Latest Odisha News

BREAKING NEWS

Browsing Category

ସହର

City

‘୫ ବର୍ଷରେ ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି ୫୯ ହଜାରରୁ ଅଧିକ ଲୋକ’

ଭୁବନେଶ୍ବର: ଅନଲାଇନ ଟ୍ରେଡିଂ ବର୍ତ୍ତମାନ ସମୟରେ ଠକେଇର ଏକ ପ୍ରମୁଖ ମାଧ୍ୟମ ପାଲଟିଛି । ଗତ ୫ ବର୍ଷ ମଧ୍ୟରେ ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି ୫୯ ହଜାର ୪୩୭ ଲୋକ । ଆଜି ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ ୫ ବର୍ଷ ଭିତରେ କେତେ ଯୁବପିଢି…

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ: ମନ୍ତ୍ରୀ

ଭୁବନେଶ୍ବର: ଓଡିଶାର ୩୦ଟି ଜିଲ୍ଲାରେ ମେଡିକାଲ କଲେଜ ଖୋଲିବ । ଖୁବ ଶୀଘ୍ର ଡାକ୍ତର ପଦବୀ ପୂରଣ କରାଯିବ । ୫ ହଜାର ପଦବୀ ପୂରଣ ପାଇଁ ବିଜ୍ଞାପନ ବାହାରିବ । ଏହା ସହିତ ୩ ହଜାର ପାରା ମେଡିକାଲ ଷ୍ଟାଫ ପଦବୀ ମଧ୍ୟ ପୂରଣ କରାଯିବ ବୋଲି ଆଜି ବିଧାନସଭାରେ କହିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ…

ଜାତୀୟ ପଞ୍ଚାୟତ ପୁରସ୍କାର: ଛତ୍ରପୁରକୁ ନାନାଜି ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ସତତ ବିକାଶ ପୁରସ୍କାର

ଭୁବନେଶ୍ବର: ଘୋଷଣା ହୋଇଛି ଜାତୀୟ ପଞ୍ଚାୟତ ପୁରସ୍କାର। ସେଥିମଧ୍ୟରୁ ଓଡ଼ିଶାକୁ ମିଳିବ ୭ ପୁରସ୍କାର। ଆସନ୍ତା ଡିସେମ୍ବର ୧୧ ତାରିଖରେ ଏହି ପୁରସ୍କାର ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ୨୦୨୨-୨୦୨୩ ପାଇଁ ସମ୍ମାନଜନକ ଜାତୀୟ ପଞ୍ଚାୟତ ପୁରସ୍କାରର…

ସିବିଆଇ ରେଡ୍ ଘଟଣାରେ ଗିରଫ ୩ ଜଣ ରିମାଣ୍ଡରେ ଗଲେ

ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ଏକ ବିଳାସପୂର୍ଣ୍ଣ ଗାଡିରୁ ନଗଦ ଟଙ୍କା ଜବତ ଘଟଣାରେ ସିବିଆଇ ଆଜି ୩  ଜଣଙ୍କୁ ଗିରଫ କରିଛି। ଓଡି-୦୫-ବିଭି-୯୯୯୯ ନମ୍ବର ବିଶିଷ୍ଟ ଏକ ମର୍ସିଡିଜ୍ ଗାଡିରୁ ପ୍ରାୟ ୧୦ ଲକ୍ଷ ଟଙ୍କା ଜବତ କରିଥିଲେ ସିବିଆଇ ଅଧିକାରୀ। ଟଙ୍କା ଜବତ ପରେ ପଚରାଉଚରା ପାଇଁ କାରରେ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ମାମଲା: ଦୋଷୀକୁ ୨୦ ବର୍ଷ ଦଣ୍ଡାଦେଶ ଶୁଣାଇଲେ କୋର୍ଟ

