Latest Odisha News

BREAKING NEWS

Browsing Category

ସହର

City

ଜଙ୍ଗଲ ସୁରକ୍ଷା ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି

ଭୁବନେଶ୍ବର: ଦିନକୁ ଦିନ ରାଜ୍ୟର ଅଧିକାଂଶ ଜଙ୍ଗଲରେ ଅବାଧ ଶିକାର ବୃଦ୍ଧି ପାଉଛି । ଶିକାରୀ ମାନଙ୍କର ଉତ୍ପତା ବଢିବାରେ ଲାଗିଛି । କେତବେଳେ ବାଘ ଛାଲ, ନଖ ଜବତ ହେଲାଣି ତ ଆଉ କେତବେଳେ ଜୀବନ୍ତ ବଜ୍ର କାପ୍ତା ଚୋରାଚାଲାଣ ବେଳେ ଧରା ପଡୁଛନ୍ତି । ଅନେକ ସମୟରେ ତ ବାରାହା ପାଇଁ ବିଛାଯାଇଥିବା…

ପାଟପୁର ଥାନାକୁ ଶ୍ରେଷ୍ଠ ଥାନା ପୁରସ୍କାର ଦେଲେ ଶାହ

ଭୁବନେଶ୍ବର:  ପାଟପୁର ଥାନା ପାଇଲା ଶ୍ରେଷ୍ଠ ଥାନା ପୁରସ୍କାର। ପୁରସ୍କାର ଦେଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ଭୁବନେଶ୍ବର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆଜି ଆରମ୍ଭ ହୋଇଥିବା…

ଆଗାମୀ ଦିନରେ ଆଳୁଚାଷରେ ଆତ୍ମନିର୍ଭର ହେବ ଓଡ଼ିଶା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଳୁ ବିହନ ଯୋଗାଣ ନେଇ ଆଜି କୃଷି ଭବନ ସ୍ଥିତ କୃଷି ସମୀକ୍ଷା କେନ୍ଦ୍ରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସମୀକ୍ଷା କରିଛନ୍ତି । ରବି ଆଳୁଚାଷ ସଂପର୍କିତ ଆଲୋଚନା ନିମନ୍ତେ ଅନୁଷ୍ଠିତ ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ…

ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ

ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ । ଲୋକସେବା ଭବନରେ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ତାଙ୍କ ସହ ଯୋଗ ଦେଇଛନ୍ତି ସମଗ୍ର ଦେଶର ଡିଜିପି ଓ ଆଇଜିପି ।…

ତାମିଲନାଡୁରେ ବାତ୍ୟା, ଓଡ଼ିଶାରେ ପ୍ରଭାବ

ଭୁବନେଶ୍ୱର: ତାମିଲନାଡୁରେ ବାତ୍ୟା ଭୁବନେଶ୍ବରର କିଛି ସ୍ଥାନରେ ହାଲୁକା ବର୍ଷା l ଆଜି ବାତ୍ୟାରେ ପରିଣତ ହୋଇପାରେ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ବାତ୍ୟା ପ୍ରଭାବରେ ଆଜି ସକାଳୁ ଓଡ଼ିଶାର କିଛି ଜିଲ୍ଲାରେ ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି l…

୩ ଦିନ ଯାଏଁ ଚାଲିବନି ‘ମୋ ବସ୍’, ଜାଣନ୍ତୁ ରୁଟ ନଂ….

ଭୁବନେଶ୍ବର: ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଛି ଆଇଜି-ଡିଜିପି ସମ୍ମିଳନୀ । ଯେଉଁଥିରେ ଦେଶର ସମସ୍ତ ଆଇଜି ଏବଂ ଡିଜିପି ଯୋଗ ଦେବେ । ଏଥିପାଇଁ ରାଜଧାନୀରେ ଭିଭିଆଇପିଙ୍କ ଭିଡ । ଏହାକୁ ଦୃଷ୍ଟିରେ ରଖି ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ବିଭିନ୍ନ…

ନନ୍ଦନକାନନ ଉଦ୍ଭିଦ ଉଦ୍ୟାନରେ ବଣଭୋଜି ମନା

ଭୁବନେଶ୍ୱର: ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ୠତୁ। ପର୍ଯ୍ୟଟକମାନେ ବଣଭୋଜି କରିବା ପାଇଁ ଅନେକ ସ୍ଥାନକୁ ଯାଆନ୍ତି। ଏଥିରେ ନନ୍ଦନକାନନ ଅନ୍ୟତମ। କିନ୍ତୁ ଚଳିତଥର ପର୍ଯ୍ୟଟକଙ୍କ ପାଇଁ ଏକ ଦୁଃଖ ଖବର ଆସିଛି। ନନ୍ଦନକାନନର ଉଦ୍ଭିଦ ଉଦ୍ୟାନରେ ବଣଭୋଜି କରିବାକୁ ଆସୁଥିବା ପର୍ଯ୍ୟଟକ ଆଉ କରିପାରିବେନି…

ଆଜି ହାଫ୍ ଡେ’: ଗୋଟେ ପରେ ସ୍କୁଲ କଲେଜ୍ ଛୁଟି

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଦିନ ୧ଟା ଯାଏଁ ଚାଲିବ ସମସ୍ତ ସ୍କୁଲ ଏବଂ କଲେଜ୍ । ତା ପରେ ଛୁଟି । ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦି ଏବଂ ଗୃହ ମନ୍ତ୍ରୀ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏପରି ଘୋଷଣା କରାଯାଇଛି । ଟ୍ରାଫିକ କଟକଣା…

ରାଜଧାନୀ ଛାତିରେ ଅଲୋଡା ଶିଶୁ କନ୍ୟା

ଭୁବନେଶ୍ଵର: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା । ସେ ବି ପୁଣି କେଉଁ ଗାଁ ଗହଳିରେ ନୁହେଁ । ଖୋଦ ରାଜଧାନୀର ଛାତି ଉପରୁ ସାମ୍ନାକୁ ଆସିଛି ଏପରି ଘଟଣା । ଶିକ୍ଷିତ ରାଜଧାନୀରେ ଆଜି ଶିଶୁ କନ୍ୟା ଅଲୋଡା । ଭୁବନେଶ୍ବର ଆଚାର୍ଯ୍ୟ ବିହାର ସ୍ଥିତ ଆର୍‌ଟିଓ-୧ ନିକଟ ବସ୍ତିରୁ ଶିଶୁ କନ୍ୟା ଉଦ୍ଧାର ।…

ଆସିବେ ମୋଦୀ, ଦିନ ୧ଟା ଯାଏଁ ଚାଲିବ ସ୍କୁଲ

ଭୁବନେଶ୍ଵର: ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚିବା ପରେ ବିମାନବନ୍ଦର ନିକଟରେ ଏକ ସଭାରେ ଉଦବୋଧନ ଦେବେ । ପିଏମ୍ ମୋଦI ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦୁଇ ଘଣ୍ଟା ଧରି ରହିବେ । କରିବେ ମାରାଥନ୍ ସମୀକ୍ଷା ।…