Latest Odisha News

BREAKING NEWS

Browsing Category

ସହର

City

ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା

ଭୁବନେଶ୍ୱର: ଆପାର୍ଟମେଣ୍ଟଗୁଡ଼ିକରେ ଚୋରି ରୋକିବାକୁ ଅଣ୍ଟା ଭିଡ଼ିଛି କମିଶନରେଟ ପୋଲିସ୍‌ । କଟକ ଓ ଭୁବନେଶ୍ୱରରେ ଥିବା ଆପାର୍ଟମେଣ୍ଟଗୁଡ଼ିକର ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ ମାନଙ୍କରେ ଲାଗିବ IP କ୍ୟାମେରା। ଏହି କ୍ୟାମେରା ଲଗାଇବା ପାଇଁ ସମସ୍ତ ଆପାର୍ଟମେଣ୍ଟର ବାସିନ୍ଦା କଲ୍ୟାଣ ସଂଘଗୁଡ଼ିକୁ…

ଜିଓଟ୍ୟାଗିଂ ପରେ ଡିବିଟିରେ ଦିଆଯିବ କ୍ଷତିପୂରଣ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବିତ ଲୋକଙ୍କୁ ନୂଆ ଗାଇଡଲାଇନ୍ ଅନୁସାରେ କ୍ଷତିପୂରଣ ଦିଆଯିବ । ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କ ନୂଆ ନିୟମରେ ମିଳିବ କ୍ଷତିପୂରଣ।  ଜିଓଟ୍ୟାଗିଂ କରି ଜିଲ୍ଲାସ୍ତରରୁ କ୍ଷୟକ୍ଷତି ରିପୋର୍ଟ ଆସିଲେ ସେହି ଆଧାରରେ ପ୍ରଭାବିତ ଲୋକଙ୍କୁ ଡିବିଟି…

ଶିବାନୀଙ୍କୁ ବଡ ପୁରସ୍କାର, ମିଳିଲା ଅବାସ ଘର

ରାଜନଗର: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ  ଦେବଦୂତ ସାଜିଥିଲେ ଆଶା ଦିଦି ଶିବାନୀ । କାନ୍ଧ କରି ବାତ୍ୟା ସମୟରେ ବୋହିଥିଲେ ବୃଦ୍ଧ ଆଉ ବୃଦ୍ଧା ମାନଙ୍କୁ। କରିଆଡୁ ଛୁଟିଥିଲା ଶୁଭେଚ୍ଛାର ସୁଅ।  ଏବେ ଶିବାନୀଙ୍କୁ ସାହା  ହୋଇଛନ୍ତି ସରକାର। ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା ପରେ ଆଜି…

ଏସଆରସିଙ୍କ ନୂଆ ଗାଇଡଲାଇନ ଅନୁଯାୟୀ ମିଳିବ କ୍ଷତିପୂରଣ: ମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା ଦାନା ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଆଜି ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସେ କହିଛନ୍ତି ଯେ, ଏସଆରସିଙ୍କ ନୂଆ ଗାଇଡଲାଇନ ଅନୁଯାୟୀ କ୍ଷତିପୂରଣ ଦିଆଯିବ । ମନ୍ତ୍ରୀ କହିଛନ୍ତି, ବର୍ଷା କମିଲା…

ମୁଖ୍ୟମନ୍ତ୍ରୀଙ୍କ ଆଜିର ବାତ୍ୟାଞ୍ଚଳ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ବର: ଆଜି ବାତ୍ୟାଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଉ ଏହି ସମୟରେ ତାଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯାଇଥାନ୍ତ‌େ । ହେଲେ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ପାଗ…

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ଦାନା ପରେ ବନ୍ୟା ସ୍ଥିତି ଗମ୍ଭୀର ହେବା ନେଇ ଶୁଣିବାକୁ ମିଳୁଥିବାବେଳେ ଏହାକୁ ଖଣ୍ଡନ କରିଛନ୍ତି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ ଶନିବାର ସୂଚନା ଦେଇ କହିଛନ୍ତି କିଛି କିଛି ଅଞ୍ଚଳରେ ପାଣି ଜମିଥିବା ଖବର ଆସିଛି । ହେଲେ ବନ୍ୟା…

ବାତ୍ୟା ପରେ ଡରାଇଲାଣି ବର୍ଷା !

ଭୁବନେଶ୍ବର: ଦୁର୍ବଳ ହୋଇଛି ଦାନା । ଉତ୍ତର ଓଡିଶା ଉପରେ ରହିଥିବା ଅବପାତ ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଦକ୍ଷିଣ ଦିଗକୁ ଗତି କରୁଥିବା ବେଳେ ଏହା କ୍ରମଶଃ ଦୁର୍ବଳ ହେବ । ତେବେ ଏହା ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ଲାଗିରହିଛି। ବର୍ଷା ଯୋଗୁଁ ବୁଢାବଳଙ୍ଗ ଓ ସୋନ ନଦୀର…

ବିପନ୍ନଙ୍କୁ କଟୁ କଥା କହି ୪ ସରକାରୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ବର: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା କାରଣରୁ ୪ ଜଣ ସରକାରୀ କର୍ମଚାରୀ ନିଲମ୍ବିତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୩ ଜଣ ପିଇଓ ଓ ଜଣେ ଆରଆଇ । ଖବର ମୁତାବକ, ବାତ୍ୟା ଦାନାର ମୁକାବିଲା ସମୟରେ ୪ ଅଧିକାରୀ ନିଜ ଦାୟିତ୍ୱରେ ଖିଲାପ କରିବା ସହ ଲୋକଙ୍କୁ ଦୁର୍ବ୍ୟବହାର…

ରାଜଧାନୀରେ ବାଘ ଆତଙ୍କ, ବିମାନବନ୍ଦର ନିକଟରେ ମିଳିଲା ପାଦ ଚିହ୍ନ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ବାଘ ଆତଙ୍କ । ଆଜି ସକାଳ ପ୍ରାୟ ୯ ଟା ୨୯ ମିନିଟ ବେଳକୁ ଭୁବନେଶ୍ୱର ବିମାନବନ୍ଦର ଡ୍ରଂପିଙ୍ଗୟାର୍ଡ ନିକଟରେ ଏକ ଭାଗ ବୁଲୁଥିବାର ସେଠି କାମ କରୁଥିବା କିଛି ଲୋକ ଦେଖିବାକୁ ପାଇଥିଲେ। ସ୍ଥାନୀୟ ଅଞ୍ଚଳରେ ଏହା ପରେ ଭୟର ବାତାବରଣ ସୃଷ୍ଟି…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ

ଭୁବନେଶ୍ୱର: ସ୍ଵାଭାବିକ ହେଲା ନନ୍ଦନକାନନ ବୁଲା। ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ। ବାତ୍ୟା ଦାନା ପାଇଁ ଗତ ୨୪, ୨୫ ଦୁଇଦିନ ନନ୍ଦନକାନନ କର୍ତ୍ତୁପକ୍ଷଙ୍କ ପକ୍ଷରୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥିଲା। ଉଭୟ ଜୀବଜନ୍ତୁ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି…