Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀରୁ ଜବତ ହେଲା କୋକେନ୍ ସହ ବିପୁଳ ଗଞ୍ଜେଇ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଜବତ ହେଲା ୫୦୦ କୋଟିର କୋକେନ୍ । ଭୁବନେଶ୍ବର ଉପକଣ୍ଠ ମଦନପୁରରୁ ୫୦୦ କୋଟିର କୋକେନ ଜବତ କରିଛି ଦିଲ୍ଲୀ ଟିମ୍ । ଖାଲି କୋକେନ୍ ନୁହେଁ ୫ କ୍ବିଣ୍ଟାଲ ଗଞ୍ଜେଇ ମଧ୍ୟ ଜବତ ହୋଇଛି । ତେବେ ଦିଲ୍ଲୀ ନାର୍କୋର ସ୍ବତନ୍ତ୍ର ଟିମର ଚଢାଉ ବେଳେ ଘଟଣାସ୍ଥଳରୁ…

ଧରାପଡ଼ିବ କିଏ କହୁଛି ମିଛ ? ୫ ପୁଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ ? ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ। ଏଥିନିମନ୍ତେ ସେମାନଙ୍କୁ ଧରି ଆଜି…

ଲବଣଗିରି ମନ୍ଦିର ପ୍ରତିଷ୍ଠାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଲବଣଗିରି ମନ୍ଦିର ପ୍ରତିଷ୍ଠା ହେବାକୁ ଯାଉଛି। ଏଥିଲାଗି ଡିସେମ୍ବର ୧୨ରେ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ଐତିହାସିକ ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ହନୁମାନ ମନ୍ଦିର…

ବଦଳିଲେ ବହୁ ଜିଲ୍ଲାର ଏସ୍‌ପି, ପିନାକ ମିଶ୍ର ହେଲେ ଭୁବନେଶ୍ୱରର ନୂଆ ଡିସିପି

ଭୁବନେଶ୍ୱର: ଆଜି ଏସ୍‌ପି ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୨୦ଟି ଜିଲ୍ଲାର ଏସ୍‌ପିଙ୍କ ବଦଳି ହୋଇଛି। ବ୍ରହ୍ମପୁର ଓ ରାଉରକେଲାକୁ ମଧ୍ୟ ମିଳିଛନ୍ତି ନୂଆ ଏସ୍‌ପି। ଆଉ ଏହି କ୍ରମରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହଙ୍କୁ ମଧ୍ୟ ତାଙ୍କ ପଦରୁ ହଟାଇ ଦିଆଯାଇଛି। କଟକ ଡିସିପିଙ୍କର ମଧ୍ୟ…

ଆଇପିଏସ ସ୍ତରରେ ଅଦଳ ବଦଳ, ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର

ଭୁବନେଶ୍ୱର: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର। ଗୁଇନ୍ଦା ନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ଏଡିଜିଙ୍କଠାରୁ ଆରମ୍ଭ କରି କଟକ-ଭୁବନେଶ୍ୱର ପୁଲିସ କମିଶନର ପର୍ଯ୍ୟନ୍ତ ଅନେକ ଗୁରୁତ୍ୱପୂର୍ଣ୍ଣ ଓ ବଡ଼ ବଡ଼ ପଦବୀରେ ଥିବା ଆଇପିଏସ ଅଫିସରଙ୍କୁ ବଦଳି…

ଆଜି ରାତିରେ ପ୍ରବଳ ବର୍ଷା: ବଜ୍ରପାତ ଓ ଝଡତୋଫାନ ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଓଡିଶାର ୮ଟି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥି ସହିତ କିଛି ଜିଲ୍ଲାରେ ଘଡ଼ଘଡି ମାରିବ। ପ୍ରବଳ ବେଗରେ ପବନ ମଧ୍ୟ ବୋହିବ।ଏନେଇ ସତର୍କ ସୂଚନା ଜାରି କରିଛି ଆଇଏମଡି। ରବିବାର ସନ୍ଧ୍ୟାରେ କିଛି…

ଧରା ପଡିଲେ ଅମାନିଆ ଗାଡି ଚାଳକ, ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର: ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା । ଓମ୍‌ଫେଡ୍‌ ଛକ ନିକଟରେ କାର୍‌ରୁ ଟଙ୍କା ଜବତ କଲା ପୋଲିସ । ୪ ଲକ୍ଷ ୭୭ ହଜାର ଟଙ୍କା ଜବତ ସହ ଜଣେ ଯୁବକକୁ ଅଟକ ରଖିଛି ପୋଲିସ । ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟଜ୍ୟୋତି ନାୟକ। ପୋଲିସ ତାଙ୍କୁ ଅଟକ ରଖି ଟଙ୍କା ବାବଦରେ ପଚରାଉଚରା…

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ମୋଟ ୬ଟି ବିଭାଗରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ…

ନର୍ସିଂ ଆନ୍ଦୋଳନ ସମ୍ପର୍କରେ ବଡ ଖବର ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ନର୍ସିଂ ସଂଘ ରାଜି ହୋଇଥିବା ନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ସନ୍ଧ୍ୟାରେ ଆଲୋଚନା ପରେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି…

ଆସନ୍ତା ସୋମବାରରେ ବନ୍ଦ ରହିବ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ସେପ୍ଟେମ୍ବର ୩୦ ତାରିଖ ଅର୍ଥାତ୍ ସୋମବାର ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ…