Latest Odisha News

BREAKING NEWS

Browsing Category

ସହର

City

ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନ ସେବା: କାର୍ଯ୍ୟକ୍ଷମ ହେବ ବିଜୁ ପଟ୍ଟନାୟକ ବିମାନବନ୍ଦରର ତୃତୀୟ ଟର୍ମିନାଲ

ଭୁବନେଶ୍ୱର: ରାଜ୍ୟର ବିମାନ ଚଳାଚଳ କ୍ଷେତ୍ରରେ ଏକ ବଡ଼ ସୁଧାର ଆସିବାକୁ ଯାଉଛି। ଖୁବଶୀଘ୍ର ଭୁବନେଶ୍ୱରରୁ ଜୟପୁରକୁ ବିମାନ ସେବା ଆରମ୍ଭ ହେବ। ଏଥିସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରର ତୃତୀୟ ଏୟାର ଟର୍ମିନାଲକୁ ମଧ୍ୟ ଅତିଶୀଘ୍ର କାର୍ଯ୍ୟକ୍ଷମ କରାଯିବ।…

ରାସ୍ତାକଡ଼ରେ ଗଦା ଗଦା ଅଳିଆ ଦେଖି ରାଗିଗଲେ ମେୟ, ସ୍ଵଚ୍ଛତା ଦିଗରେ ସହରବାସୀ ସଜାଗ ହେବାକୁ ଦେଲେ ପରାମର୍ଶ

ଭୁବନେଶ୍ବର: ରାଜଧାନୀର ରୂପାଲି ଛକରେ ଆଜି ସକାଳୁ ବିଏମସି ପକ୍ଷରୁ ଗଣ ସଫେଇ କାର୍ଯ୍ୟକ୍ରମ ଚାଲିଥିଲା । ଏହି ସମୟରେ ରାସ୍ତା କଡରେ ପଡ଼ିରହିଥିବା କୁଢ଼ କୁଢ଼ ଅଳିଆ ଆବର୍ଜନା ଓ ମଦ ବୋତଲକୁ ଦେଖି ରାଗିଗଲେ ଭୁବନେଶ୍ୱର ମେୟର । ଏହା ସହ ରାସ୍ତା ଉପରେ ହୋଇଥିବା ଜବରଦଖଲ ଦେଖି ମଧ୍ୟ ବିରକ୍ତି ଭାବ…

୨୪ ଘଣ୍ଟାରେ ଘଡଘଡି ବର୍ଷା ନେଇ ଏହି ୩ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି..୭ ତାରିଖ ଯାଏଁ କିଛି ସ୍ଥାନରେ କାଳବୈଶାଖୀ…

ଭୁବନେଶ୍ବର: ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ କିଛି କିଛି ଅଞ୍ଚଳରେ କାଳବୈଶାଖୀ ରହିବ ୫ ଓ ୬ ଦୁଇ ଦିନ ସାରା ରାଜ୍ୟରେ ବର୍ଷା ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ନବରଙ୍ଗପୁରରେ ବିଜୁଳି, ଘଡଘଡି ସହ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଭାଇଙ୍କ ପରଲୋକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଭାଇଙ୍କର ଦେହାନ୍ତ ଘଟିଛି । ଛାତିରେ ଯନ୍ତ୍ରଣା ହେବାରୁ ମେଡିକାଲ ଯାଇଥିଲେ । କ୍ୟାପିଟାଲ୍ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ପ୍ରାଥମିକ ସୂଚନା ଅନୁଯାୟୀ ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ…

ଏସଟି, ଏସସି, ଏସିବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ବଢିଲା ସିଟ୍ ସଂରକ୍ଷଣ

