୁସ୍ଥାନ କୋକା-କୋଲା ମଧ୍ୟରେ ଏ ନେଇ ଏକ ବୁଝାମଣାପତ୍ର…

ଜୁନ୍ ୧୫ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଜୁନ୍ ୧୫ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ସରକାରୀ ଛୁଟି ଦିବସ ଯୋଗୁଁ ଆସନ୍ତା ୧୫ରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ…

ଇତିହାସ ରଚିଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ର ହେଲେ…

ଭୁବନେଶ୍ବର: ଓଡ଼ିଶା ପାଇଁ ଗୌରବ ଆଣିଲେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି ସୁଦର୍ଶନ । ଋଷିଆର କଲିନିନଗ୍ରାଡରେ ଆୟୋଜିତ ଦ୍ବିତୀୟ ଇଣ୍ଟରନ୍ୟାସନାଲ ଫେଷ୍ଟିଭାଲ ଅଫ୍ ସ୍ୟାଣ୍ଡ ସ୍କଲପଚରରେ…

ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀଙ୍କୁ ୫ କେଜି ବଦଳରେ ମିଳିବ ଏତିକି ଚାଉଳ…

ଭୁବନେଶ୍ୱର: ରାଜ୍ୟରେ ମୋହନ ସରକାରଙ୍କ ୨ ବର୍ଷ ପୂର୍ତ୍ତି ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏହି ଯୋଜନାରେ ହିତାଧିକାରୀଙ୍କୁ ଆହୁରି ମାଗଣା ଚାଉଳ ମିଳିବ…

ହିତାଧିକାରୀ ଭତ୍ତା ପ୍ରଦାନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ‘ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ଵର: ବିଜେପି ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭତ୍ତା ପ୍ରଦାନକୁ ନେଇ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ଯେଉଁ ମାନଙ୍କୁ ଭତ୍ତା ମିଳିବାରେ ବିଳମ୍ବ ହୋଇଛି ସେମାନଙ୍କୁ ଏକା ସାଙ୍ଗରେ ତିନି ମାସରେ ଭତ୍ତା ପ୍ରଦାନ କରାଯିବ । ସେ ଆହୁରି…

ଓଡ଼ିଶା ଛୁଇଁଲା ମୌସୁମୀ, କେତେକ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି…

ଭୁବନେଶ୍ବର: ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ଆସିବା ପୂର୍ବରୁ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି।…

ଅନଲାଇନରେ ଖାଇବା ମଗାଇବା ପଡିଲା ମହଙ୍ଗା, ଆକାଉଣ୍ଟରୁ ଉଡିଗଲା ୯୩ ହଜାର ଟଙ୍କା

ଭୁବନେଶ୍ବର: ଅନଲାଇନ୍‌ରେ ଖାଦ୍ୟ ମଗାଇ ଠକେଇର ଶିକାର ହେଲେ ବରିଷ୍ଠ ସାମ୍ବାଦିକ । ଚାହୁଁ ଚାହୁଁ ଆକାଉଣ୍ଟରୁ କଟିଗଲା ୯୩ ହଜାର ଟଙ୍କା । ଏନେଇ ସାମ୍ବାଦିକ ଜଣକ ଆଜି ଭୁବନେଶ୍ବର ସାଇବର ଥାନାର ଦ୍ବାରସ୍ଥ ହୋଇଛନ୍ତି । ଖବର ମୁତାବକ, ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର ଜାନକୀଶ ବଡ଼ପଣ୍ଡା…

ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଏବଂ ଚିଙ୍ଗୁଡି ରପ୍ତାନୀର ହବ୍‌ ହେବ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ଵର: ପୂର୍ବ ଭାରତର ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଏବଂ ଚିଙ୍ଗୁଡି ରପ୍ତାନୀର ହବ୍‌ ହେବ ଓଡିଶା । ଏନେଇ ଆଜି ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଏକ ଘରୋଇ ହୋଟେଲ୍ ଠାରେ "ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟ ମିଶନ" ଏବଂ "ଓଡ଼ିଶା ଚିଙ୍ଗୁଡ଼ି ମିଶନ" ଶୀର୍ଷକ…

ରଜ ଅବସରରେ ମିଶନ ଶକ୍ତି ପକ୍ଷରୁ ‘ପିଠା ଅନ୍ ହ୍ବିଲ୍’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ପକ୍ଷରୁ ଶୁଭାରମ୍ଭ ହେଲା ‘ପିଠା ଅନ୍ ହ୍ବିଲ୍’ କାର୍ଯ୍ୟକ୍ରମ । ରଜ ପର୍ବ ଅବସରରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ ସଂସ୍କୃତିର ପ୍ରଚାର-ପ୍ରସାର ସହିତ ମହିଳା ଉଦ୍ୟୋଗ ଗୁଡ଼ିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଶୁଭାରମ୍ଭ କରାଯାଇଛି । ଆଜି ସୁଭଦ୍ରା ଶକ୍ତି ବଜାର…