Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀରେ ବାଘ ଆତଙ୍କ, ବିମାନବନ୍ଦର ନିକଟରେ ମିଳିଲା ପାଦ ଚିହ୍ନ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ବାଘ ଆତଙ୍କ । ଆଜି ସକାଳ ପ୍ରାୟ ୯ ଟା ୨୯ ମିନିଟ ବେଳକୁ ଭୁବନେଶ୍ୱର ବିମାନବନ୍ଦର ଡ୍ରଂପିଙ୍ଗୟାର୍ଡ ନିକଟରେ ଏକ ଭାଗ ବୁଲୁଥିବାର ସେଠି କାମ କରୁଥିବା କିଛି ଲୋକ ଦେଖିବାକୁ ପାଇଥିଲେ। ସ୍ଥାନୀୟ ଅଞ୍ଚଳରେ ଏହା ପରେ ଭୟର ବାତାବରଣ ସୃଷ୍ଟି…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ

ଭୁବନେଶ୍ୱର: ସ୍ଵାଭାବିକ ହେଲା ନନ୍ଦନକାନନ ବୁଲା। ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ। ବାତ୍ୟା ଦାନା ପାଇଁ ଗତ ୨୪, ୨୫ ଦୁଇଦିନ ନନ୍ଦନକାନନ କର୍ତ୍ତୁପକ୍ଷଙ୍କ ପକ୍ଷରୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥିଲା। ଉଭୟ ଜୀବଜନ୍ତୁ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ମୋହନଙ୍କ ପରେ ଆଉ ଜଣେ ଓଡିଆଙ୍କୁ ଗୁରୁ ଦାୟିତ୍ବ

ଭୁବନେଶ୍ୱର: ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି (ବିଜେପି) । ଶୁକ୍ରବାର ଜାରି କରିଥିବା ଷ୍ଟାର ପ୍ରଚାରକ ତାଲିକାରେ ୪୦ ଜଣଙ୍କୁ ରଖିଛି ଦଳ । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ…

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ । ଦିଲ୍ଲୀ ଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାତ୍ୟା…

ଆହୁରି ଛେଚିବ, ୪ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ଦାନା । ଅବପାତ ଉତ୍ତର ପଶ୍ଚିମ ଦିଗରେ ଓଡିଶା ଦେଇ ଅତିକ୍ରମ କରିବ । ଆହୁରି ଦୁର୍ବଳ ହୋଇ ଆଜି ୟେଲୋ ମାର୍କ ଲୋ ପ୍ରେସରରେ ପରିଣତ ହେବ । ଫଳରେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି ।…

ବେଦାନ୍ତ ଆଲୁମିନିୟମ ପକ୍ଷରୁ ‘ସ୍ୱର୍ଣ୍ଣ ପ୍ରାଶନ’ ଅଭିଯାନ, ଉପକୃତ ହେଲେଣି ୩୭୦୦ରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ୍ ଆୟୁଷ ମନ୍ତ୍ରଣାଳୟ ସହଭାଗିଦାରୀରେ ‘ସ୍ୱର୍ଣ୍ଣ ପ୍ରାଶନ' ଟିକାକରଣ ଅଭିଯାନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ବିସ୍ତୃତ ଅଭିଯାନ ଆରମ୍ଭ କରିଛି। ଏହା କଳାହାଣ୍ଡିର ୧୦ଟି ବିଦ୍ୟାଳୟର ଏବଂ ୩୭୦୦ରୁ ଅଧିକ…

ରାଜନଗରରେ ବାତ୍ୟା ସ୍ଥିତି ଅନୁଧ୍ୟାନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବାତ୍ୟା ଦାନା ସ୍ଥଳଭାଗ ଅତିକ୍ରମ କରିବାବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚୁଆ ଗ୍ରାମ ଓ ବଗପାଟିଆ ଗ୍ରାମ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ…

ଆସନ୍ତା ୨ ଦିନ ସମସ୍ତ ବିଭାଗର ଛୁଟି ବାତିଲ୍ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଶନିବାର ଓ ରବିବାର ଦୁଇ ଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳରେ ପରବର୍ତ୍ତୀ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଲାଗି ଆଜି ସମସ୍ତ ବିଭାଗର ଛୁଟି ବାତିଲ୍ କରିଛନ୍ତି ମୋହନ ସରକାର । ରାଜ୍ୟ ସ୍ୱତନ୍ତ୍ର ରିଲିଫ…

ଆସନ୍ତାକାଲି ଏହି ୪ ଜିଲ୍ଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର: ବାତ୍ୟା ଯାଇଛି ସତ ହେଲେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତାକାଲି (ଶନିବାର) ମଧ୍ୟ ଭଦ୍ରକ ସମେତ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ତେଣୁ ଭଦ୍ରକ, ବାଲେଶ୍ବର,…

ଆଶା ଦିଦି ଶିବାନୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଭଲ କାମ କରିଥିବାରୁ ତାଙ୍କୁ…

ଭୁବନେଶ୍ଵର: ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ କଥାହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା…