Latest Odisha News

BREAKING NEWS

Browsing Category

ସହର

City

ଆଠଗଡ଼ ବିଧାୟକଙ୍କ ଉପରେ ଆକ୍ରମଣ ଘଟଣା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ହସ୍ତକ୍ଷେପ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ…

ରାଜ୍ୟରେ ବଢ଼ୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନେଲା OPTCL

ଭୁବନେଶ୍ବର: ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିମିଟେଡ୍‌ (OPTCL) ତାର କର୍ମଚାରୀଙ୍କ ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ରାଜ୍ୟରେ ଅସହ୍ୟ ତାତି ଓ ଗୁଳୁଗୁଳି ପାଇଁ ବଢୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି OPTCL ତାର କର୍ମଚାରୀଙ୍କ ସବୁ…

ଏଣିକି ପ୍ରତି ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଆଉ ଚାଲିବନି ଇନ୍ଧନ ଜାନ

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ସବୁଜିମାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ବନ୍ଦ ହୋଇଛି ଇନ୍ଧନ ଜାନ । ବାଇକ୍, କାର ଆଉ ଅଟୋ ଭଳି ଇନ୍ଧନ ଯାନକୁ ମୁଖ୍ୟ ଫାଟକରେ ଛଡ଼ା ଯାଉନି । ପ୍ରତି ଶନିବାର ଦିନ ଏହି ନିୟମକୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଲାଗୁ…

ଆସନ୍ତା ଜୁନ୍ ୨ ପର୍ଯ୍ୟନ୍ତ ରହିବ ଗ୍ରୀଷ୍ମପ୍ରବାହ; ତାତିରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ । ଶନିବାର ଭଦ୍ରକ, କେନ୍ଦ୍ରାପଡା, ସୁନ୍ଦରଗଡ, ବରଗଡ, ଅନୁଗୋଳ, ସୋନପୁର, ବୌଦ୍ଧ ଓ ନୟାଗଡରେ ପ୍ରବଳ ତାତି ଅନୁଭୂତ ହେବନେଇ ଏସବୁ ଜିଲ୍ଲାକୁ ହିଟ ୱେଭ୍‌ ସତର୍କ ସୂଚନା ଜାରି…

ପକେଟ କାଟୁଛି ତେଲ: ୧୦ ଦିନରେ ୫ ଟଙ୍କା ବଢ଼ିଲା ଦର, ମିଡିଆ ଆଗରେ ଆକ୍ରୋଶ ଝାଡ଼ିଲେ ଗ୍ରାହକ

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସାଧାରଣ ଖାଉଟି ଚକ୍ରବ୍ୟୂହରେ ଫସିଯାଇଛି। ଗୋଟିଏ ପଟେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବା ବେଳେ, ଅନ୍ୟପଟେ ବଜାର ଦରର ନିଆଁ ଲୋକଙ୍କୁ ଦେବାଳିଆ କରିଦେଲାଣି। ଏହି ସଙ୍କଟ ସମୟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା…

ଦେଶରେ ଧନୀ-ଗରିବ ତାରତମ୍ୟ ଭୟଙ୍କର ଭାବେ ବୃଦ୍ଧି ପାଉଛି: କଂଗ୍ରେସ

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଦେବାଶିଷ ନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କେନ୍ଦ୍ର ସରକାରଙ୍କ ଭୁଲ ଅର୍ଥନୀତି ପରଚାଳନା ଓ ବହୁ କ୍ଷେତ୍ରରେ ଭୁଲ ନିଷ୍ପତ୍ତି ଯୋଗୁଁ ଭାରତ ବର୍ଷର…

ୟୁପିଏସସି ପ୍ରିଲିମ୍‌ ପାଇଁ ବୃଦ୍ଧି ହେଲା ପରୀକ୍ଷା କେନ୍ଦ୍ର, ଭୁବନେଶ୍ୱର ସହ ଏହି ଦୁଇ ସହରରେ ଅନୁଷ୍ଠିତ ହେବ

ଭୁବନେଶ୍ୱର: ୟୁନିୟନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି) ପ୍ରିଲିମ୍‌ ପାଇଁ ବଢ଼ିଲା ୩ଟି ପରୀକ୍ଷା କେନ୍ଦ୍ର । ଆଗରୁ ସାରା ଦେଶରେ ୮୦ଟି ପରୀକ୍ଷା କେନ୍ଦ୍ର ଥିଲା ହେଲେ ଏବେ ନୂଆ ୩ଟି ଯୋଡି ହେବା ପରେ ଏହା ବୃଦ୍ଧି ପାଇ ୮୩ଟି ସଂଖ୍ୟାରେ ପହଞ୍ଚିଛି । ଆଗରୁ ଓଡ଼ିଶାରେ କଟକ ଓ ସମ୍ବଲପୁରରେ…

ଅଂଶୁଘାତରେ ୧୬ ନୁହଁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳି ଛଟପଟ ଓଡିଶାବାସୀ । ତେବେ ଅଂଶୁଘାତରେ ବର୍ତ୍ତମାନ ସୁଦ୍ଧା ୧୬ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହେଉଥିବାବେଳେ, ଏହାକୁ ଖଣ୍ଡନ କରିଛନ୍ତି ରାଜ୍ୟ ସରକାର । ଅଂଶୁଘାତରେ କେବଳ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର…

ଅଘୋଷିତ ବିଦ୍ୟୁତ କାଟକୁ ନେଇ ବଢୁଛି ଅସନ୍ତୋଷ, ପ୍ରତିକ୍ରିୟା ରଖିଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ବର: ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ସାଙ୍ଗକୁ ରାଜ୍ୟରେ ଅଘୋଷିତ ବିଦ୍ୟୁତ କାଟ ଯୋଗୁଁ ଲୋକେ ନାହିଁ ନଥିବା କଷ୍ଟ ଭୋଗୁଛନ୍ତି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ବିଦ୍ୟୁତ କାଟକୁ ନେଇ ଅନେକ ସ୍ଥାନରେ ଉତ୍ତେଜନା ମଧ୍ୟ ଦେଖାଦେଇଛି । ଏହି ସମୟ ମଧ୍ୟରେ ମୁହଁ…

ପ୍ରେମିକା ପାଇଁ ନକଲି ଏନଆଇଏ ଅଫିସର ସାଜି ଥାନାରେ ଗିରଫ: ଭୁବନେଶ୍ୱରରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଘଟଣା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଚାଞ୍ଚଲ୍ୟକର ମାମଲା ସାମ୍ନାକୁ ଆସିଛି। ନିଜ ପ୍ରେମିକାର ଏକ ମାମଲାକୁ ନେଇ ପୋଲିସ ଉପରେ ଚାପ ପକାଇବା ପାଇଁ ଜଣେ ଯୁବକ ନକଲି ‘ଏନଆଇଏ’ (ଜାତୀୟ ତଦନ୍ତକାରୀ ସଂସ୍ଥା) ଅଫିସର ସାଜି ଲକ୍ଷ୍ମୀସାଗର ଥାନାରେ ପହଞ୍ଚିଥିଲେ। ତେବେ ପୋଲିସର…