ବ୍ରହ୍ମପୁର: ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ୪ ବର୍ଷ ପରେ ମିଳିଲା ରାୟ। ଦୋଷୀକୁ ମିଳିଛି ୨୦ ବର୍ଷ ଦଣ୍ଡାଦେଶ। ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶନିବାର ଜଣେ ନାବାଳିକା ଛାତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।…

କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର: ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ ଏହି ସହାୟତା ମିଳିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି…

ଓଏଏସ ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ

ଭୁବନେଶ୍ୱର: ଓଏଏସ ଅଧିକାରୀଙ୍କୁ ପାଇଁ ଶକ୍ତ ହେଲେ ରାଜ୍ୟ ସରକାର । ଯେଉଁ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଉଛି ସେମାନେ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବାରୁ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଆସନ୍ତା ୧୦ ତାରିଖ ମଧ୍ୟରେ ଯଦି ବଦଳିହୋଇଥିବା ତଥା ନୂଆ ଦାୟିତ୍ବ ମିଳିଥିବା…

ବଦଳିଲା ପାଗ, ବଢିବ ଶୀତ, ସକାଳୁ ସକାଳୁ ଝିପ୍ ଝିପ୍ ବର୍ଷା

ଭୁବନେଶ୍ଵର: ବଦଳିଲା ପାଗର ମିଜାଜ୍ । ସକାଳୁ ସକାଳୁ କୋହଲା ପାଗ ସହ ଟ୍ଵିନ ସିଟିରେ ଝିପଝିପ ବର୍ଷା । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପଝିପ ବର୍ଷା ଲାଗି ରହିଛି । ଆସନ୍ତା ୨ ଦିନ ଯାଏଁ ଏଭଳି ପାଗ ଲାଗିରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସୂଚନା ଅନୁସାରେ…

ରାଜଧାନୀ ରାଜରାସ୍ତାରେ ସିବିଆଇ ରେଡ୍: କାରରୁ ମିଳିଲା ପୁଳା ପୁଳା ଟଙ୍କା

ଭୁବନେଶ୍ଵର: ରାଜଧାନୀ ରାଜରାସ୍ତାରେ ଅଚାନକ ସିବିଆଇ ରେଡ୍ । ଭୁବନେଶ୍ଵରସ୍ଥିତ ହୋଟେଲ ମେ’ ଫେୟାର ସାମନାରେ ଏକ କାରରୁ ବିଡା ବିଡା ନୋଟ ସହ ସୁନା ଗହଣା ଜବତ କରିଛି ସିବିଆଇ । ଏଥିସହ ୪ଜଣଙ୍କୁ ଉଠାଇ ନେଇଛି ସିବିଆଇ । ନୟାପଲ୍ଲୀ ପୋଲିସର ସହଯୋଗରେ ସିବିଆଇ ଏହି ଚଢାଉ କରିଛି । ଯାହାକୁ ନେଇ…

କିଟରେ କେ-ଆଇ୩ ଫେଷ୍ଟ: ବିଶ୍ୱର ଅଧିକାଂଶ ସର୍ଜନା ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟସ୍ତରରୁ ହିଁ ଆରମ୍ଭ ହୋଇଛି

ଭୁବନେଶ୍ୱର:  କିଟ୍‍ ବିଶ୍ୱବିଦ୍ୟାଳୟରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ ହୋଇଯାଇଛି। କିଟ୍‍ ଡିନ୍‍ ଗୋଲ୍ଡ କ୍ଲବ୍‍ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପରିକଳ୍ପନା, ସର୍ଜନା ଓ ପ୍ରଭାବ (ଆଇଡିଆ, ଇନୋଭେସନ୍‍, ଇମ୍ପାକ୍ଟ)କୁ ନେଇ ଆୟୋଜିତ ହୋଇଛି। କେ-ଆଇ୩ ଫେଷ୍ଟ ପ୍ରଥମ ସଂସ୍କରଣର ବିଷୟ ବସ୍ତୁ…