Latest Odisha News
Browsing Category

ସହର

City

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମିଳିଲା ୭୧ ଲକ୍ଷ ସହାୟତା ରାଶି

ଭୁବନେଶ୍ୱର: ବାତ୍ୟା ‘ଦାନା’ ରେ କ୍ଷତିଗ୍ରସ୍ତଙ୍କ ସହାୟତା ଓ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୬ଟି ସଂସ୍ଥା ପକ୍ଷରୁ ୭୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।…

ଅଟ୍ରିରେ ଲୋକାର୍ପିତ ହେଲା ନୂତନ ପାସେଞ୍ଜର ହଲ୍ଟ

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନର ଅଟ୍ରିଠାରେ  ନୂତନ ପାସେଞ୍ଜର ହଲ୍ଟ ଲୋକାର୍ପିତ ହୋଇଛି। ଏହା ଅଞ୍ଚଳର ପରିବହନରେ ଉନ୍ନତି ଘଟାଇବ। ଅଟ୍ରି ପାସେଞ୍ଜର ହଲ୍ଟ ଉଦ୍‌ଘାଟନୀ ସମାରୋହରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବେଗୁନିଆ ବିଧାୟକ  ପ୍ରଦୀପ କୁମାର ସାହୁ ଓ…

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି

ଭୁବନେଶ୍ୱର: କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଦ୍ୱାରା ଆଜି ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ଦଳ ତରଫରୁ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ ସହିତ ପଞ୍ଚାୟତରାଜ ମନ୍ତ୍ରୀଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରିବା…

ଦୀପାବଳି ପାଇଁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଚାରିଆଡେ ଉତ୍ସବର ମାହୋଲ। ଦୀପାବଳିକୁ ନେଇ ସମସ୍ତେ ଉତ୍ସବମୁଖର। ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଦେଇଛନ୍ତି। ସେ ଏକ ଭିଡିଓ ଜରିଆରେ ସମସ୍ତ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭକାମନା ଜଣାଇଛନ୍ତି। ଭିଡିଓ…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍; ଆଇନ ଆଣିବେ ସରକାର

ଭୁବନେଶ୍ବର: ଗତ କିଛି ବର୍ଷ ହେବ ଯାତ୍ରା ପ୍ରତି ପୁଣି ଆକୃଷ୍ଟ ହେଉଛନ୍ତି ଲୋକେ । ହେଲେ ଯାତ୍ରା ଆରମ୍ଭ ହେବା ପୂର୍ବରୁ ହେଉଥିବା ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି । ଫଳରେ ନାନା ପ୍ରକାରର ବିଶୃଙ୍ଖଳା ସୃଷ୍ଟି ହେଉଛି । ଯାହାକୁ ନେଇ କଠୋର ହୋଇଛନ୍ତି ରାଜ୍ୟ ସରକାର ।…

ଓଡିଶା ଫେରିବ ପୋସ୍କୋ ଭାୟା ଜେଏସଡବ୍ଲୁ !

ଭୁବନେଶ୍ବର: ୧୯ବର୍ଷ ପରେ ପୁଣି ଓଡିଶା ଫେରିବ କି ଦକ୍ଷିଣ କୋରିଆର ଇସ୍ପାତ କମ୍ପାନୀ ପୋସ୍କୋ? ଦେଶରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ସଜ୍ଜନ ଜିନ୍ଦଲଙ୍କ ଜେଏସଡବ୍ଲୁ ଗ୍ରୁପ ସହ ପୋସ୍କୋ ଏକ ଏମଓୟୁ ସ୍ବାକ୍ଷର କରିଛନ୍ତି । ବୁଝାମଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ପ୍ରାଥମିକ ଭାବେ…

‘ଓଡ଼ିଶା ଯାତ୍ରୀ’ ଆପ୍ ଉନ୍ମୋଚିତ

ଭୁବନେଶ୍ବର: ଉବେର ଏବଂ ଓଲା କମ୍ପାନୀର କ୍ୟାବ୍ କୁ ଟକ୍କର ଦେବାକୁ ଉନ୍ମୋଚିତ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍ । ଏହାକୁ ଉନ୍ମୋଚନ କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଏହି ‘ଓଡ଼ିଶା ଯାତ୍ରୀ’ ଆପ୍ ଜରିଆରେ ସାଧାରଣ ଲୋକେ ବୁକ୍ କରି ଅଟୋ ଓ କାର୍ ରେ…

ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: ୬ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।…

ମାଛ ପାଇଁ ଲଙ୍କାକାଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ

ଭୁବନେଶ୍ବର: ମାଛ ଖାଇବାକୁ ନଦେବାରୁ ହତ୍ୟା । ତା’ବି ପୁଣି ରାଜଧାନୀ ଛାତି ଉପରେ । ଡମଣା ଛକ ସ୍ଥିତ ଏକ ହୋଟେଲରେ ଘଟିଛି ଏହି ହତ୍ୟାକାଣ୍ଡ । ଜଣେ କର୍ମଚାରୀ ଅନ୍ୟ ଜଣଙ୍କୁ ପନିକିରେ ହାଣି ହତ୍ୟା କରିଛି । କେବଳ ସେତିକି ନହେଁ ହତ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ମୃତଦେହ ଲୁଚାଇବାକୁ ଅନେକ…

୧୯ ବର୍ଷ ପରେ ଓଡ଼ିଶା ଫେରିବ ପସ୍କୋ, ଜେଏସଡବ୍ଲ୍ୟୁ ସହ ବୁଝାମଣା

ଭୁବନେଶ୍ବର: ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇଛି । ପୁଣି ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ ପସ୍କୋ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି ଇସ୍ପାତ,…