Latest Odisha News

BREAKING NEWS

Browsing Category

ସହର

City

କାଲି ସନ୍ଧ୍ୟାରୁ ବଦଳିବ ପାଗ, କିଛି ସ୍ଥାନରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ l ସେଥିପାଇଁ ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ବିଭାଗ l ସେହିପରି ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ l କାଲି ସନ୍ଧ୍ୟାରୁ ବଦଳିବ ପାଗ l କିଛି…

ସମୁଦ୍ର ଭିତରେ ବଳ ଗୋଟାଉଛି ଦାନା, ବଦଳୁଛି ଗତିପଥ

ଭୁବନେଶ୍ଵର: ମାଡି ଆସୁଛି ବାତ୍ୟା ଦାନା । ଆଜି ଅବପାତର ରୂପ ନେବ ସାମ୍ଭାବ୍ୟ ବାତ୍ୟା । ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ ବୋଲି କହିଛି ପାଣିପାଗ ବିଭାଗ। ୨୪ ରାତି କିମ୍ବା ୨୫ ତାରିଖ ଭୋରରୁ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ । ଓଡ଼ିଶା ଭିତରକୁ ପ୍ରବେଶ କରିବା ବେଳେ ପବନର ବେଗ…

ଭିଜିଲାନ୍ସ ଜାଲରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପୁଣି ଏକ ସରକାର ଯନ୍ତ୍ରୀ । ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଚଢ଼ାଉ । କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ…

ଢେଙ୍କାନାଳର ଲକ୍ଷ୍ମୀପୂଜା ଓଡିଶା ସାଂସ୍କୃତିକ ଐତିହ୍ୟର ଅନନ୍ୟ ନିଦର୍ଶନ : ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଢେଙ୍କାନାଳରେ ଚଳିତ ବର୍ଷ ୩୮ଟି ପୂଜା ମଣ୍ଡପରେ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ଅନେକ ପୂଜା ମଣ୍ଡପ ପରିଦର୍ଶନ କରି ସ୍ଥାନୀୟ ମହାବୀର କ୍ଲବର…

ବାତ୍ୟା ‘ଦାନା’କୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରଶାସନଙ୍କୁ ବାତ୍ୟା, ବନ୍ୟା ଓ ବିପର୍ଯ୍ୟୟ ପାଇଁ ସମ୍ପୂର୍ଣ…

ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ହେଲେ ଏହି ସମୟରେ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରଖି ରାଷ୍ଟ୍ରପତିଙ୍କ ଗସ୍ତ…

ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି । ଏହି ୧୪ଟି ଜିଲ୍ଲା…

୨୩ ପୂର୍ବରୁ ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡି ଯିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ପୁରୀ: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ଆସନ୍ତାକାଲିଠୁ ଯେଭଳି କୌଣସି ପର୍ଯ୍ୟଟକ…

‘ଦାନା’କୁ ନେଇ ଆତଙ୍କିତ ନ ହୋଇ ମୁକାବିଲା କରନ୍ତୁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସିଂହଦେଓ ସମସ୍ତ ଅଧିକାରୀଙ୍କୁ ଆତଙ୍କିତ ନ ହୋଇ ସତର୍କ ତଥା…

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ୱର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ…