Latest Odisha News
Browsing Category

ସହର

City

ତୃତୀୟ ଥର ପାଇଁ ମା’ ହେଲା ବାଘୁଣୀ ରୂପା

ଭୁବନେଶ୍ବର: ନନ୍ଦନକାନନରେ ନୂଆ ଅତିଥି । ଧଳା ବାଘୁଣୀ ରୂପା ଶୁକ୍ରବାର ମା’ ହୋଇଛି । ଏହାକୁ ମିଶାଇ ତୃତୀୟ ଥର ପାଇଁ ମା’ ହୋଇଛି ବାଘୁଣୀ ରୂପା । କ୍ରୀଷ୍ଣା ଏବଂ ରୂପା ମିଳନରେ ଜନ୍ମ ନେଲା ବାଘ ଶାବକ । ତେବେ କ୍ରୀଷ୍ଣା ମେଲେନାଷ୍ଟିକ୍ ହୋଇଥିବା ବେଳେ କିଛି ଶାବକ ମେଲେନାଷ୍ଟିକ୍ ହେବା…

ବ୍ରହ୍ମପୁର ମେୟରଙ୍କୁ ମିଳିଲା ହତ୍ୟା ଧମକ

ବ୍ରହ୍ମପୁର: ବ୍ରହ୍ମପୁର ମେୟର ସଂଘମିତ୍ରା ଦଳାଇଙ୍କୁ ମିଳିଲା ହତ୍ୟା ଧମକ । କେହି ଜଣେ ଫୋନ କଲରେ ଗାଳି ଗୁଲଜ କରିବା ସହ ତାଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗ କରିଛନ୍ତି ମେୟର । ଏନେଇ ମେୟର ଟାଉନ ଥାନାରେ ଏତଲା ଦେବା ସହ ଏକ ମାମଲା ରୁଜ୍ଜୁ କରିଛନ୍ତି । ତେବେ ଗତ ୨୯ ତାରିଖରେ…

ଆଜିଠୁ ୭ ଦିନିଆ ଲଣ୍ଡନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଆଜିଠୁ ଲଣ୍ଡନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୭ ଦିନିଆ ପାଇଁ ଉପମୁଖ୍ୟମନ୍ତ୍ରୀ ଲଣ୍ଡନ ଗସ୍ତ କରୁଛନ୍ତି । ଓଡ଼ିଶା ପର୍ଯ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମ…

ରାଜଧାନୀରେ ବୋମା ମାଡ ଘଟଣା: ୨ ଜଣଙ୍କୁ ଧରିଲା ପୋଲିସ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର ସହିଦନଗର ଓ୍ବିନର କ୍ଲବ ଉପରକୁ ବୋମାମାଡ ଘଟଣାରେ ୨ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ୍ । ସିସିଟିଭି ଫୁଟେଜ୍ ଆଧାରରେ ପୋଲିସ୍ ଉକ୍ତ ୨ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଥିବା ବେଳେ ଏବେ ବି ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି । ସେମାନଙ୍କୁ ଖୁବ୍…

ବଢିଚାଲିଛି ମୋ ବସ୍ ଉତ୍ପାତ: ପୁଣି ଯୁବତୀଙ୍କ ଉପରେ ଚଢିଗଲା

ଭୁବନେଶ୍ବର: ଦିନକୁ ଦିନ ମୋ ବସ୍ ଚାଳକ ଅଧିକ ବେପରୁଆ ହୋଇଯାଉଛନ୍ତି । ଗାଡି ଚଳାଇବା ବେଳେ ଖାମଖିଆଲ ମନୋଭାବ ଯୋଗୁଁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ । ଆଜି ପୁଣି ରାସ୍ତା କଡରେ ଛିଡା ହୋଇଥିବା ଜଣେ ଯୁବତୀଙ୍କ ସମେତ ମୋଟ ୨ ଜଣଙ୍କ ଉପରେ ମୋ ବସ୍ ଚଢିଯାଇଥିବା ଅଭିଯୋଗ ହୋଇଛି ।…