ଭୁବନେଶ୍ବର: ବୈଷୟିକ ଶିକ୍ଷାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ତଥା ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ପାଇଁ ବୃଦ୍ଧି ହେଲା ସଂରକ୍ଷଣ । ଚଳିତ ୨୦୨୬-୨୭ ଶିକ୍ଷା ବର୍ଷରୁ ଇଞ୍ଜିନିୟରିଂ ଓ ମେଡିକାଲ୍ ଆଦି ବୈଷୟିକ ଶିକ୍ଷା କ୍ଷେତ୍ରରେ ଏହି ସଂରକ୍ଷଣ ବୃଦ୍ଧି ସମ୍ପର୍କିତ ନିଷ୍ପତ୍ତି…

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: କଥା ଦେଇ କଥା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ଜୁନ୍ ୨୦ ତାରିଖରେ ମୟୁରଭଞ୍ଜ ଆସିବେ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ତାଙ୍କ ଗାଁକୁ ବୁଲି ଆସିବାକୁ କଥା ଦେଇଥିଲେ ମୋଦି। ଆଉ ଏବେ ଆସିବାର ଯୋଜନା କରିଛନ୍ତି । ଏନେଇ ନଗର…

ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୩୧ ଯାଏଁ ଜାରି ରହିବ ଫେରସ୍ତ ପ୍ରକ୍ରିୟା

ଭୁବନେଶ୍ୱର: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ପୁଣି ବଢ଼ିଲା ଟଙ୍କା ଫେରସ୍ତ ଅବଧି । ଅଗଷ୍ଟ ୩୧ ଯାଏଁ ରହିବ ଜାରି ରହିବ ଫେରସ୍ତ ପ୍ରକ୍ରିୟା । ଏବେ ଟଙ୍କା ଫେରସ୍ତ ପାଇଁ ଆଉ ମୂଳ ରସିଦର ଆବଶ୍ୟକତା ନାହିଁ । ଏହା ରାଜ୍ୟର କ୍ଷୁଦ୍ର ଜମାକାରୀମାନଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର । ବହୁ…

ମୁଖ୍ୟମନ୍ତ୍ରୀଙ୍କ ୧୮ତମ ପାଳି ଅଭିଯୋଗ ଶୁଣାଣି: ୯୬ ପ୍ରତିଶତ ଅଭିଯୋଗର ହେଲା ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍ ୧ ତଥା ଆଜି ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିଛନ୍ତି । ଖରା ଯୋଗୁଁ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ଥିବାବେଳେ, ଆଜି ପୁଣି ଥରେ ଆରମ୍ଭ ହୋଇଛି । ଆଜି ୧୮ ତମ ଅଭିଯୋଗ ଶୁଣାଣି ହୋଇଥିଲା ।…

ଆଜି ଠାରୁ ସରକାରୀ କାମରେ ବ୍ୟବହାର ପାଇଁ କେବଳ କିଣାଯିବ ଇଲେକ୍ଟ୍ରିକ୍ ଯାନ

ଭୁବନେଶ୍ୱର: ଆଜି ଠାରୁ ସରକାରୀ କାମରେ ବ୍ୟବହାର ପାଇଁ କେବଳ ଇଲେକ୍ଟ୍ରିକ୍ ଯାନ (ଇଭି) କିଣାଯିବ । ଏନେଇ ନୂଆ ନିର୍ଦ୍ଦେଶନାମା ଜାରି କଲେ ଓଡିଶା ସରକାର । ଆଜିଠୁ ଏହି ନିୟମ ସମସ୍ତ ସରକାରୀ ବିଭାଗ ପାଇଁ ବାଧ୍ୟତାମୂଳକ କରାଯାଇଛି । ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି…

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ; ଆଜିଠୁ ନାମାଙ୍କନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କାନ ପ୍ରକ୍ରିୟା । ୯ ତାରିଖରେ ପାର୍ଥିପତ୍ର ଯାଞ୍ଚ । ୧୧ ତାରିଖରେ ପାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ୧୮ ତାରିଖରେ ପଡ଼ିବ ଭୋଟ୍‌ । ବିଧାନସଭା…