Latest Odisha News

BREAKING NEWS

Browsing Category

ସହର

City

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ

ଭୁବନେଶ୍ବର: ଭୁବନେଶ୍ବର ହଷ୍ଟେଲ ରୁମ୍‌ରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ଛାତ୍ରୀଜଣଙ୍କ ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରରେ ମେଡିକାଲ ପାଇଁ କୋଂଚି ନେଉଥିବା ବେଳେ ହଷ୍ଟେଲରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଏହା  ଆତ୍ମହତ୍ୟା ନା ହତ୍ୟା ତାହା ଅସ୍ପଷ୍ଟ ଥିବା…

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ । ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ । ସମୁଦାୟ ୬ ହଜାର ୭୯୪ଟି ବିଦ୍ୟାଳୟ ନିର୍ମାଣ…

ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଖୁବ୍ ଶୀଘ୍ର ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’

ଭୁବନେଶ୍ୱର: ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ୨୩ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି । କୃଷକମାନଙ୍କ…

ଓଏଏସ୍ ପ୍ରିଲିମିନାରି ପରୀକ୍ଷା-୨୦୨୩ ପାଇଁ ପ୍ରକାଶ ପାଇଲା ତାରିଖ

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମିନାରି) ପରୀକ୍ଷା-୨୦୨୩ ପାଇଁ ବୁଧବାର ତାରିଖ ଘୋଷଣା ହୋଇଛି । ଆସନ୍ତା ଡିସେମ୍ବର ୧୫ ତାରିଖ (ରବିବାର)ରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପରୀକ୍ଷା ପାଇଁ ସଂପୂର୍ଣ୍ଣ ସୂଚୀ…

ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ସଂପତ୍ତି ତାଲିକା ଦେଲା ଭିଜିଲାନ୍ସ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର, ସାମନ୍ତରାପୁରରେ ଥିବା ସମ୍ପର୍କୀୟଙ୍କ ଘରେ ତଥା ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ରେଡ୍ କରାଯାଇଛି । ଏନେଇ ଜୁନିୟର…

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର l ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ଭିଜିଲାନ୍ସ ରେଡ୍ l ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ରେଡ୍ l ସୂଚନା ଅନୁସାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…

ଆରଆଇ, ଅମିନ ପରୀକ୍ଷାରେ ବିଭ୍ରାଟ: ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଆଲୋଚନା କଲେ ପ୍ରତିନିଧି ମଣ୍ଡଳୀ

ଭୁବନେଶ୍ୱର: ଲୋୟର ପିଏମଜିରେ ଧାରଣା ଦେଉଥିବା ଆରଆଇ ଅମିନ ପରୀକ୍ଷାର୍ଥୀ ଆଜି ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଆଲୋଚନା କଋଛନ୍ତି। ଲୋୟର ପିଏମଜିରେ ଆନ୍ଦୋଳନ ବେଳେ ସେମାନଙ୍କୁ ରୋକିଥିଲା ପୋଲିସ। କିଛି ସମୟର ମୁହାଁମୁହିଁ ସ୍ଥିତି ପରେ ପ୍ରତିନିଧି ମଣ୍ଡଳି ମୁଖ୍ୟ ସଚିବଙ୍କୁ…

କଣ୍ଟାବାଞ୍ଜି ଓ ହିଞ୍ଜିଳିକାଟୁରୁ ନିର୍ବାଚନ ଲଢ଼ିବା ପ୍ରସଙ୍ଗରେ ଦୃଢ ନିନ୍ଦା କଲେ ନବୀନ

ଭୁବନେଶ୍ବର:  ଗତ କିଛି ଦିନ ହେବ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ସାଧାରଣ ନିର୍ବାଚନ ସିଟକୁ ନେଇ ନାନା ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି। ଏନେଇ ସୋସିଆଲ ମିଡିଆରେ ରାଜନୈତିକ ପାଣିପାଗ ବେଶ ଉଷ୍ମ ରହିଥିବା ବେଳେ ଖୋଦ ନବୀନ ପଟ୍ଟନାୟକ ତାଙ୍କର ସୋସିଆଲ ମିଡ଼ିଆ…

ଚିକିତ୍ସାରେ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟର କୋଣ ଅନୁକୋଣରୁ ଶତାଧିକ ରୋଗୀ ପ୍ରତିଦିନ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ନ୍ୟୁରୋଲୋଜି ବିଭାଗକୁ ଉତ୍ତମ ଚିକିତ୍ସାସେବା ପାଇବା ପାଇଁ ଆସୁଛନ୍ତି। ହେଲେ ନ୍ୟୁରୋଲୋଜି ବିଭାଗ ଆଉଟ୍‌ଡୋରରେ ରୋଗୀମାନଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ନ…

ହିତାଧିକାରୀଙ୍କୁ ତିନିମାସର ଆଗୁଆ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…