Latest Odisha News

BREAKING NEWS

Browsing Category

ସହର

City

ଆସୁଛି ବଡ଼ ବର୍ଷା, ବଢୁଛି ବାତ୍ୟା ଆଶଙ୍କା

ଭୁବନେଶ୍ଵର: ଆସୁଛି ବଡ଼ ବର୍ଷା । ବେଳକୁ ବେଳ ବଢୁଛି ବାତ୍ୟା ଆଶଙ୍କା । ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଫଳରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି…

ରାଜ୍ୟ ବିଜେପି ସାଂଗଠନିକ ନିର୍ବାଚନ ପାଇଁ ୪ ନେତାଙ୍କୁ ଗୁରୁ ଦାୟିତ୍ବ

ଭୁବନେଶ୍ଵର: ରାଜ୍ୟ ବିଜେପି ସାଂଗଠନିକ ନିର୍ବାଚନ ପାଇଁ ୪ ନେତାଙ୍କୁ ଦାୟିତ୍ବ। ନିର୍ବାଚନ ଅଧିକାରୀ ଭାବେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ନିଯୁକ୍ତ କରାଯାଇଥିବାବେଳେ ସହ ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦିଆଯାଇଛି ଦାୟିତ୍ବ। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ନିର୍ବାଚନ ଅଧିକାରୀ…

ଜାନୁଆରୀ ୮ରୁ ଜନତା ମଇଦାନରେ ହେବ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ବର: ଓଡ଼ିଶାରେ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ । ଏହି ମହୋତ୍ସବ ଆସନ୍ତା ଜାନୁଆରି ୮ରୁ ୧୦ ଯାଏଁ ରାଜଧାନୀ ଭୁବନେଶ୍ବରର  ଜନତା ମଇଦାନରେ ଅନୁଷ୍ଠିତ ହେବ। ଏହି  ସମାରୋହ ପାଇଁ ବୈଦେଶିକ ମନ୍ତ୍ରାଳୟର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏହି ସମାରୋହ ଅବସରରେ…

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର:  ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ଶନିବାର ପ୍ରକାଶ ପାଇଛି। ଏଥିରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସ’ ରେ ଶୁଭେଚ୍ଛା…

ସବୁ ତହସିଲ ଅଫିସରେ ରହିବ ରେଜିଷ୍ଟର, ମାର୍କ ଦେବେ ସାଧାରଣ ଜନତା: ରାଜସ୍ଵ ମନ୍ତ୍ରୀ

ଝାରସୁଗୁଡ଼ା: ରାଜସ୍ୱ ବିଭାଗ ଅଧିକାରୀଙ୍କ କାର୍ଯ୍ୟ ଦକ୍ଷତାକୁ ମୂଲ୍ୟାୟନ କରାଯିବ।  ମାର୍କ  ଦେବେ ସାଧାରଣ ଜନତା। ଝାରସୁଗୁଡ଼ାରେ ଆଜି ଏଭଳି ବୟାନ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଝାରସୁଗୁ଼ଡ଼ାରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ରାଜସ୍ୱମନ୍ତ୍ରୀ ଏପରି…

ଓୟୋ ହୋଟେଲରୁ ମିଳିଲା ସମାଜସେବୀଙ୍କ ମୃତଦେହ

ଭୁବନେଶ୍ବର:  ଓୟୋ ହୋଟେଲ ରୁମ୍‌ରୁ ମିଳିଛି ସମାଜସେବୀଙ୍କ ମୃତଦେହ। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଦେବୀଦତ୍ତ ମହାପାତ୍ର ବୋଲି ଜଣା ପଡିଛି। ସୂଚନା ଅନୁଯାୟୀ, ଦେବୀଦତ୍ତ ୨ ଦିନ ତଳେ ଭୁବନେଶ୍ୱର ଆସି ଭରତପୁର ଥାନା ଅଞ୍ଚଳରେ ଥିବା ଏକ ଓୟୋ ହୋଟେଲରେ ରହିଥିଲେ।…

ସାଇବର ଆଟାକରୁ କିପରି ପାଇବେ ରକ୍ଷା ?

ଭୁବନେଶ୍ବର: ଦିନକୁ ଦିନ ବଢି ଚାଲିଛି ସାଇବର ଅପରାଧ। ସକ୍ରିୟ ହେଉଛନ୍ତି ସାଇବର ଅପରାଧୀ। ସବୁ ଆଇନକୁ ଚକମା ଦେଇ ବଢାଉଛନ୍ତି ଅପରାଧ। ସାଇବର କ୍ରାଇମର ଶିକାର ହେଉଛନ୍ତି ପ୍ରାୟ ସବୁ ବର୍ଗର ଲୋକ। ଏହା ଲୋକଙ୍କ ଆଖିରୁ ନିଦ ଛଡାଇ ନେଇଥିବା ବେଳେ ଚୋରାଇ ନେଉଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ। ଏମିତିକି…

ପ୍ରକାଶ ପାଇଲା ଓଏଏସ ରେଜଲ୍‌ଟ: ପ୍ରଥମ ସ୍ଥାନରେ ଶ୍ୱେତାଶ୍ରୀ ମହାପାତ୍ର

ଭୁବନେଶ୍ବର: ଓଏଏସ୍‌ ପରୀକ୍ଷା-୨୦୨୨ର ଫଳ ଆଜି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୬୮୩ ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ଟପ ୧୦ ନମ୍ବରରେ ୫ ଜଣ ମହିଳା ଓ ୫ ଜଣ ପୁରୁଷ ଅଛନ୍ତି। ସେହିପରି ଶ୍ୱେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ…

ରାଜଧାନୀରେ ଚାଲିଥିଲା ସ୍ପା ନାଁରେ ସେକ୍ସ ରାକେଟ୍

ଭୁବନେଶ୍ବର: ରାଜଧାନୀରେ ଫିଟିଲା ସେକ୍ସ ରାକେଟର କଳା କାର୍ଣ୍ଣାମା । ରାଜଧାନୀ ଭୁବନେଶ୍ୱରରେ ଏକ ସେଲୁନ୍ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିବା ସେକ୍ସ ରାକେଟ୍ ଠାବ କରିଛି ପୋଲିସ୍ ।  ରବି ଟକିଜ୍ ଛକର ଏକ ସେଲୁନ୍ ଆଣ୍ଡ୍ ସ୍ପାରେ ପୋଲିସର ରେଡ୍ ପରେ ଏଭଳି କାଣ୍ଡ ସାମ୍ନାକୁ ଆସିଛି ।…

ବିଜେଡିରୁ ଇସ୍ତଫା ଦେଲେ ମହିଳା ମୋର୍ଚ୍ଚା ନେତ୍ରୀ ବିଜୟଲକ୍ଷ୍ମୀ ମହାପାତ୍ର

ଭୁବନେଶ୍ଵର: ନିର୍ବାଚନରେ ପରାଜୟ ପରେ ଦିନକୁ ଦିନ ବିଜେଡିର ଅବସ୍ଥା ଖରାପ ହେବାରେ ଲାଗିଛି । ପ୍ରତିଦିନ ବିଜେଡି ଗୋଷ୍ଠି କନ୍ଦଳର ଚିତ୍ର ସାମ୍ନାକୁ ଆସୁଥିବା ବେଳେ ସେପଟେ ଦଳ ଛାଡୁଛନ୍ତି କର୍ମକର୍ତ୍ତା । ଗତ କିଛି ଦିନ ତଳେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଦଳ ଛାଡ଼ିଥିଲେ । ଆଉ…