Latest Odisha News

BREAKING NEWS

Browsing Category

ସହର

City

ବିଜେପି ନା ବିଜେଡି, କେଉଁଠି ହେବ ବିସ୍ଫୋରଣ?

ଭୁବନେଶ୍ବର: ବିଜେପି ନା ବିଜେଡି, କେଉଁଠି ହେବ ବିସ୍ଫୋରଣ? କେଉଁ ଦଳର ନେତା କେଉଁ ଦଳକୁ ଯିବେ? ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ଓ ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ରଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ହେଉଛି । ମମତା ମହନ୍ତ ଓ ସୁଜିତ କୁମାର ବିଜେଡି ଛାଡି…

ଶହେ ଦିନ ପୂରିଲା…ସଂପ୍ରସାରଣ କେବେ?

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତାକୁ ଆସିଥିବା ବିଜେପି ସରକାରକୁ ଶହେ ଦିନ ପୂରିଛି । ହେଲେ ଏପର୍ଯ୍ୟନ୍ତ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିନାହାନ୍ତି ମୋହନ ସରକାର। ୨୨ ଜାଗାରେ ୧୬ଜଣ ମନ୍ତ୍ରୀ ସାମିଲ ହୋଇଥିବା ବେଳେ ଆହୁରି ୬ଟି ପଦବୀ ଖାଲି ପଡିଛି । ଚର୍ଚ୍ଚା ହେଉଥିଲା, ଶପଥ…

ସୁଭଦ୍ରା ଯୋଜନାକୁ ନେଇ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ ୨୫ ଲକ୍ଷ ମହିଳା ସାମିଲ ହୋଇସାରିଥିବାବେଳେ, ସେମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳି ସାରିଛି । କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ…

ଭରତପୁର ଥାନା ମାମଲା: ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା l କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର l ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଜେଏମ୍‌ଏଫ୍‌ସି କୋର୍ଟର ହାଜର କରିଛି କ୍ରାଇମବ୍ରାଞ୍ଚ । ତେବେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌…

ଆସନ୍ତାକାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା l ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ…

ସପ୍ତାହେ ଭିତରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆସନ୍ତା ଆଉ ଏକ ସପ୍ତାହ ମଧ୍ୟରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ l ଇ-କେୱାଇସି ପାଇଁ ଏବେ ଟିକେ…

ବଢିଲା ସୁନା ଦର, ଜାଣନ୍ତୁ କେତେ….

ଭୁବନେଶ୍ବର: ପୁଣି ବଢିଲା ସୁନା ଦର । ଆଜି ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ର ନୂଆ ଦର । ଯଦି ଆପଣ ସୁନା କିଣିବାକୁ ଯାଉଥାନ୍ତି ତେବେ ପ୍ରଥମେ ଏହି ଦର ବିଷୟରେ ଜାଣିନିଅନ୍ତୁ । ଉଭୟ ଆନ୍ତର୍ଜାତୀୟ ତଥା ଘରୋଇ ବଜାରରେ ସୁନାର ମୂଲ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଇଛି । ଘରୋଇ ବଜାରରେ…

ଆଗକୁ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ: ଗଠନ ହେବ କାରଣ ଖୋଜା କମିଟି

ଭୁବନେଶ୍ୱର:  ସେପ୍ଟେମ୍ବର ୨୭ ତାରିଖରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ଦଳୀୟ ସଭାପତି ନବୀନ ପଟ୍ଟନାୟକ ଯୋଗ ଦେବେ। ଆଗକୁ ହେବାକୁ ଥିବା ପଦଯାତ୍ରା, ନୂଆ କମିଟି ଓ ଅନ୍ୟ ସଂଗଠନିକ କାର୍ଯ୍ୟକ୍ରମ ନେଇ ହେବ ଆଲୋଚନା। ନିର୍ବାଚନ ପୋଷ୍ଟମର୍ଟମର କାରଣ ଖୋଜା କମିଟି ଚୟନ ବି…

ନିଲମ୍ବିତ ଆଇଆଇସିଙ୍କର ଲାଏ ଡିଟେକସନ ଟେଷ୍ଟ ପାଇଁ ମିଳିବ କି ଅନୁମତି ?

ଭୁବନେଶ୍ୱର: ଆଜି ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ଲାଏ ଡିଟେକସନ ଟେଷ୍ଟର ଶୁଣାଣି ହେବ। ଭୁବନେଶ୍ବର JMFC କୋର୍ଟରେ ହେବ ଏହାର ଶୁଣାଣି। ଏଥିଲାଗି ଆଜି କୋର୍ଟରେ ହଜାର ହେବେ ଦୀନକୃଷ୍ଣଙ୍କ ମିଶ୍ର। ଦୀନକୃଷ୍ଣଙ୍କ ସହମତି ଉପରେ ନିର୍ଭର କରୁଛି ଏହି ଟେଷ୍ଟ। ଦୀନକୃଷ୍ଣ ସହମତି ଦେଲେ ହିଁ…

ଭରତପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଚାଲିଛି ତଦନ୍ତ

ଭୁବନେଶ୍ବର: ଭରତପୁର ଥାନାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ତଦନ୍ତ ପାଇଁ ପହଞ୍ଚିଲା। ସେଦିନ ରାତିରେ କ'ଣ ସବୁ ଘଟିଥିଲା ଅନୁଧ୍ୟାନ ପାଇଁ ପହଞ୍ଚିଲା। ଭରତପୁର ଥାନା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ବିଭିନ୍ନ ଦିଗରକୁ ଆଗେଇଛି ତଦନ୍ତ।…