ଦିପାବଳୀ ପରେ ବେହାଲ ଟ୍ୱିନିସିଟି, ଦିଶୁନି ମୁହଁକୁ ମୁହଁ

ଭୁବନେଶ୍ବର: ସରିଛି ଆଲୋକର ପର୍ବ ଦିପାବଳୀ ହେଲେ ଏହାର ପ୍ରଭାବରେ ବେହାଲ ହୋଇପଡିଛି ଟ୍ବିନ୍ ସିଟି । ଦିପାବଳୀରେ ପ୍ରବଳ ବାଣ ଫୁଟାଇବାରୁ ପ୍ରଦୂଷଣ ମାତ୍ରା ବଢିଛି । ଆଜି ଭୋରରୁ ଟ୍ବିନ୍‌ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି । ଏତେ କୁହୁଡ଼ି ଯେ, ମୁହଁକୁ ମୁହଁ ଦିଶୁନାହିଁ । ଫଳରେ ଗାଡ଼ି…

ଓୟୋ ହୋଟେଲରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଲଜ୍ଜା । ଏକ ଓୟୋ ହୋଟେଲରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଛନ୍ତି ୪ ଜଣ ଯୁବକ । ଏଥିସହ ବଳାତ୍କାର ସମୟର ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ପୀଡ଼ିତା ଓ ତାଙ୍କ ମା’ଙ୍କଠାରୁ ୬୨ହଜାର ଟଙ୍କା ନେଇଯାଇଛନ୍ତି । ଏନେଇ ଘଟଣାର ଅଭିଯୋଗ ପରେ ୪ଜଣ…

ଦୀପାବଳି ବାଣ ଭିତରେ ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ବରରେ ଫୁଟିଲା ବୋମା । ସହିଦନଗର ୱିନର୍ସ ଆସୋସିଏସନ ପାଖରେ ବୋମାମାଡ଼ । ୩୦ରୁ ୪୦ ଯୁବକ ସଂଘବଦ୍ଧ ଭାବେ ଆସି ବୋମା ଫିଙ୍ଗିଲେ । ବୋମା ମାଡ଼ରେ ଗୋଟିଏ କାର୍‌, ଗୋଟିଏ ବାଇକ୍‌ ଭାଙ୍ଗିଥିବା ନେଇ ସୂଚନା ମିଳିଛି । ଘଟଣା ସ୍ଥଳରେ ସହିଦନଗର ପୋଲିସ ପହଞ୍ଚି…

ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଝି ପଠାଯାଇଥିଲା: ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ

ଭୁବନେଶ୍ୱର : କିଛିଦିନ ପୂର୍ବରୁ ବିଜେଡିରୁ ଇସ୍ତଫା ଦେଇଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ବିଜେପିରେ ମିଶିବା ନେଇ ତାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ ସୂଚନା ଦେଇଛନ୍ତି। ଏହା ସହ ସେ ଏକ ବିସ୍ଫୋରକ ବୟାନ ଦେଇ ରାଜନୈତିକ ହଟଚମଟ ସୃଷ୍ଟି କରିଛନ୍ତି। ସେ କହିଛନ୍ତି, ନବୀନଙ୍କୁ…

ଟ୍ରେନ୍ ଟିକେଟ୍ ପାଇଁ ଅଗ୍ରୀମ ସଂରକ୍ଷଣ ଅବଧି ୬୦ ଦିନକୁ ହ୍ରାସ

ଭୁବନେଶ୍ୱର: ଟ୍ରେନ ଟିକେଟ ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ଭାରତୀୟ ରେଳବାଇ । ଟ୍ରେନ୍ ଟିକେଟ୍ ଅଗ୍ରୀମ ସଂରକ୍ଷଣ ଦିବସ ପାଇଁ ପୂର୍ବର ୧୨୦ ଦିନରୁ ୬୦ ଦିନ ପର୍ଯ୍ୟନ୍ତ ଅଗ୍ରୀମ ସଂରକ୍ଷଣ ଅବଧି ହ୍ରାସ କରିଛି ଯାହା ଆଜିଠାରୁ କାର୍ଯ୍ୟକାରୀ ହୋଇଛି । ଏହି ପରିବର୍ତ୍ତନର ଲକ୍ଷ୍ୟ…